ଆମ ଜିଲା ଖବର

ସ୍ଥାୟୀ ଡାକ୍ତର ନିଯୁକ୍ତି ଦାବି: ଖବରଦାତା ସଂଘର ଧାରଣା

ଲୋଇସିଂହା,୧୦।୧୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥାୟୀ ଡାକ୍ତର ନିଯୁକ୍ତି ଦାବି ଓ ବିଭିନ୍ନ ସମସ୍ୟା ନେଇ ମଙ୍ଗଳବାର ଲୋଇସିଂହାଖବରଦାତା ସଂଘ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ…

7 years ago

ଗୁପ୍ତେଶ୍ୱର ମନ୍ଦିର ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର: ମନ୍ଦିର ନୀତିକାନ୍ତି ବନ୍ଦ

ଜୟପୁର,୧୦।୧୨(ନି.ପ୍ର.): କୋରାପୁଟ ଜିଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମନ୍ଦିର ଭିତରୁ ଜଣେ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

7 years ago

ଓଲଟିଲା ଟାଟା ମ୍ୟାଜିକ୍‌: ୨୩ ଆହତ

କୋଟଗଡ, ୧୦।୧୨(ଡି.ଏନ.ଏ): କନ୍ଧମାଳ ଜିଲା କୋଟଗଡ ବ୍ଲକ ମଦାଙ୍ଗି ନିକଟରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ସକାଳ ୯.୩୦ରେ ଏକ ଯାତ୍ରୀବାହୀ ଟାଟା ମ୍ୟାଜିକ୍‌(ନଂ-ଓଡି୧୨ସି୩୦୭୨) ଗାଡି…

7 years ago

ବାର୍‌ହା ଫାଶରେ ପଡି ହାତୀର ଜୀବନ ଗଲା

ବରଗଡ଼ ଅଫିସ/ଅମ୍ବାଭୋନା,୧୦।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଗଙ୍ଗେଇ ଗ୍ରାମର ଜଣେ ଚାଷୀଙ୍କ ବିଲରେ ଏକ ଦନ୍ତାହାତୀର ମୃତଦେହ ପଡିଥିବା ମଙ୍ଗଳବାର ସକାଳେ ଦେଖିବାକୁ ମିଳିଛି।…

7 years ago

ରେଲୱେ ଜମିହରା ସଂଘର ଆନ୍ଦୋଳନ: କୋରାପୁଟ ରେଲୱେ ଷ୍ଟେଶନରେ ପୋଲିସ ଛାଉଣୀ

କୋରାପୁଟ,୧୦।୧୨(ସ୍ବ.ପ୍ର.): କୋରାପୁଟ ଜିଲା ରେଲୱେ ଜମି ହରା ସଂଘ ପକ୍ଷରୁ ମଙ୍ଗଳବାର ଆନ୍ଦୋଳନ ଆରମ୍ଭ ହୋଇଛି। କୋରାପୁଟ-କିରୋଣ୍ଡଲ, କୋରାପୁଟ-ରାୟଗଡ଼ା ଓ କୋରାପୁଟ- ବିଶାଖାପାଟଣା ରେଳ ଲାଇନ ଲାଗି…

7 years ago

ପୁରୁଷୋତ୍ତମପୁର କୋର୍ଟ ପକ୍ଷରୁ ମାନବାଧିକାର ଦିବସ ପାଳିତ

ପୁରୁଷୋତ୍ତମପୁର, ୧୦।୧୨(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନ ସେବା କମିଟି ପକ୍ଷରୁ ମଙ୍ଗଳବାର ମାନବାଧିକାର ଦିବସ ତାରା ତାରିଣୀ…

7 years ago

ରେଞ୍ଜ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ

କେସିଙ୍ଗା,୧୦।୧୨(ଡି.ଏନ.ଏ): ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ କଳାହାଣ୍ଡି ଜିଲା କେସିଙ୍ଗା ରେଞ୍ଜ ରେଞ୍ଜ ଅଫିସର ଦୀନବନ୍ଧୁ ମେହେରଙ୍କ ବଲାଙ୍ଗୀର ସହର ତୁଳସୀନଗରସ୍ଥିତ ବାସଭବନରେ ମଙ୍ଗଳବାର ଭୋର ସକାଳୁ…

7 years ago

ସୂଚନା ଅଧିକାର କର୍ମୀଙ୍କୁ ଗୁଳି ମାରି ହତ୍ୟା

ଫୁଲବାଣୀ ଅଫିସ୍‌, ୧୦।୧୨:କନ୍ଧମାଳ ଜିଲା ବାଲିଗୁଡାରେ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅଧିକାର(ଆରଟିଆଇ) କର୍ମୀଙ୍କୁ ଗୁଳିମାଡ଼ କରାଯାଇଛି। ମୃତକ ଜଣଙ୍କ ହେଲେ ଅଭିମନ୍ୟୁ…

7 years ago

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ବାଲେଶ୍ୱର ଅଫିସ୍‌, ୧୦।୧୨: ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଚଢାଉ ହୋଇଥିବା ଜଣାପଡିଛି। ସୋରୋ…

7 years ago

୨ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣଙ୍କ ଜୀବନଗଲା

ବଅଁରପାଳ, ୧୦।୧୨(ଡି.ଏନ.ଏ): ଅନୁଗୋଳ ଜିଲା ୧୪୯ ନଂ ଜାତୀୟ ରାଜପଥର ବଅଁରପାଳ ହସ୍ପିଟାଲ ଛକ ନିକଟରେ ବିଳମ୍ବିତ ରାତ୍ରିରେ ୨ଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…

7 years ago