ଆମ ଜିଲା ଖବର

କେନାଲକୁ ଖସିଲା ସ୍କୁଲ ଭ୍ୟାନ: ୧୧ ଛାତ୍ରୀଛାତ୍ର, ଡ୍ରାଇଭର ଆହତ

ନିମାପଡ଼ା, ୪।୧୧(ଡି.ଏନ୍‌.ଏ.): ପୁରୀ ଜିଲା ଚାରିଛକ ଫାଣ୍ଡି ଅନ୍ତର୍ଗତ ବାହାରେଣ ପଞ୍ଚାୟତ ଓଡ଼ଗୁଆଁ ଗ୍ରାମ ରାସ୍ତାକଡ଼ରେ ସୋମବାର ସକାଳେ ଏକ ସ୍କୁଲ ଭ୍ୟାନ୍‌ ୧୧ ଛାତ୍ରୀଛାତ୍ରଙ୍କୁ ନେଇ…

7 years ago

ଭଦ୍ରକ କଲେଜରେ ଛାତ୍ର ଅଶାନ୍ତି, କ୍ଲାସ ବର୍ଜନ କରି ଫାଟକ ସମ୍ମୁଖରେ ଧାରଣା

ଭଦ୍ରକ ଅଫିସ,୪।୧୧: ଭଦ୍ରକ କଲେଜରେ ଥିବା ବିଭିନ୍ନ ସମସ୍ୟା ପ୍ରତି ଦୀର୍ଘବର୍ଷ ଧରି ଅଣଦେଖା କରାଯାଉଥିବାରୁ ଛାତ୍ର ଅଶାନ୍ତି ଦେଖାଦେଇଛି। ଫଳରେ ଛାତ୍ରୀଛାତ୍ର କ୍ଲାସ ବର୍ଜନ କରି…

7 years ago

ମ୍ୟୁନିସିପାଲିଟି ଆବର୍ଜନାସ୍ଥଳରେ ମହାପ୍ରସାଦ

ପୁରୀ ଅଫିସ,୪।୧୧ : ପୁରୀ ମ୍ୟୁନିସପାଲିଟି ଆବର୍ଜନାସ୍ଥଳରେ ପଡିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦ। ରେଲେୱ ପର୍ଯ୍ୟଟନ ପରିସର ହବିଷିଆଳି ଶିବିରର ଏଭଳି ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ…

7 years ago

ଦୁର୍ଗାପୁର ଗ୍ରାମରେ ଶିଆଳ ଆତଙ୍କ: ୨ ଗୁରୁତର

ରସୁଲପୁର, ୪।୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ସୁଜନପୁର ପଞ୍ଚାୟତ ଦୁର୍ଗାପୁର ଗ୍ରାମ ବେହେରା ସାହିରେ ସୋମବାର ସକାଳେ ଶିଆଳ ଆତଙ୍କ ଦେଖାଦେଇଛି। ଏକ ବଣୁଆ ଶିଆଳ ଗାଁ ଭିତରକୁ…

7 years ago

ମନ୍ଦିର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ନୟାଗଡ଼ ଅଫିସ, ୪।୧୧: ନୟାଗଡ଼ ଜିଲା ଗଣିଆ ବ୍ଲକ ମଣିଚଦ୍ରା କଳାପଟା ମନ୍ଦିର ପରିସରରୁ ସୋମବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ…

7 years ago

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଛେଣ୍ଡିପଦା,୪।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଶିମିଳିପାଳ ପଞ୍ଚାୟତ ଅନ୍ତର୍ଗତ କାଠପାଳ ଗାଁରେ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ କାଠପାଳ…

7 years ago

‘ଶିକ୍ଷାର ମାନ ବଢ଼ିଲେ ଆସିବ ପରିବର୍ତ୍ତନ’ – ନିଆରା ବ୍ୟକ୍ତିତ୍ୱ ସନାତନ

ସିମୁଳିଆ, ୪ା୧୧(ସନ୍ତୋଷ କୁମାର ନାୟକ)- ଚାକିରି ଜୀବନରୁ ଅବସର ନେବା ପରେ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା,ଶିକ୍ଷାର ଗୁଣାତ୍ମକ ବିକାଶ ଓ ସମାଜସେବା ଭଳି ନାନା କାର୍ଯ୍ୟରେ ସେ ନିରନ୍ତର…

7 years ago

ଦିନକର କାହାଣୀ: ଆଇସ୍‌କ୍ରିମ୍‌ ବେପାରରେ ବେଶ୍‌ ଖୁସୀ

ଢେଙ୍କାନାଳ-ଯୋରନ୍ଦା ରାସ୍ତା ପାର୍ଶ୍ୱରେ ଏକ ଛୋଟିଆ ଗ୍ରାମରେ ରୁହନ୍ତି ମଣିଆ ଭୋଇ (୩୨)। ସ୍ତ୍ରୀ ମହରଗି ଏବଂ ୧୦ମ ପଢୁଆ ପୁଅ ମହେଶ୍ୱରଙ୍କୁ ନେଇ ତାଙ୍କ ପରିବାର।…

7 years ago

ଦଳର ସଂଗଠନକୁ ଦୃଢ଼ କରିବା ଲାଗି ଗୁରୁତ୍ୱ; ସହମତି ଭିତ୍ତିରେ ନିଆଯିବ କାର୍ଯ୍ୟପନ୍ଥା

ବାଲେଶ୍ୱର ଅଫିସ, ୪।୧୧- ବାଲେଶ୍ୱର ଆଇଟିଆଇ ସ୍ଥିତ ଏକ ଘରୋଇ ହୋଟେଲ୍‌ ସମ୍ମିଳନୀ କକ୍ଷରେ ରବିବାର ଜିଲା ଭାଜପା ପକ୍ଷରୁ ସାଙ୍ଗଠନିକ ନିର୍ବାଚନ ନେଇ ଏକ ଗୁରୁତ୍ୱପୂର୍ଣ୍ଣ…

7 years ago

ଭାଲୁ ଆକ୍ରମଣରେ ଛେଳି ଚରାଳି ଗୁରୁତର

ଉଦଳା,୪ା୧୧(ଡି.ଏନ୍‌.ଏ.)- ଭାଲୁ ଆକ୍ରମଣରେ ଜଣେ ଛେଳି ଚରାଳି ଗୁରୁତର ଆହତ ହୋଇଛନ୍ତି। ଆହତ ଜଣକ ହେଲେ ଉଦଳା ବ୍ଲକ ଖଲାଡି ପଞ୍ଚାୟତ ଅଧୀନ ଶିରିପୁର ଗ୍ରାମର ପ୍ରଭାକର…

7 years ago