ଆମ ଜିଲା ଖବର

ଜାତୀୟ ରାଜପଥରେ ଲାଗିବ ସିସି କ୍ୟାମେରା; ଛତ୍ରପୁର, ହଳଦିଆପଦରରେ କଣ୍ଟ୍ରୋଲ ରୁମ୍‌

ଛତ୍ରପୁର,୩୦ା୯(ଡି.ଏନ.ଏ.)- ଗଞ୍ଜାମ ଜିଲା ଦେଇ ଯାଇଥିବା ଜାତୀୟ ରାଜପଥର ବିଭିନ୍ନ ଛକରେ ସିସି କ୍ୟାମେରା ଲାଗିବ। ଏହାର ମନିଟରିଂ ପାଇଁ ଛତ୍ରପୁର ଓ ହଳଦିଆପଦରଠାରେ କଣ୍ଟୋ୍ରଲ ରୁମ୍‌…

7 years ago

ଅଖିଳ ଭାରତ ଡାକ ଭାରୋତ୍ତୋଳନ; ଯୁବକମାନେ ସକାରାତ୍ମକ ବିଶ୍ୱାସ ଜାଗ୍ରତ କରନ୍ତୁ : ରାଜ୍ୟପାଳ

ବ୍ରହ୍ମପୁର ଅଫିସ,୩୦ା୯-ସକାରାତ୍ମକ ଆତ୍ମବିଶ୍ୱାସ ଅସଫଳ କାର୍ଯ୍ୟକୁ ମଧ୍ୟ ସଫଳତାରେ ପରିଣତ କରିଥାଏ ା ନିଜ ଭିତରେ ଥିବା ସକାରାତ୍ମକ ବିଶ୍ୱାସ ଜାଗ୍ରତ କରିବା ଆବଶ୍ୟକ। ଯୁବକଙ୍କ ଦକ୍ଷତାର…

7 years ago

କେନ୍ଦ୍ରୀୟ ପୂଜା କମିଟି ବୈଠକ: ଭସାଣିରେ ବାଜିବନି ଡିଜେ

ଅନୁଗୋଳ ଅଫିସ, ୩୦।୯: ଆସନ୍ତା ଅକ୍ଟୋବର ୪ରେ ଅନୁଗୋଳ ସହରରେ ୧୨ଟି ମଣ୍ଡପରେ ଦୁର୍ଗା ପୂଜା ଅନୁଷ୍ଠିତ ହେବ। ସେହିପରି ୧୩ରେ ସହରର ୨୯ଟି ମଣ୍ଡପରେ ମା’ ଲକ୍ଷ୍ମୀ…

7 years ago

ଅନୁଗୋଳରେ ଓସିଏ ଉପସଭାପତିଙ୍କୁ ସମ୍ବର୍ଦ୍ଧନା: ‘ଏକାଡେମୀ ଭିତ୍ତିଭୂମି ବିକାଶ ମୁଖ୍ୟ ଦାୟିତ୍ୱ’

ଅନୁଗୋଳ ଅଫିସ, ୩୦।୯: ଅନୁଗୋଳ ଟ୍ରକ ଆସୋସିଏଶନ୍‌ ପକ୍ଷରୁ ଓଡ଼ିଶା କ୍ରିକେଟ ଆସୋସିଏଶନ୍‌ର ନବନିର୍ବାଚିତ ଉପସଭାପତି ଅକ୍ଷୟ କୁମାର ସାମନ୍ତଙ୍କୁ ରବିବାର ଅପରାହ୍ନରେ ସମ୍ବର୍ଦ୍ଧିତ କରାଯାଇଛି। ଟ୍ରକ ଆସୋସିଏଶନ୍‌…

