ଆମ ଜିଲା ଖବର

ସମାଜ ସଂସ୍କାର ପାଇଁ ବରିଷ୍ଠ ନାଗରିକମାନେ ମଙ୍ଗୁଆଳ: ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

ନୂଆପଡା ଅଫିସ,୨।୧୦ - ଅଭିଜ୍ଞତା ମଣିଷକୁ ସିଦ୍ଧହସ୍ତ କରିଥାଏ । ବରିଷ୍ଠ ନାଗରିକମାନଙ୍କ ମଧ୍ୟରେ ବିଭିନ୍ନ ଜିନିଷ ଉପରେ ନିଖୁଣ ପାରଙ୍ଗମତା ରହିଛି। ସେମାନଙ୍କ ଉଚିତ ମାର୍ଗଦର୍ଶନରେ…

7 years ago

ଜାତୀୟ ସ୍ବେଚ୍ଛାକୃତ ରକ୍ତଦାତା ଦିବସ

ନୂଆପଡା ଅଫିସ,୨ା୧୦- ସ୍ଥାନୀୟ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜିଲା ରକ୍ତଭଣ୍ଡାର ପକ୍ଷରୁ ଜାତୀୟ ସ୍ବେଚ୍ଛାକୃତ ରକ୍ତଦାତା ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲା ରକ୍ତଭଣ୍ଡାର ମୁଖ୍ୟ ଡା.…

7 years ago

ସଡ଼କ ସୁରକ୍ଷା ନେଇ ସଚତନତା କାର୍ଯ୍ୟକ୍ରମ: ଗାଡ଼ିଚାଳକଙ୍କୁ ଗୋଲାପ ଫୁଲ ଦେଇ ସଚେତନ କଲେ ଛାତ୍ରୀଛାତ୍ର

ନୂଆପଡା ଅଫିସ,୨ା୧୦ - ରାଜ୍ୟରେ ଏବେ ସଡକ ସୁରକ୍ଷା ଏବଂ ପରିବହନ ନିୟମ ଉପରେ ବିଭିନ୍ନ ବିକଳ୍ପ ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଉଛି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ…

7 years ago

ଜୁନାଗଡରେ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ଜୁନାଗଡ,୨।୧୦(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ସଂସ୍‌ୃତି ଭବନଠାରେ ମଙ୍ଗଳବାର ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ବ୍ଲକ ବିଜେଡି ସଭାପତି ପ୍ରମୋଦ…

7 years ago

ଗୁରୁବାରଠାରୁ ହାଇକୋର୍ଟରେ ପୂଜା ଅବକାଶ

କଟକ ଅଫିସ,୨-୯: ଦୁର୍ଗାପୂଜା ପାଇଁ ଗୁରୁବାରଠାରୁ ହାଇକୋର୍ଟରେ ପୂଜା ଅବକାଶ ଆରମ୍ଭ ହେଉଛି। ଏହି ଅବଧି ମଧ୍ୟରେ ଦୁଇ ଦିନ ଅର୍ଥାତ୍‌ ଅକ୍ଟୋବର ୪ ଓ ୧୧ରେ…

7 years ago

ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ: ନିଶା ନିବାରଣ, ପରିବେଶ ସୁରକ୍ଷା ନେଇ ସଚେତନତା ରାଲି

କର୍ଲାମୁଣ୍ଡା,୨।୧୦(ଡି.ଏନ.ଏ.) - କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜିବ ଗାନ୍ଧୀ ସେବାକେନ୍ଦ୍ରଠାରେ ମଙ୍ଗଳବାର ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ବରିଷ୍ଠ ନାଗରୀକମାନେ…

7 years ago

କମେଣ୍ଟ ମାରୁଥିବା ଯୁବକଙ୍କୁ କାବୁ କରି ପୋଲିସ ଜିମାଦେବା ଘଟଣା: ଶର୍ମିଷ୍ଠାଙ୍କୁ ସମ୍ମାନିତ କଲେ ଏସ୍‌ପି

ବଲାଙ୍ଗୀର ଅଫିସ, ୨ା୧୦-ହାଇସ୍କୁଲରେ ପଢୁଥିବା ଦୁଇ ସାନ ଭଉଣୀ ଓ ତାଙ୍କ ସହାପାଠିନୀଙ୍କୁ ବାରମ୍ବାର କମେଣ୍ଟ ମାରି ହଇରାଣ କରୁଥିବା ଜଣେ ଉଦ୍ଧତ ଯୁବକଙ୍କୁ ବିଚ୍‌ ରାସ୍ତାରେ…

7 years ago

ହୃଦ୍‌ଘାତରେ ନାଲ୍‌କୋ କର୍ମଚାରୀ ମୃତ: ପରିବାରର ଜଣେ ସଦସ୍ୟଙ୍କୁ ମିଳିବ ନିଯୁକ୍ତି

ବଅଁରପାଳ,୨।୧୦ (ଡି.ଏନ.ଏ.)-ନାଲ୍‌କୋ ସିପିପି ଅପରେଶନ ବିଭାଗରେ ଚାକିରି କରିଥିବା ପ୍ରବୀଣ ବରାହ(୫୨) ମଙ୍ଗଳବାର ସକାଳେ ହୃଦ୍‌ଘାତରେ ପ୍ରାଣ ହରାଇଛନ୍ତି। ପ୍ରବୀଣଙ୍କ ଘର ଗୋତମରା ଗ୍ରାମରେ। ସେ ସକାଳେ…

7 years ago

ପରିବେଶ ଓ ଜଙ୍ଗଲ ଅନୁମତି ଅବଧି ଶେଷ: ଜଗନ୍ନାଥ କୋଇଲା ଖଣି କାର୍ଯ୍ୟ ବନ୍ଦ

ତାଳଚେର,୨ା୧୦(ନି.ପ୍ର.)-ତାଳଚେରଠାରେ ଥିବା ଏମ୍‌ସିଏଲ୍‌ ଜଗନ୍ନାଥ କୋଇଲା ଖଣିର ଏନ୍‌ଭାଇରନମେଣ୍ଟାଲ ଓ ଫରେଷ୍ଟ କ୍ଲିୟରାନ୍ସ ଅବଧି ଶେଷ ହୋଇଯାଇଥିବାରୁ ସୋମବାର ରାତି ୧୨ଟାରୁ ଖଣି ଖନନ କାର୍ଯ୍ୟ ବନ୍ଦ…

7 years ago

ଅଣ୍ଟାରେ ଅଟକିଛି ଭଙ୍ଗା ଛୁଞ୍ଚି: ଯନ୍ତ୍ରଣା ଭୋଗୁଛି ୫ ବର୍ଷର କନ୍ୟା

ଅନୁଗୋଳ ଅଫିସ, ୨।୧୦- ଅଣ୍ଟାରେ ଇଞ୍ଜେକଶନ ଛୁଞ୍ଚି ଭାଙ୍ଗି ରହିଯାଇଥିବାରୁ ଅନୁଗୋଳ ଜିଲା ତାଳଚେର କଣ୍ଢାଳ ପଞ୍ଚାୟତ ବାଲୁଗଁାର ଜଣେ ୫ ବର୍ଷୀୟା ଶିଶୁକନ୍ୟା ଯନ୍ତ୍ରଣା ଭୋଗୁଛି।…

7 years ago