ଆମ ଜିଲା ଖବର

ଡାକ୍ତରଙ୍କ ବଦଳି ବାତିଲ ଦାବିରେ ବିକ୍ଷୋଭ

ବଇଣ୍ଡା, ୨୬ା୯(ଡି.ଏନ.ଏ.) - କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଚିତ୍ତରଞ୍ଜନ ସାହୁଙ୍କୁ ବୁଧବାର ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଠାକୁରଗଡ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ସପ୍ତାହକୁ ୩ ଦିନ…

7 years ago

ମହାବିଦ୍ୟାଳୟ ପରିସରରେ ଅର୍ଦ୍ଧନିର୍ମିତ ସୁଇମିଂ ପୁଲ୍‌: ନାହିଁ ସୁରକ୍ଷା ପ୍ରାଚୀର

ନିରାକାରପୁର,୨୬ା୯(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ସର୍ବପୁରାତନ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟ ପରିସରରେ ଦୀର୍ଘଦିନ ହେଲା ଏକ ସୁଇମିଂପୁଲ୍‌ ଅର୍ଦ୍ଧନିର୍ମିତ ଅବସ୍ଥାରେ ରହିଛି। ବର୍ଷା ପାଣି…

7 years ago

ଜଗନ୍ନାଥ ଟ୍ରକ୍‌ ଓନର ଆସୋସିଏଶନ୍‌ର ଖବରଦାତା ସମ୍ମିଳନୀ: ସ୍ଥାନୀୟ ଲୋକଙ୍କୁ ହତାଦର ଅଭିଯୋଗ

ଅନୁଗୋଳ ଅଫିସ, ୨୬।୯ - ଅନୁଗୋଳ ଓ ତାଳଚେର ଅଞ୍ଚଳର ଜଗନ୍ନାଥ ଟ୍ରକ୍‌ ଓନର ଆସୋସିଏଶନ୍‌ କର୍ମକର୍ତ୍ତାମାନେ ଲୋଡିଂ ବ୍ୟବସ୍ଥାକୁ ନେଇ ଖୁସି ନୁହନ୍ତି। ତାଳଚେର ବିଧାୟକ…

7 years ago

ସ୍ବଚ୍ଛ ସାଥୀ ଚୟନରେ ଅନିୟମିତତା: ଆବେଦନକାରୀଙ୍କୁ ଅଣଦେଖା

ରଣପୁର,୨୬ା୯(ସ୍ବ.ପ୍ର.): ରଣପୁର ଏନ୍‌ଏସିରେ ସ୍ବଚ୍ଛ ସାଥୀ ଚୟନରେ ଅନିୟମିତତା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଏଥିରେ ଆବେଦନକାରୀଙ୍କୁ ଅଣଦେଖା କରାଯାଇ ଅଣଆବେଦନକାରୀଙ୍କୁ ଅନୁକମ୍ପା ଦେଖାଇ ନିଯୁକ୍ତି…

7 years ago

ଫୁଲବାଣୀ ୟୁନାଇଟେଡ୍‌ ବ୍ୟାଙ୍କ ଋଣ ଜାଲିଆତି : ଗିରଫ ଶାଖା ପରିଚାଳିକା ନିଲମ୍ବିତ

ଫୁଲବାଣୀ ଅଫିସ, ୨୬ା୯- ଚାଷୀଙ୍କୁ କିଷାନ କ୍ରେଡିଟ କାର୍ଡ(କେସିସି) ଋଣ ପ୍ରଦାନରେ ଜାଲିଆତି ଘଟଣାରେ ୟୁନାଇଟେଡ୍‌ ବ୍ୟାଙ୍କ ଫୁଲବାଣୀ ଶାଖା ପରିଚାଳିକା ସାଗରିକା ନାୟକ ମଙ୍ଗଳବାର ଜେଲ…