7 years ago

୫ଜଣ ଆନ୍ତଃ ଜିଲା ଡକାୟତ ଗିରଫ ଟଙ୍କା, ୬ ମୋବାଇଲ, ୩ ମୋଟରସାଇକେଲ ଜବତ

ଖଡିଆଳ,୩୦।୯(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ପୋଲିସ ୫ଜଣ ଆନ୍ତଃଜିଲା ଡକାୟତଙ୍କୁ ଗିରଫ କରିଛି । ଏଥିସହ ସେମାନଙ୍କଠାରୁ ୪୨୧୧ ଟଙ୍କା ସମେତ ୬ଟି ମୋବାଇଲ ଫୋନ ଓ…

7 years ago

ବଢୁଛି ଚୋରା ମଦ କାରବାର

କାମାକ୍ଷାନଗର, ୩୦।୯(ଡି.ଏନ୍‌.ଏ.) ପୋଲିସ ଏବଂ ଅବକାରୀ ବିଭାଗର ନିଷ୍କ୍ରିୟତା ଯୋଗୁ କାମାକ୍ଷାନଗର ଉପଖଣ୍ଡରେ ଅବାଧ ଚୋରା ମଦ କାରବାର ବଢ଼ିବାରେ ଲାଗିଛି। ମଦ ଯୋଗୁ ଗଣ୍ଡଗୋଳ, ଅସାମାଜିକ କାର୍ଯ୍ୟ…

7 years ago

ଓ୍ବାର୍ଡସଭ୍ୟଙ୍କୁ ଭୁଜାଲିରେ ହାଣି ହତ୍ୟା

ଛେଣ୍ଡିପଦା/ବନ୍ତଳା, ୩୦।୯ (ସ୍ବ.ପ୍ର./ଡି.ଏନ.ଏ.) ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଅନ୍ତୁଳିଆ ଗ୍ରାମରେ ରବିବାର ଏକ ହତ୍ୟାକାଣ୍ଡ ଘଟିଛି। ସାତକୋଶିଆ ଭାଜପା ମଣ୍ଡଳ ଅନୁସୂଚିତ ଜାତି ଓ ଜନଜାତି ମୋର୍ଚ୍ଚା…

7 years ago

ଜିଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା; ଖେଳ ବିଦ୍ୟାଳୟ ପାଠ୍ୟକ୍ରମର ଅଭିନ୍ନ ଅଙ୍ଗ

ନୂଆପଡା ଅଫିସ, ୩୦ା୯:  ପ୍ରାଚୀନ ଆଶ୍ରମ ଶିକ୍ଷାପ୍ରଣାଳୀରେ ଶିକ୍ଷା ବ୍ୟବସ୍ଥାରେ କ୍ରୀଡ଼ା ଯୋଡି ହୋଇଯାଇଥିଲା । ଏହା ବର୍ତ୍ତମାନ ମଧ୍ୟ ଚାଲିଛି । ଏହା ଦ୍ୱାରା ଶିକ୍ଷାର୍ଥୀଙ୍କର…

7 years ago

ଓଡ଼ିଶା ୪ର୍ଥ ଶ୍ରେଣୀ ପଞ୍ଚାୟତ କର୍ମଚାରୀ ସଂଘର ବୈଠକ

ଜୁନାଗଡ,୩୦।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ସଭାଗୃହଠାରେ ରବିବାର ଓଡିଶା ୪ର୍ଥ ଶ୍ରେଣୀ କର୍ମଚାରୀ ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ବ୍ଲକ ସଭାପତି ହର…

7 years ago

ମଧୁପୁରଠାରେ ବିଶାଳ ଆଦିବାସୀ ସମାବେଶ, ନୂଆଖାଇ ଭେଟ୍‌; ପାରମ୍ପରିକ ଅସ୍ତ୍ରଶସ୍ତ୍ର ସହିତ ସାମିଲ ହେଲେ ଆଦିବାସୀ

ଲାଞ୍ଜିଗଡ଼,୩୦।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଗୋବର୍ଦ୍ଧନପୁର ଗ୍ରାମପଞ୍ଚାୟତ ମଧୁପୁରଠାରେ ବିଶାଳ ଆଦିବାସୀ ସମାବେଶ ଓ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

7 years ago