ଆମ ଜିଲା ଖବର

ଚାଷୀଙ୍କୁ ସ୍ବାବଲମ୍ବୀ କରୁଛି ‘ମୋ ମାଛ ପୋଖରୀ’

ବାସୁଦେବପୁର, ୨୩।୯ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ। ମାଛ ଚାଷ ଓ ଉପତ୍ାଦନ କ୍ଷେତ୍ରରେ ଏହି ବ୍ଲକ ଅଞ୍ଚଳରେ ଆବଶ୍ୟକ ଭିତ୍ତିଭୂମି…

7 years ago

ମଧ୍ୟାହ୍ନଭୋଜନ ଖାଇ ୨୦ ଛାତ୍ରୀ ଅସୁସ୍ଥ

ଠାକୁରମୁଣ୍ଡା,୨୩ା୯(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ ଅନ୍ତର୍ଗତ ଘୋଷଦା ଗ୍ରାମରେ ଥିବା ମା’ ଅମ୍ବିକା ଏଲ.ଏମ.ବାଳିକା ଉଚ୍ଚ ବିଦ୍ୟାଳୟରେ ରବିବାର ମଧ୍ୟାହ୍ନଭୋଜନ ଖାଇ ୨୦ ଛାତ୍ରୀ ଅସୁସ୍ଥ…

7 years ago

ବିଦ୍ୟୁତ୍‌ ଆଘାତରେ ଯୁବକ ଗୁରୁତର : ଟ୍ରାନ୍ସଫର୍ମର ସ୍ଥାନାନ୍ତର ଦାବି

ଖଣ୍ଡପଡ଼ା,୨୩ା୯(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ କିଆଝର ପଞ୍ଚାୟତ ଗିରିଡିପଲ୍ଲୀଠାରେ ରବିବାର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଯୁବକ ଗୁରୁତର ହୋଇଥିଲେ। ସେ ହେଲେ ସୁକାନ୍ତ ପ୍ରଧାନ।…

7 years ago

ସୂର୍ଯ୍ୟନାରାୟଣଙ୍କ ରଥଯାତ୍ରା ପାଇଁ ଦଶପଲ୍ଲାରୁ ଗଲା କାଠ

ନୟାଗଡ଼ ଅଫିସ,୨୩ା୯-କୋଣାର୍କ ସୂର୍ଯ୍ୟ ମନ୍ଦିରରେ ହେବାକୁ ଥିବା ସୂର୍ଯ୍ୟନାରାୟଣ ରଥଯାତ୍ରା ପାଇଁ ରବିବାର ଦଶପଲ୍ଲା ବନ ନିଗମରୁ କାଠ ପଠାଯାଇଛି। ସୌର ବାହ୍ମଣ ପରିଷଦ ଓଡ଼ିଶା ସଭାପତି…

7 years ago

ଆଗ ଭଳି ମିଳୁନି ଇଲିଶି

ରୂପ୍‌ସା, ୨୩।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ନଦୀ ମୁହାଣରୁ ଧରାଯାଉଥିବା ଇଲିଶି ମାଛର ସ୍ବତନ୍ତ୍ର ଚାହିଦା ରହିଛି। ମତ୍ସ୍ୟଜୀବୀମାନେ ବହୁ ସଂଖ୍ୟାରେ ଇଲିଶି…

7 years ago

ଗ୍ରାମବାସୀଙ୍କ ଦ୍ୱାରା ହରିଣ ଛୁଆ ଉଦ୍ଧାର

ଓଡ଼ଗାଁ, ୨୩।୯(ସ୍ବ.ପ୍ର.)-ଜଙ୍ଗଲ କ୍ଷୟ କାରଣରୁ ବନ୍ୟପ୍ରାଣୀ ଜନବସତି ମୁହାଁ ହେଉଛନ୍ତି। ସେମାନଙ୍କୁ କେତେକ ଖଳପ୍ରକୃତିର ଲୋକ ଶିକାର କରୁଥିବା ବହୁ ନଜିର ରହିଛି ା ଏପରିସ୍ଥଳେ ନୟାଗଡ…

7 years ago

କ୍ରିଟିକାଲ ଏରିଆ’ ଘୋଷିତ ହେବାକୁ ଯାଉଛି ପାରାଦୀପ: ବନ୍ଦ ହେବ ନୂତନ ଶିଳ୍ପାୟନ ବାଟ

ପାରାଦୀପ,୨୩ା୯(ସ୍ବ.ପ୍ର.): ବେଳ ଥାଉ ଥାଉ କେହି ଦୃଷ୍ଟି ଦେଲେନି। ଏବେ ନେଡିଗୁଡ କହୁଣୀକୁ ବହିଗଲାଣି। ବନ୍ଦର ଭିତ୍ତିକ ଶିଳ୍ପ ନଗରୀ ପାରାଦୀପରେ ସୃଷ୍ଟି ହୋଇଛି ଏଭଳି ଅବସ୍ଥା।…

7 years ago

ବ୍ରାଉନ୍‌ସୁଗାର ମାଫିଆ ରାଜାଙ୍କ ଘର ଉପରେ ଚଢ଼ାଉ: ଦୁଇଟି ଦାମୀ ଗାଡ଼ି, ୬୦ ହଜାର ଟଙ୍କା ଜବତ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୨୩।୯-ବ୍ରାଉନ୍‌ସୁଗାର ମାଫିଆ ସେକ୍‌ ରାଜାଙ୍କୁ ଏସ୍‌ଟିଏଫ୍‌ ୭ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରିବା ପରେ ବହୁ ତଥ୍ୟ ଏସ୍‌ଟିଏଫ ହାତରେ ଲାଗିଛି। ତାଙ୍କ…

7 years ago

ନିର୍ମାଣାଧୀନ କୋଠାରୁ ମିଳିଲା ଝୁଲନ୍ତା ମୃତଦେହ

ଭଦ୍ରକ ଅଫିସ, ୨୨।୯- ଭଦ୍ରକ ଜିଲା ବନ୍ତ ଛକ ନିକଟ ଏକ ନିର୍ମାଣାଧୀନ କୋଠାର ୩ ମହଲାରୁ ରବିବାର ଅପରାହ୍ନରେ ଜଣେ ଅଚିହ୍ନା ଯୁବକଙ୍କ ଝୁଲନ୍ତା ଗଳିତ…

7 years ago

ସମବାୟ ସଭାପତିଙ୍କ ହତ୍ୟାକାରୀକୁ ଗିରଫ ଦାବି

ଅମରପାଲି, ୨୨।୯ (ଡି.ଏନ.ଏ.):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ସେବା ସମବାୟ ସଭାପତି ପ୍ରଦୀପ ବିଶ୍ୱାଳଙ୍କ ହତ୍ୟା ଘଟଣାକୁ ଚାରିଦିନ ବିତିଲାଣି। ହେଲେ ହତ୍ୟାକାରୀଙ୍କୁ ଗିରଫ କରି…

7 years ago