7 years ago

୧୬ନଂ. ଜାତୀୟ ରାଜପଥର ବାଇପାସ୍‌ ରୋଡ୍‌: ବାରମ୍ବାର ଆନ୍ଦୋଳନ ପରେ ନିର୍ମାଣ ଚାଲିଛି ୬ଲେନ ରାସ୍ତା

ରଣପୁର,୨୬।୯(ସ୍ବ.ପ୍ର.): କୋଲକତା-ଚେନ୍ନାଇ ୧୬ନଂ. ଜାତୀୟ ରାଜପଥର ନୟାଗଡ଼ ଜିଲା ଚାନ୍ଦପୁରଠାରେ ବାଇପାସ୍‌ ନିର୍ମାଣ ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ବାରମ୍ବାର ଦାବି, ଆପତ୍ତି, ଅଭିଯୋଗ ଓ ଆନ୍ଦୋଳନ ପରେ…

7 years ago

ତିବ୍ବତୀୟଙ୍କୁ ଦୀର୍ଘ ମିଆଦୀ ଜମି ଲିଜ୍‌ଦେଲେ ଆନ୍ଦୋଳନ

ଚନ୍ଦ୍ରଗିରି,୨୬ା୯(ଡି.ଏନ.ଏ.)-ଗଜପତି ଜିଲା ମୋହନା ଓ ଆର.ଉଦୟଗିରି ତହସିଲ ଅନ୍ତର୍ଗତ ପାଞ୍ଚଟି ପଞ୍ଚାୟତର ବିଭିନ୍ନ ସ୍ଥାନରେ ୬୦ବର୍ଷରୁ ଉର୍ଦ୍ଧ୍ୱ ହେଲା ତିବ୍ବତୀୟମାନେ ଶରଣାର୍ଥୀଭାବେ ରହୁଛନ୍ତି। ସରକାରଙ୍କ ନିୟମ ଅନୁଯାୟୀ…

7 years ago

ବର୍ଷା ବିତ୍ପାତ : ସ୍କୁଲ ଛୁଟି ; ବିଳମ୍ବ ନିଷ୍ପତ୍ତି ଯୋଗୁ ହଇରାଣ

ବ୍ରହ୍ମପୁର ଅଫିସ୍‌,୨୬ା୯-ଓଡ଼ିଶା ଉପକୂଳରେ ସୃଷ୍ଟ ପୂର୍ଣ୍ଣିବଳୟ ପ୍ରଭାବରେ ଗତ ୩ ଦିନ ହେଲା ବର୍ଷା ଲାଗି ରହିଛି । ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗଞ୍ଜାମ ଜିଲାର…

7 years ago

ନିଶାସକ୍ତ ଚାଳକଙ୍କ ମଧ୍ୟରେ କୋକୁଆ ଭୟ

ବ୍ରହ୍ମପୁର ଅଫିସ,୨୬ା୯-ନୂଆ ଟ୍ରାଫିକ ନିୟମ ଲାଗୁ ହେବା ପରେ ଚାରିଆଡେ ଚେକିଂ କରାଯାଉଛି। ଅନ୍ୟପଟେ ରାଜପଥରେ ନିଶାସକ୍ତ ଗାଡି ଚାଳକଙ୍କୁ ସାବାଡ଼ କରିବା ପାଇଁ ପୋଲିସ ଧରପଗଡ…

7 years ago

ମହିଳାଙ୍କୁ ନିର୍ଯାତନା,ବଳାତ୍କାର ଅଭିଯୋଗ: ସ୍ବାମୀ, ଦିଅର ଗଲେ ଜେଲ

ଜଗନ୍ନାଥପ୍ରସାଦ,୨୬ା୯(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ନିର୍ଯାତନା ଓ ବଳାତ୍କାର ଅଭିଯୋଗରେ ମଙ୍ଗଳବାର ପୋଲିସ ସ୍ବାମୀ, ଦିଅରଙ୍କୁ କୋର୍ଟ ଚାଲାଣ କରିଛି। ଗିରଫ ଦିଅର ହେଲେ ବାପୁଜୀ…

7 years ago