ଆମ ଜିଲା ଖବର

ଲାଞ୍ଚ ନେଇ କ୍ୟାସିୟର ଗିରଫ

ବାରିପଦା ଅଫିସ,୨୫।୯: ମୟୂରଭଞ୍ଜ ଜିଲା ବାରିପଦା ଗ୍ରାମ୍ୟ ଉନ୍ନୟନ ବିଭାଜନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କ୍ୟାସିୟର ଅଜୟ କୁମାର ସେଜପଡା ବୁଧବାର ଲାଞ୍ଚ ନେଉଥିବା ବେଳେ…

7 years ago

ଝିଣ୍ଟିକାପଲ୍ଲୀରେ ବାର୍‌ହା ଆକ୍ରମଣରେ ୫ ଆହତ

ଖୋର୍ଦ୍ଧା ଅଫିସ,୨୫ା୯: ଖୋର୍ଦ୍ଧା ଜିଲା ବାଣପୁର ଥାନା ଝିଣ୍ଟିକାପଲ୍ଲୀ ଗଁ। ର ଏକ ନଡ଼ିଆ ବଗିଚାରେ ବୁଧବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ବାର୍‌ହା ଆକ୍ରମଣରେ ୫ ଜଣ…

7 years ago

ରେତଙ୍ଗ ଷ୍ଟେଶନର ମୁଖ୍ୟ ରାସ୍ତା ଜଳମଗ୍ନ

ଯାଁଳା, ୨୫। ୯(ଡି.ଏନ.ଏ.): ଖୋର୍ଦ୍ଧା- ଭୁବନେଶ୍ୱର ଜାତୀୟ ରାଜପଥ ନଂ. ୧୬ର ଯାଁଳାଠାରୁ ରେତଙ୍ଗ ରେଳ ଷ୍ଟେଶନକୁ ଯାଇଥିବା ମୁଖ୍ୟ ରାସ୍ତାଟି ଲଗାଣ ବର୍ଷା ଯୋଗୁ ଜଳମଗ୍ନ…

7 years ago

ଆଣ୍ଠୁଏ ପାଣିରେ ପଶି ସ୍କୁଲ ଯାଉଛନ୍ତି କୁନିକୁନି ପିଲା

କେନ୍ଦୁଝର, ୨୫।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଗ୍ରାମାଞ୍ଚଳରେ ରାସ୍ତାଘାଟ ସମସ୍ୟା ଯୋଗୁ କୁନିକୁନି ପିଲା ପାଣିରେ ପଶି ବିପଦପୂର୍ଣ୍ଣ ଅବସ୍ଥାରେ ସ୍କୁଲ ଯିବାଆସିବା କରୁଥିବା ଦେଖିବାକୁ ମିଳୁଛି। ତେବେ…

7 years ago

କୁଶକିଳା ହତ୍ୟାକାଣ୍ଡ ଘଟଣା: ଅଭିଯୁକ୍ତ ଝସକେତନ ଦୋଷୀ ସାବ୍ୟସ୍ତ, ଗୁରୁବାର ପ୍ରକାଶ ପାଇବ ଚୂଡ଼ାନ୍ତ ରାୟ

ଅନୁଗୋଳ ଅଫିସ, ୨୫।୯: ଅନୁଗୋଳ ଜିଲା କୁଶକିଳାରେ ଘଟିଥିବା ବହୁଚର୍ଚ୍ଚିତ ଦୁଇଭାଇ ହତ୍ୟାକାଣ୍ଡ ଘଟଣାର ରାୟ ବୁଧବାର ପ୍ରକାଶ ପାଇଛି। ଅନୁଗୋଳ ଜିଲା ଓ ଦୈରାଜଜ୍‌ ଅଶାନ୍ତ…

7 years ago

ଭିଜିଲାନ୍ସ ଜାଲରେ ଜେଇ

ଭବାନୀପାଟଣା,୨୫।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସର୍ବଶିକ୍ଷା ଅଭିଯାନ ଅଫିସରେ କାର୍ଯ୍ୟରତ ଜେଇ ଅଭୟ ପତିଙ୍କ ଘରେ ବୁଧବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି…

7 years ago

ଲଗାଣ ବର୍ଷା : ଜନଜୀବନ ଅସ୍ତବ୍ୟସ୍ତ

ଆନନ୍ଦପୁର,୨୫।୯(ସ୍ବ.ପ୍ର.) : ଲଘୁଚାପ ପ୍ରଭାବରେ ଦୁଇଦିନ ଧରି କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳରେ ଝିପିଝିପି ବର୍ଷା ଲାଗିରହିଛି। ମଝିରେ ମଝିରେ ପ୍ରବଳ ବର୍ଷା ମଧ୍ୟ ହେଉଛି। ଏହାର…

7 years ago

ପୋଖରୀରେ ବୁଡ଼ି ଶିଶୁକନ୍ୟାର ମୃତ୍ୟୁ

ଢେଙ୍କିକୋଟ,୨୫।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ମନହରପୁର ପଞ୍ଚାୟତ କଟରାବେଡା ଚତୁରି ସାହିରେ ବୁଧବାର ପୂର୍ବାହ୍ନରେ ପୋଖରୀରେ ବୁଡି ଜଣେ ଶିଶୁକନ୍ୟାର ମୃତ୍ୟୁ ଘଟିଛି। ସେ…

7 years ago

କାନ୍ଥ ପଡ଼ି ଯୁବକ ଗୁରୁତର : ଚିକିତ୍ସାଳୟରେ ଭର୍ତ୍ତି

ଆନନ୍ଦପୁର,୨୫।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ୧୩ ନଂ. ଓ୍ବାର୍ଡ ଜଅଁରା ଗ୍ରାମରେ କାନ୍ଥ ପଡ଼ି ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଆନନ୍ଦପୁର ଅଗ୍ନିଶମ କର୍ମଚାରୀଙ୍କ…

7 years ago

ସ୍କୁଟିକୁ ଧକ୍କାଦେଲା ବୋଲେରୋ: ୩ ଗୁରୁତର

ରାଇସୁଆଁ,୨୫।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ରାଇସୁଆଁ ଓଭରବ୍ରିଜ୍‌ ନିକଟରେ ବୁଧବାର ମଧ୍ୟାହ୍ନରେ ବୋଲେରୋ ଏକ ସ୍କୁଟିକୁ ଧକ୍କା ଦେବା ଫଳରେ ୩ ଜଣ ଗୁରୁତର…

7 years ago