ଆମ ଜିଲା ଖବର

ମୋବାଇଲ ଚୋରି ର଼୍ୟାକେଟ୍‌: ୪ ଗିରଫ

ମୁରିବାହାଲ, ୩।୧୦ (ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ପୋଲିସ ମୋବାଇଲ ଲୁଟ ର଼୍ୟାକେଟର ୪ଜଣଙ୍କୁ ଗିରଫ କରିଛି। ସେମାନଙ୍କ ପାଖରୁ ୩ଟି ମୋବାଇଲ ଓ ଗୋଟିଏ…

7 years ago

ବିଏସ୍‌ଏନ୍‌ଏଲ୍‌ ଠିକା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି

ଭଦ୍ରକ ଅଫିସ, ୩।୧୦- ବିଏସ୍‌ଏନ୍‌ଏଲ୍‌ ଭଦ୍ରକ ଶାଖା ଅଧୀନରେ କାର୍ଯ୍ୟରତ ପ୍ରାୟ ୫୦ ଠିକା କର୍ମଚାରୀ ଗତ ୧ ତାରିଖଠାରୁ ଆରମ୍ଭ କରିଥିବା କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି…

7 years ago

ମେଲାଣି ନେଲେ ଟୋକା ଗଣେଶ

ଭଦ୍ରକ ଅଫିସ, ୩।୧୦ - ଭଦ୍ରକରେ କ୍ରମାନ୍ବୟରେ ବୁଢା, ଛୁଆ, କାଞ୍ଚନ ଓ ପିଲା ଗଣେଶଙ୍କ ଭସାଣି ସରିଥିବା ବେଳେ ବୁଧବାର ସନ୍ଧ୍ୟାରେ ଟୋକା ଗଣେଶ ବିଦାୟ…

7 years ago

ବାପାଙ୍କୁ କୋଦାଳରେ ଛେଚି ହତ୍ୟାକଲେ ପୁଅ, ଅଭିଯୁକ୍ତଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

କେନ୍ଦୁଝର, ୩।୧୦(ସ୍ବ.ପ୍ର.): ବୃଦ୍ଧ ବାପାଙ୍କୁ ଅତି ନିର୍ମମ ଭାବେ ଛେଚି ହତ୍ୟା କଲେ ପୁଅ। ଗୁରୁବାର ମଧ୍ୟାହ୍ନରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା…

7 years ago

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଉତ୍ତେଜନା

ରାୟଗଡ଼ା ଅଫିସ,୩।୧୦: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଗୁରୁବାର ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି।…

7 years ago

ଆଜି କାତିଖର୍ପର ବେଶରେ ଦର୍ଶନ ଦେବେ ମା’ ମଙ୍ଗଳା

କାକଟପୁର,୩।୧୦(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରସ୍ଥିତ ମା’ ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଟମୀ ତିଥିଠାରୁ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣ ପୂଜା। ଗୁରୁବାର ଶୁକ୍ଳ ଷଷ୍ଠୀ ତିଥି ହୋଇଥିବାରୁ…

7 years ago

ବିଜେପୁରରେ କଂଗ୍ରେସର ପ୍ରଚାର

ବିଜେପୁର,୩।୧୦(ଡି.ଏନ୍‌.ଏ.):ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରଚାର ଆରମ୍ଭ କରିଛି। ଏହିକ୍ରମରେ ବିଜେପୁର ବ୍ଲକପଡ଼ା ଗ୍ରାମର କ୍ରିକେଟ ପଡ଼ିଆରେ ଏକ ବିଶାଳ କର୍ମୀ ସମ୍ମିଳନୀ ଗୁରୁବାର…

7 years ago

ବିଜେପୁର ଉପନିର୍ବାଚନ ଲାଗି ପ୍ରସ୍ତୁତି ଜୋର୍‌ଦାର : ପୋଲିଂ, ପ୍ରିଜାଇଡିଂ ଅଫିସରଙ୍କୁ ପ୍ରଶିକ୍ଷଣ

ବରଗଡ଼ ଅଫିସ,୩।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଶାସନିକ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ଏହି ପରିପ୍ରେକ୍ଷୀରେ ଗୁରୁବାରରୁ ପୋଲିଂ,…

7 years ago

୩୨ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ, ୩।୧୦: ଖୋର୍ଦ୍ଧା ଅବକାରୀ ବିଭାଗର କର୍ମଚାରୀମାନେ ବଡ଼ବେରଣା ଗଁାରୁ ଗୁରୁବାର ପୂର୍ବାହ୍ନରେ ଚଢ଼ାଉକରି ୩୨ ଗା୍ରମ ବ୍ରାଉନସୁଗାର ଜବତ କରିଛନ୍ତି। ଏହି ଘଟଣାରେ ଗ୍ରାମର…

7 years ago

ଅଷ୍ଟପୁର ଅଞ୍ଚଳରେ ଭୟଙ୍କର ବିସ୍ଫୋରଣ, ରେମୁଣା ପୋଲିସର ତଦନ୍ତ ଆରମ୍ଭ

ବାଲେଶ୍ୱର ଅଫିସ, ୩।୧୦: ବାଲେଶ୍ୱର ଜିଲା ରେମୁଣା ଥାନା ଅଧୀନ ଅଷ୍ଟପୁର ଅଞ୍ଚଳରେ ଗୁରୁବାର ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ଘରର ଆସବାବପତ୍ର ଭାଙ୍ଗିରୁଜି ଯାଇଥିବା ସହ…

7 years ago