ଆମ ଜିଲା ଖବର

ଗ୍ରାହକଙ୍କ ଜମାଖାତାରୁ ୬୬,୮୧୩ ଟଙ୍କା ଗାଏବ

ବନ୍ତ, ୪।୧୦ (ଡି.ଏନ.ଏ.) - ଭଦ୍ରକ ଜିଲା ବନ୍ତସ୍ଥିତ ବାଲେଶ୍ୱର-ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କ ଶାଖାରୁ ଜଣେ ଗ୍ରାହକଙ୍କର ୬୬ ହଜାର ୮୧୩ ଟଙ୍କା ଉଭାନ ହେବା…

7 years ago

ବସ୍ତି ଉଚ୍ଛେଦକୁ ବିରୋଧ: ଜିଲାପାଳଙ୍କୁ ଦାବିପତ୍ର

ରାୟଗଡ଼ା,୪।୧୦: ବସ୍ତି ଉଚ୍ଛେଦକୁ ବିରୋଧ କରି ରାୟଗଡ଼ା ଜିଲା ଝୁପୁଡ଼ି ବସ୍ତିବାସିନ୍ଦା ଶୁକ୍ରବାର ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏ ନେଇ ଏକ ବିରାଟ ଶୋଭାଯାତ୍ରା…

7 years ago

ଆଜି ସିଂହବାହିନୀ ବେଶରେ ଦର୍ଶନ ଦେବେ ମା’ମଙ୍ଗଳା

କାକଟପୁର,୪।୧୦(ଡି.ଏନ୍‌.ଏ): ପୁରୀ ଜିଲା କାକଟପୁର ମା’ ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଠମୀ ତିଥିରୁ ଚାଲିଛି ଶାରଦୀୟ ପାର୍ବଣ ପୂଜା। ଶୁକ୍ରବାର ଆଶ୍ୱିନ ଶୁକ୍ଳ ସପ୍ତମୀ ତିଥି ଅବସରରେ…

7 years ago

ନୟାଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ନୟାଗଡ଼ ଅଫିସ,୪।୧୦: ନୟାଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଦ୍ୱିତୀୟ ମହଲା ସାଧାରଣ ଓ ବିବିଧ ଉପବିଭାଗ ( ଜେନେରାଲ ଆଣ୍ଡ ମିସ୍‌ ସେକ୍ସନ)ରେ ଶୁକ୍ରବାର ଅଗ୍ନିକାଣ୍ଡ…

7 years ago

ଫନୀ ସହାୟତାରୁ ବଞ୍ଚିତ ଚାଷୀ ଘେରିଲେ ତହସିଲ କାର୍ଯ୍ୟାଳୟ

ତିହିଡ଼ି,୪।୧୦(ଡି.ଏନ୍‌.ଏ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ କାଁପଡ଼ା ପଞ୍ଚାୟତର ଚାଷୀମାନେ ଶୁକ୍ରବାର ତହସିଲ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ଫନୀ ସହାୟତାରୁ ବଞ୍ଚିତ ହୋଇଥିବାରୁ ସେମାନେ ଏହି…

7 years ago

ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର: ଚାଳକ ମୃତ

ମାର୍ଶାଘାଇ,୪।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗିରଙ୍ଗ ଗ୍ରାମ ନିକଟରେ ଶୁକ୍ରବାର ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗାଡି ଚାଳକ ତଥା ବଡ଼ପାଳଡିଆ…

7 years ago

ଭତ୍ତା ବଣ୍ଟନରେ ଅନିୟମିତତା ଅଭିଯୋଗ: ଖଇରା ବ୍ଲକ କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ

ଖଇରା,୪।୧୦(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଓ ଭତ୍ତା ବଣ୍ଟନରେ ଅନିୟମିୟତା ଅଭିଯୋଗରେ ଭିଜିଲାନ୍ସ…

7 years ago

ପାରିବାରିକ କଳହ: ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ଜୀବନ ହାରିଲେ ସ୍ବାମୀ

ଖୋର୍ଦ୍ଧା ଅଫିସ, ୪।୧୦: ଖୋର୍ଦ୍ଧା ଜିଲା ବାଣପୁର ଥାନା ନଇରି ପଞ୍ଚାୟତ ସାନ-ନଇରି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ସ୍ବାମୀ…

7 years ago

ଜମି ଅନୁଧ୍ୟାନ କଲେ ରାଜସ୍ବ କମିଶନର: ୯.୬୦ ଏକରରେ ହେବ ଓଡ଼ିଆ ବିଶ୍ୱବିଦ୍ୟାଳୟ

ସାକ୍ଷୀଗୋପାଳ, ୪।୧୦(ଡି.ଏନ୍‌.ଏ.): ଓଡ଼ିଆ ଭାଷା ସାହିତ୍ୟର ଉତ୍ତରୋତ୍ତର ଗବେଷଣା ଲକ୍ଷ୍ୟ ନେଇ ପୁରୀ ଜିଲା ସତ୍ୟବାଦୀର ଐତିହାସିକ ବକୁଳବନ ସଂଲଗ୍ନ ୯. ୬୦ ଏକର ଜମିରେ ଓଡିଆ…

7 years ago

ଛତିଶା ନିଯୋଗ ବୈଠକ ଆରମ୍ଭ: କାର୍ତ୍ତିକ ମାସର ନୀତି ନିର୍ଘଣ୍ଟ ନେଇ ଆଲୋଚନା

ପୁରୀ ଅଫିସ,୪।୧୦: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଶୁକ୍ରବାର ଛତିଶା ନିଯୋଗ ବୈଠକ ଆରମ୍ଭ ହୋଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ…

7 years ago