ଆମ ଜିଲା ଖବର

ଭିଜିଲାନ୍ସ ଜାଲରେ ଉଡ୍ରା ପିଇଓ

ଭଞ୍ଜନଗର,୯।୧୧(ଡି.ଏନ.ଏ)- ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଉଡ୍ରା ପିଇଓ ମନୋଜ କୁମାର ସାହୁ ସୋମବାର ଅପରାହ୍ନରେ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ପଞ୍ଚାୟତର ଅସ୍ଥାୟୀ…

7 years ago

ଫାଣ୍ଡି ସମ୍ମୁଖ ମନ୍ଦିରର ଦାନବାକ୍ସ ତାଡ଼ି ଚୋରି:ପୋଲିସର ତଦନ୍ତ ଜାରି

ବଡବିଲ, ୯।୧୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ପୋଲିସକୁ ଅପରାଧୀଙ୍କ ଖୋଲା ଚ୍ୟାଲେଞ୍ଜ। ରବିବାର ବିଳମ୍ବିତ ରାତିରେ ବଡବିଲ ଥାନା ଅଧୀନରେ ଥିବା ଟାଉନ ଫାଣ୍ଡି ନମ୍ବର-୧ ସମ୍ମୁଖରେ ଥିବା…

7 years ago

ଔପଦା ଚାଷୀ ଆମତ୍ହତ୍ୟା ଘଟଣା: ତଦନ୍ତ କଲେ ତହସିଲଦାର

ଔପଦା, ୯।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକର ବଡ଼ପୋଖରୀ ପଞ୍ଚାୟତ ବଡ଼ପୋଖରୀ ଗ୍ରାମର ଚାଷୀ ପ୍ରଦୀପ ପାତ୍ର (୩୯) ଋଣ ଭାର ସହି ନ ପାରି ମାନସିକ ଭାରସାମ୍ୟ…

7 years ago

ଶିକ୍ଷକ ବଦଳି ବିରୋଧରେ ଅଭିଭାବକଙ୍କ ଧାରଣା

ରୂପ୍‌ସା, ୯।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦାସ୍ଥିତ ଜନାର୍ଦ୍ଦନ ସରକାରୀ ଉପ୍ରା ବିଦ୍ୟାଳୟରେ ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୨୭୭ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଶିକ୍ଷା ବିଭାଗର…

7 years ago

ଗୌରବିହାର ଆଶ୍ରମରେ ବ୍ୟଞ୍ଜନ ଦ୍ୱାଦଶୀ: ରାଧାକୃଷ୍ଣଙ୍କୁ ଲାଗିହେଲା ୬୭୫ ପ୍ରକାର ବ୍ୟଞ୍ଜନ

ପୁରୀ ଅଫିସ, ୯ା୧୨: ମାର୍ଗଶୀର ମାସ ଶୁକ୍ଲ ପକ୍ଷ ଦ୍ୱାଦଶୀ ତିଥିରେ ସୋମବାର ଶ୍ରୀଗୌରବିହାର ଆଶ୍ରମ (ମାତା ମଠ)ରେ ବ୍ୟଞ୍ଜନ ଦ୍ୱାଦଶୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି…

7 years ago

ପୋଲିସ ଡିଜିପି ଭାବେ ଦାୟିତ୍ୱ ନେଲେ ଅଭୟ

କଟକ ଅଫିସ୍‌, ୯।୧୨:ସୋମବାର ନୂଆ ପୋଲିସ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଅଭୟ। କଟକ ପୋଲିସ ମୁଖ୍ୟାଳୟରେ ପହଞ୍ଚି ସେ ଦାୟିତ୍ୱଗ୍ରହଣ କରିଛନ୍ତି। ଅନ୍ତରୀଣ ଡିଜି…

7 years ago

ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

ବରୀ,୯।୧୨(ସ୍ବ.ପ୍ର.) : ଯାଜପୁର ଜିଲା ବରୀ ଥାନା ଅନ୍ତର୍ଗତ ଏରଡ଼ା ଗାଁ ନିକଟ ଏକ ନାଳପାର୍ଶ୍ୱରେ ସୋମବାର ପୂର୍ବାହ୍ନରେ ଜଣେ ଅଚିହ୍ନା ଯୁବକ(୨୨)ଙ୍କ ମୃତଦେହକୁ ବରୀ ପୋଲିସ…

7 years ago

ଶିକ୍ଷକ ଯୋଗାଇବା ଦାବିରେ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ପଟ୍ଟାମୁଣ୍ଡାଇ,୯।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅଧୀନ ୧୫ ନଂ. ଓ୍ବାର୍ଡର ଅଳଭା ୟୁଜିୟୁପି ସ୍କୁଲର ପରିଚାଳନା କମିଟିର ସଭାପତି ଅଭୟ ପାତ୍ରଙ୍କ ସମେତ ସଦସ୍ୟ ଓ…

7 years ago

ଖୁଣ୍ଟାପିଙ୍ଗୁରେ ଅଗ୍ନିକାଣ୍ଡ: ଜଳିଗଲା ଦୁଇ ବଖରା

ପାଟଣା,୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ସାହାରପଡା ବ୍ଲକ ଖୁଣ୍ଟାପିଙ୍ଗୁ ଗ୍ରାମରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଜଣେ ବିଧବା ମହିଳା ଜିଙ୍ଗି ମୁଣ୍ଡାଙ୍କର ଦୁଇ…

7 years ago

ଅବସରପ୍ରାପ୍ତ ଶିକ୍ଷକଙ୍କ ପେନ୍‌ସନ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ପାଟଣା,୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ବଜାରରୁ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ସୋମବାର ଅପରାହ୍ନରେ ଦୁର୍ବୃତ୍ତ ୩୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର…

7 years ago