ଆମ ଜିଲା ଖବର

ପୂଜାପାଠ ଆଳରେ ମହିଳାଙ୍କୁ ମଶାଣିକୁ ନେଇ ଅସଦାଚରଣ: ଛେଚା ଖାଇ ଗିରଫ ହେଲେ ଭଣ୍ଡବାବା

ବାସୁଦେବପୁର, ୪।୧୧ (ଡି.ଏନ.ଏ.) - ଜଣେ ଭଣ୍ଡବାବା ଶନିବାର ନିଶାର୍ଦ୍ଧରେ ଜଣେ ନିଃସନ୍ତାନ ମହିଳାଙ୍କୁ ମଶାଣିକୁ ନେଇ ପୂଜାପାଠ କରିବା ଆଳରେ ତାଙ୍କୁ ଅସଦାଚରଣ କରିବା ଭଳି…

7 years ago

ଧିମେଇଛି ଆବାସ ଯୋଜନା: ସମ୍ପୂର୍ଣ୍ଣ ହୋଇପାରିନି ଶତାଧିକ ଘର

ବଅଁରପାଳ,୪।୧୧ (ଡି.ଏନ୍‌.ଏ) ଅନୁଗୋଳ ଜିଲା ବଅଁରପାଳ ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟାଦେଶ ପାଇଥିବା ଅନେକ ହିତାଧିକାରୀଙ୍କ ଘର କାମ ସମ୍ପୂର୍ଣ୍ଣ ହୋଇ ନ ପାରି ଅଧପନ୍ତରିଆ…

7 years ago

ଉଦଳାରେ ଡେଙ୍ଗୁ ରୋଗୀ ଚିହ୍ନଟ

ଉଦଳା,୪ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଞ୍ଚଳରେ ଜଣେଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ରୋଗୀ ଜଣକ ଏବେ ବାରିପଦା ପିଆରଏମ୍‌ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି…

7 years ago

ଓକିଲଙ୍କ ଘରୁ ଡକାୟତି : ନେଇଗଲେ ୫୦ ହଜାର ଟଙ୍କା ସମେତ ସୁନାଗହଣା

ଅନୁଗୋଳ ଅଫିସ,୪।୧୧: ନାଲକୋ ଥାନା କୁଲାଡ଼ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ବଡ଼ଧରଣର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଓକିଲ ବିଭୂତି ଭୂଷଣ ପଟ୍ଟନାୟକଙ୍କ ଘରେ ପଶି…

7 years ago

ଶ୍ରୀତମ୍‌ଙ୍କୁ ଅନ୍ତର୍ଜାତୀୟ ଫଟୋଗ୍ରାଫି ଆୱାର୍ଡ

ବାଲେଶ୍ୱର ଅଫିସ, ୪।୧୧-ସ୍ମାର୍ଟଫୋନରେ ଫଟୋ ଉଠାଇ ଚର୍ଚ୍ଚାକୁ ଆସିଥିବା ବାଲେଶ୍ୱର ଜିଲା ଶୋଭାରାମ୍‌ପୁର ଅଞ୍ଚଳର ଶ୍ରୀତମ୍‌ କୁମାର ସେଠୀ ଚଳିତବର୍ଷ ଅନ୍ତର୍ଜାତୀୟ ଫଟୋଗ୍ରାଫି ଆୱାର୍ଡ଼ ପାଇପାରିଛନ୍ତି। ବନ୍ୟଜନ୍ତୁ…

7 years ago

ମଦ ଛଡ଼ାଇ ଆଣି ପୋଡ଼ିଲେ ଉତ୍ତ୍ୟକ୍ତ ମହିଳା

ହାତୀଓଟ,୪ା୧୧: ପୋଲସରା ବ୍ଲକ ମନ୍ଦାର ଗ୍ରାମପଞ୍ଚାୟତର ମାଳତିବାଡ଼ିରେ ମଦ ବିକ୍ରିକୁ ବନ୍ଦ କରିବା ପାଇଁ ଗତ ଗୁରୁବାର ଗ୍ରାମର ୧୦ଟି ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ କହିଥିଲେ।…

7 years ago

‘ଇଂଲିଶ୍‌ ପଛରେ ଗୋଡ଼ାଇବା ମାନସିକତା ବଦଳୁ’

ବ୍ରହ୍ମପୁର ଅଫିସ୍‌,୪ା୧୧-ଅନେକ ବର୍ଷ ପର୍ଯ୍ୟନ୍ତ ଆମକୁ ଶାସନ କରିବା ପରେ ଇଂରେଜମାନେ ନିଜ ଦେଶକୁ ଫେରିଗଲେ । କିନ୍ତୁ ତାଙ୍କ ଭାଷାର ଗଭୀର ଛାପ ଆମ ଶିକ୍ଷା,…

7 years ago

ଜନ୍ମ ନେଲେଣି କମ୍‌ ଓଜନର ୪,୧୧୫ ଶିଶୁ

ଛତ୍ରପୁର,୪ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଚଳିତବର୍ଷ ସେପ୍ଟେମ୍ବର ସୁଦ୍ଧା କମ୍‌ ଓଜନର ୪,୧୧୫ ଶିଶୁ ଜନ୍ମ ହେଲେଣି। ଯେଉଁମାନଙ୍କ ଓଜନ ୨.୫ କି.ଗ୍ରାଠାରୁ କମ୍‌ ରହିଛି। ଜିଲାରେ ମୋଟ ନବଜାତ…

7 years ago

ମହିଳାଙ୍କୁ ବଳାତ୍କାର ଅଭିଯୋଗ,ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୪ା୧୧(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ମହିଳାଙ୍କ ଏତଲା କ୍ରମେ ଆଇଆଇସି ବସନ୍ତ କୁମାର ସେଠୀ ନଂ. ୨୨୦/୧୯ ଦଫା ୩୭୬…

7 years ago

ପୋଡ଼ି ହୋଇ ମହିଳା ଗୁରୁତର; ଯୌତୁକ ନିର୍ଯାତନା ଅଭିଯୋଗ: ସ୍ବାମୀ, ଶାଶୁ ଗିରଫ

ଆସିକା,୪ା୧୧(ଡି.ଏନ୍‌.ଏ.)-ଆସିକା ଥାନା ଦେବଭୂମୀ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳା ପୋଡି ହୋଇ ଗୁରୁତର ହୋଇଥିଲେ। ସେହେଲେ ସେହି ଗ୍ରାମର ଟୁକୁନା ଚୌଧୁରୀଙ୍କ ସ୍ତ୍ରୀ ମାମାଲି। ବ୍ରହ୍ମପୁର…

7 years ago