କୋରାପୁଟ,୭ା୧୧(ସ୍ବ.ପ୍ର.): କୋରାପୁଟ ଜିଲା ମାଛକୁଣ୍ଡ ଥାନା ସିଲପଣ୍ଡି ଗ୍ରାମସ୍ଥିତ ଏସ୍ଇପିଏଲ କ୍ରଶର ୟୁନିଟରେ ଟଙ୍କା ଆଦାୟ କରିବାକୁ ଯାଇ ବୁଧବାର ରାତିରେ ସେଠାକାର ମ୍ୟାନେଜରଙ୍କୁ ଗୁଳି କରିଛନ୍ତି…
ଦଶମନ୍ତପୁର,୭ା୧୧(ଡି.ଏନ୍.ଏ.): ଅସୁସ୍ଥ ଥିବା ଭଉଣୀଙ୍କୁ ଭେଟିବା ପାଇଁ ତାଙ୍କ ଗାଁକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ଜଣେ ଏସ୍ପିଓଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ କୋରାପୁଟ…
ଲାଠୋର/ମୁରିବାହାଲ, ୭ା୧୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ଓ ମୁରିବାହାଲ ଥାନା ଅଞ୍ଚଳରୁ ବେଆଇନଭାବେ ଚାଲାଣ କରାଯାଉଥିବା ବେଳେ ୧୧ ଶିଶୁଙ୍କ ସହ ୩୧ଦାଦନ ଶ୍ରମିକଙ୍କୁ ପୋଲିସ…
ଭୋଗରାଇ, ୭।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଳକ ଅଧୀନ ଟେଙ୍ଗରାମାରିି ଗ୍ରାମ ୫ନଂ. ୱାର୍ଡ଼ରେ ଜଣେ ବ୍ୟକ୍ତି ରାସ୍ତା ଅବରୋଧ କରିବାରୁ ଉତ୍ତେଜନା ପ୍ରକାଶ ପାଇଛି। ଅବିଳମ୍ବେ ଏହି…
ରୂପ୍ସା, ୭।୧୧(ଡି.ଏନ.ଏ.)-ବଙ୍ଗୋପସାଗର ଏବଂ ଆଣ୍ଡାମାନ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ଖୁବ୍ଶୀଘ୍ର ଏହା ବାତ୍ୟା ରୂପ ନେବ ବୋଲି ପାଣିପାଗ…
ଚାନ୍ଦବାଲି, ୭।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲିରୁ ଅପେରା ଦେଖି ଫେରୁଥିବା ବେଳେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ ସ୍ଥାନୀୟ ପୋଲିସ ଗୁରୁବାର ଅନ୍ୟ ୩ ଅଭିଯୁକ୍ତଙ୍କୁ ଗିରଫ…
ବାସୁଦେବପୁର, ୭।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ନିକଟସ୍ଥ ଗୁଡ଼ ଗ୍ରାମର ଆରାଧ୍ୟ ଦେବତା ଶ୍ରୀ ବଳଦେବ ଜୀଉ ତୁଳସୀ ଦେବୀଙ୍କ ହାତ ଧରିବେ। ବଳଦେବ ଜୀଉ…
ଯୋଡ଼ା, ୭।୧୧(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ାଠାରେ ଲୁହା ପଥର ପରିବହନକୁ କେନ୍ଦ୍ରକରି ହୋଇଥିବା ଗୋଷ୍ଠୀ ସଂଘର୍ଷ ମାମଲାରେ ଯୋଡା ଥାନା ପୋଲିସ ଗୁରୁବାର ଜଣେ ଅଭିଯୁକ୍ତଙ୍କୁ ଗିରଫକରି…
ବଇଣ୍ଡା, ୭।୧୧(ଡି.ଏନ୍.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଷ୍ଟେଶନ ନିକଟରେ ଗୁରୁବାର ଆଜ୍ମେର-ପୁରୀ ଏକ୍ସପ୍ରେସ୍ ଟ୍ରେନ୍ରେ ଅଗ୍ନିକାଣ୍ଡ ଘଟି ଇଞ୍ଜିନ ନଂ. ୧୮୪୨୨ ଜଳିଯାଇଥିବା ଜଣାପଡ଼ିଛି।…
ନୟାଗଡ଼ ଅଫିସ, ୭ା୧୧: ନୟାଗଡ଼ ଜିଲା ଗଣିଆ ବ୍ଲକର ବିଜୟନଗର, ଗଣିଆ ଓ ବେଲଗଡ଼ ଗ୍ରାମର ୬୮ଜଣ ଦହିବରା ଖାଇ ଗୁରୁବାର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଚିକିତ୍ସା…