ଛେଣ୍ଡିପଦା,୨୯।୯(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବନାଞ୍ଚଳ ବ୍ରାହ୍ମଣବିଲ ଗ୍ରାମରେ ହାତୀ ଆକ୍ରମଣରେ ରବିବାର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମ ବେହେରା ସାହିର…
ବ୍ରହ୍ମପୁର ଅଫିସ,୨୯।୯: ରୋଟାରୀ କ୍ଲବ ଅଫ୍ ବ୍ରହ୍ମପୁର ସେଣ୍ଟ୍ରାଲ ଏବଂ ସନ ସାଇନ ହସ୍ପିଟାଲ ପକ୍ଷରୁ ବିଶ୍ୱ ହୃତ୍ପିଣ୍ଡ ଦିବସ ଅବସରରେ ଏକ ସଚେତନତା ପଦଯାତ୍ରା ରବିବାର…
କେନ୍ଦୁଝର,୨୯।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ଭୂୟାଁ ଓ ଜୁଆଙ୍ଗ ପୀଢ଼ ରେଞ୍ଜ ଅନ୍ତର୍ଗତ ଉପର ସୁମଠ ଗ୍ରାମ ଜଙ୍ଗଲରେ ଏକ ହାତୀ ଅସୁସ୍ଥ ହୋଇପଡ଼ିଛି। ହାତୀର ବୟସ…
ତାଳଚେର,୨୯।୯(ନି.ପ୍ର.) : ଅନୁଗୋଳ ଜିଲା ତାଳଚେର ବ୍ଲକର ଭରତପୁର କୋଇଲା ଖଣିର ଜଣେ କର୍ମଚାରୀଙ୍କ ରବିବାର ସକାଳେ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତକ ହେଲେ ଖଣି କର୍ମଚାରୀ…
ପୁରୀ ଅଫିସ, ୨୯।୯: ଗତ ୯ତାରିଖରେ ପୋଲିସର ପୃଥକ ଏନ୍କାଉଣ୍ଟରରେ ଆହତ ହୋଇ ଦୁଇ ଦୁର୍ଦ୍ଦାନ୍ତ ଅଭିଯୁକ୍ତ ଟିକି ଓରଫ ସୟାମତ ଖାଁ ଓ ବିଶ୍ୱରଞ୍ଜନ ସାହୁ…
ପୁରୀ ଅଫିସ, ୨୯।୯: ଓଡ଼ିଶା ହସ୍ତଶିଳ୍ପ ଓ ହସ୍ତକଳାର ବିକାଶ ହେବ। ହସ୍ତଶିଳ୍ପୀଙ୍କ ଆର୍ଥିକ ମାନଦଣ୍ଡ ସୁଧୁରିବ। ଓଡ଼ିଶା ହସ୍ତକଳା, ହସ୍ତଶିଳ୍ପ ସାମଗ୍ରୀ ଦେଶ ବିଦେଶରେ ପହଞ୍ଚତ୍ବ।…
୧୯୯୨ ମସିହା, ଅବିଭକ୍ତ ଗଞ୍ଜାମ ଜିଲାରୁ ପୃଥକ୍ ହୋଇ ସ୍ବତନ୍ତ୍ର ଜିଲାର ମାନ୍ୟତା ପାଇଥିଲା ଗଜପତି। ଏହାର ୧୧ ବର୍ଷ ପରେ ଅର୍ଥାତ୍ ୨୦୦୩ରେ ଜିଲାର ପାରଳାଖେମୁଣ୍ଡିରେ…
ପୁରୀ ଅଫିସ, ୨୯।୯: ଆସୁଛି ପର୍ଯ୍ୟଟନ ଋତୁ। ପୁରୀକୁ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଇବ। ତେଣୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ପୁରୀ ଜିଲା ପ୍ରଶାସନ ବିଭିନ୍ନ…
ଦଶରଥପୁର,୨୯।୯(ଡି.ଏନ୍.ଏ.)- ଦଶରଥପୁର ବ୍ଲକ କୟାଁ ପଞ୍ଚାୟତ ଅଧୀନ ଧରମପୁର ଗାଁ ପାର୍ଶ୍ୱ ଦେଇ ଯାଇଥିବା ବୈତରଣୀ ନଦୀ ଧିରେଧିରେ ନଦୀପଠାକୁ ଖାଇ ଚାଲିଛି। ଫଳରେ ନଦୀକୁ ଲାଗି…
ଯାଜପୁର ଟାଉନ,୨୮।୯(ଡି.ଏନ.ଏ.)- ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କର ଷୋଡ଼ଶୋପଚାର ପୂଜା ଶନିବାର ଅଷ୍ଟମ ଦିନରେ ପହଞ୍ଚତ୍ଛି। ଚଳିତ ବର୍ଷ ଦୂର୍ଗାପୂଜାରେ ତିଥି କ୍ଷୟ ଯୋଗୁ ଶନିବାର…