ଆମ ଜିଲା ଖବର

୩୦ଫୁଟ ତଳକୁ ଖସିଲା ଯାତ୍ରୀବାହୀ ବସ୍‌:୧୨ ଆହତ ୪ ଗୁରୁତର

ଆଠଗଡ,୧୩ା୧ (ସ୍ବ.ପ୍ର.)- ଖୁଣ୍ଟୁଣୀ-ନରସିଂହପୁର ୬୫ନଂ ରାଜ୍ୟ ରାଜପଥର ଆଠଗଡ଼ ଥାନା ଅନ୍ତର୍ଗତ ଗୁଣ୍ଡିଚାପୁର ଗ୍ରାମ ନିକଟରେ ସୋମବାର ଅପରାହ୍ନରେ ଏକ ଘରୋଇ ବସ୍‌ ଭାରସାମ୍ୟ ହରାଇ ୩୦…

7 years ago

ଅଧିକାରୀଙ୍କ ହସ୍ତକ୍ଷେପ ପରେ ଉଠିଲା ଧାନ

କାମାକ୍ଷାନଗର, ୧୩।୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କାଦୁଆ ସେବା ସମବାୟ ସମିତି ପକ୍ଷରୁ ଖୋଲାଯାଇଥିବା ମଣ୍ଡିରେ ମିଲରଙ୍କ ମନୋମୁଖୀ କାର୍ଯ୍ୟକୁ ନେଇ ସୋମବାର ଚାଷୀ ଅସନ୍ତୋଷ ଦେଖାଦେଇଛି।…

7 years ago

କାର୍ଯ୍ୟରେ ଅବହେଳା: ବଦଳିଲେ ଫାଣ୍ଡି ଅଧିକାରୀ

ପରଜଙ୍ଗ, ୧୩।୧(ଡି.ଏନ.ଏ.)-କାର୍ଯ୍ୟରେ ଅବହେଳା ଅଭିଯୋଗରେ ବଦଳିଛନ୍ତି ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧିକାରୀ ବିନୟ କୁମାର ସାହୁ। ଏସ୍‌ପି ଅନୁପମା ଜେମ୍‌ସଙ୍କ ନିର୍ଦ୍ଦେଶରେ ତାଙ୍କୁ ପରଜଙ୍ଗ ଥାନାକୁ…

7 years ago

ଜି.ଉଦୟଗିରିରେ ତୁଷାରପାତ: ଘନ କୁହୁଡ଼ିରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଜି.ଉଦୟଗିରି,୧୩ା୧(ଡି.ଏନ.ଏ.)-ଜି.ଉଦୟଗିରି ସହର ତଥା ଆଖପାଖ ଅଞ୍ଚଳରେ ଗତ ତିନିଦିନ ଧରି ଶୀତର ଲହରି ଜାରି ରହିଛି। ସୋମବାର ପାରଦ ୭ ଡିଗ୍ରୀ ସେଲ୍‌ସିୟସ୍‌ ରହିଥିଲେ ମଧ୍ୟ ସହରର…

7 years ago

ଆକ୍ରମଣ ମାମଲା:ସାନଭାଇଙ୍କୁ ମାଡ଼ ମାରି ବଡ଼ ଗଲେ ଜେଲ

ଦିଗପହଣ୍ଡ,୧୩ା୧(ଡି.ଏନ.ଏ.)-ସାନଭାଇଙ୍କୁ ମାଡ଼ ମାରିବା ଅଭିଯୋଗରେ ସୋମବାର ପୋଲିସ ଦିଗପହଣ୍ଡି ବ୍ଲକ କୁମରଡ଼ା ଗ୍ରାମ ବଡ ସାହିର ସନ୍ତୋଷ ପ୍ରଧାନଙ୍କୁ କୋର୍ଟ ଚାଲାଣ କରିଛି। ମାମଲା ନଂ. ୫/୨୦…

7 years ago

‘ବିଶ୍ୱସ୍ତ, କ୍ରିୟାଶୀଳ ହେଉ ଶାସନତନ୍ତ୍ର’

ଭୋଗରାଇ, ୧୩।୧(ପ୍ରଦୀପ ଦାସ)-ସନାତନ ଧର୍ମ ସମସ୍ତ ଧର୍ମର ଆଧାର। ଏହାର ବିକଳ୍ପ ନାହଁି କି ଶେଷ ନାହଁି। ସମଗ୍ର ବିଶ୍ୱରେ ଅଧର୍ମୀମାନଙ୍କ ଦୌରାମତ୍‌ୟ ବଢ଼ିଚାଲିଥିବା ବେଳେ ଧାର୍ମିକ…

7 years ago

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗରେ ଜେଲ୍‌ ଗଲେ ସ୍ବାମୀ

ରୂପ୍‌ସା,୧୩।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରସଲପୁର ପଞ୍ଚାୟତ ବଡ଼ଧନାଡ଼ି ଗ୍ରାମର ସଞ୍ଜୁ ତରେଇ ନାମ୍ନୀ ମହିଳାଙ୍କୁ ହତ୍ୟା ଅଭିଯୋଗରେ ବସ୍ତା ପୋଲିସ ତାଙ୍କ ସ୍ବାମୀ ଶଙ୍କର ତରେଇଙ୍କୁ ରବିବାର…

7 years ago

ଚନ୍ଦନେଶ୍ୱରରେ ବଙ୍ଗୀୟ ମହିଳାଙ୍କୁ ବଳାତ୍କାର

ଭୋଗରାଇ, ୧୩।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ତାଳସାରୀ ମେରାଇନ୍‌ ଥାନା ଅଧୀନ ଚନ୍ଦନେଶ୍ୱରସ୍ଥିତ ଏକ ହୋଟେଲରେ ଜଣେ ବଙ୍ଗୀୟ ମହିଳାଙ୍କୁ ରବିବାର ରାତିରେ ବଳାତ୍କାର କରାଯାଇଛି। ଏହି ଘଟଣାରେ…

7 years ago

ସିଆରଜେଡ଼ ଜନଅଭିଯୋଗ ଶୁଣାଣି: ଆସିଲେନି ବିଭାଗୀୟ ଅଧିକାରୀ, ତହସିଲଦାର ହଟହଟା

ବାଲିଆପାଳ,୧୩।୧(ସ୍ବ.ପ୍ର.)-ସାମୁଦ୍ରିକ ତଟବର୍ତ୍ତୀ ପରିଚାଳନା ଜୋନ (ସିଆରଜେଡ୍‌)ର ପ୍ରସ୍ତାବିତ ନକ୍ସା ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବା ଏବଂ ଲୋକଙ୍କଠାରୁ ଅଭିଯୋଗ ଶୁଣିବା ପାଇଁ ବାଲିଆପାଳ ତହସିଲଦାର ସୋମବାର ତାରିଖ…

7 years ago

ପଥରରେ ଛେଚି ଜଣଙ୍କୁ ହତ୍ୟା: ମୃତଦେହ ଉଦ୍ଧାର

ଯୋଡ଼ା,୧୩।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କାଳିମାଟି ନୂଆ ହଟିଂ ରାସ୍ତାପାର୍ଶ୍ୱରୁ ଜଣଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ବାମେବାରୀ ଥାନା ଓଆଇସି ଅମିତାଭ ଦାସଙ୍କ…

7 years ago