ଆମ ଜିଲା ଖବର

ସରକାରୀ ସାହାଯ୍‌ ଆଶ୍‌ରେ ବୁନାକାର ପରିବାର

ଲାଠୋର, ୨୯ା୧୦ (ଡି.ଏନ୍‌.ଏ.)- ସରକାର ବୁନାକାର ପରିବାରମାନକୁ ଅନେକ ସୁବିଧା ସୁଯୋଗ ଯୁଗେଇ ଦେଉଛନ୍‌। ସେନ୍‌ତା ଭିନେ ଭିନେ ଗଁାଗଁଲିରେ ଥିବାର ବୁନାକାରମାନକୁ ପ୍ରଶିକ୍ଷକମାନକର ଜରିଆରେ ବୁନବାର…

7 years ago

ବସ୍‌ ଧକ୍କାରେ ଗୋରୁ ମୃତ, ଆଇଟିଆଇ ଛାତ୍ର ଆହତ, ଉତ୍ୟକ୍ତ ଛାତ୍ରଙ୍କ ରାସ୍ତାରୋକୋ

ହିଞ୍ଜିଳିକାଟୁ, ୨୮।୧୦(ଡି.ଏନ୍‌.ଏ)-ପୋଚିଲିମା ଛକ ନିକଟ ଜାତୀୟ ରାଜପଥରେ ସୋମବାର ସନ୍ଧ୍ୟାରେ ଏକ ବସ୍‌ ଧକ୍କା ଦେବାରୁ ଗୋଟିଏ ