ରାହାମା,୬।୧ (ଡି.ଏନ୍.ଏ.): ରାହାମା ନିୟନ୍ତ୍ରିତ ବଜାର କମିଟି (ଆର୍ଏମ୍ସି) ନାନା ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ପରିଚାଳନାଗତ ତ୍ରୁଟି ଯୋଗୁ ନାନା ଅସୁବିଧା ସୃଷ୍ଟି ହେଉଥିବା ଅଭିଯୋଗ…
ନାଉଗାଁ,୬।୧ (ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ପୋଡ଼ାହେଉଛି। ସରକାରୀ ନିୟମକୁ ବେଖାତିର କରି ବ୍ୟବସାୟୀମାନେ ସ୍କୁଲ ଓ ଜନଗହଳି ସ୍ଥାନ…
ଦାରିଙ୍ଗବାଡି,୬।୧(ଡି.ଏନ୍.ଏ.)-ଦାରିଙ୍ଗବାଡିଠାରେ ଥିବା ରାପଡା ବାଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ହଷ୍ଟେଲରୁ ଜଣେ ନବମ ଶ୍ରେଣୀ ଛାତ୍ରୀ ଶୁକ୍ରବାର ବିଳମ୍ବିତରାତି ଠାରୁ…
ବନ୍ତଳା, ୫।୧(ଡି.ଏନ.ଏ.)-ଅନୁଗୋଳ ବନଖଣ୍ଡ ପୁପୁଣ୍ଡା ସେକ୍ସନ ବିଟ୍ ଅଧୀନ ବୃନ୍ଦାବନପୁର ଗ୍ରାମରୁ ରବିବାର ସକାଳେ ଏକ ମାଖନ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ମୃତହାତୀର ଆନୁମାନିକ ବୟସ…
ବଇଣ୍ଡା, ୫।୧(ଡି.ଏନ.ଏ.)-ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଆମ୍ବଶରମୁଣ୍ଡା ଗ୍ରାମରେ ରବିବାର ଅନୁଷ୍ଠିତ ଶ୍ରୀ ଜଂଘା ବଡ଼ଦେଓଙ୍କ ବାର୍ଷିକ ପୂଜା ଉତ୍ସବରେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କ…
ଆର.ଉଦୟଗିରି ,୫ା୧(ଡି.ଏନ.ଏ.)-ଆର.ଉଦୟଗିରି ଥାନାର ଅବକାରୀ ଓ ପୋଲିସ ବିଭାଗ ପକ୍ଷରୁ ଶନିବାର ପୁଣି ବିପୁଳ ମରିମାଣର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଗଜପତି ଜିଲାପାଳ ଅନୁପମ ସାହା…
କପ୍ତିପଦା,୫ା୧(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଅଧୀନ ପିଙ୍ଗୁ ଗ୍ରାମର ଏକ ପରିତ୍ୟକ୍ତ କୂଅ ମଧ୍ୟରୁ ଗୋଟିଏ ଭାଲୁକୁ ଉଦ୍ଧାର କରାଯାଇଛି। ଜଙ୍ଗଲରୁ ଚାଲି ଆସିଥିବା ଭାଲୁଟି…
ବାଲିଆପାଳ,୫।୧(ସ୍ବ.ପ୍ର.)- ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଦାନନ୍ଦପୁର ପଞ୍ଚାୟତ ଟିକରପଡ଼ା ଗ୍ରାମର ପାର୍ଥ ସାରଥି ସାହୁଙ୍କ ଝିଅ ପ୍ରଜ୍ଞା ପ୍ରଶାନ୍ତି ସାହୁ ମାଙ୍ଗାଲୋର ଠାରେ ଅନୁଷ୍ଠିତ ୮୦ତମ…
ବାଲେଶ୍ୱର ଅଫିସ,୫।୧-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ନୂଆପାଢ଼ୀ ସ୍ଥିତ ନୂତନ ପରିସରରେ ସ୍ନାତକୋତ୍ତର ପରିଷଦ ତରଫରୁ ସ୍ବଦେଶୀ ପ୍ରଜାତିର ଖାଦ୍ୟଶସ୍ୟ, ପନିପରିବାର ଉପାଦେୟତା ଏବଂ ଏହାର ସଂରକ୍ଷଣ ଜନିତ…
କଟକ ଅଫିସ, ୫।୧: କଟକର ପୁରୀଘାଟ ଥାନା ଅନ୍ତର୍ଗତ ତେଲେଙ୍ଗା ବଜାରରେ ଥିବା ରଘୁନାଥଜୀଉ ସପ୍ଲାୟର୍ସରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଥିବା ପ୍ରାୟ ୪୦ରୁ…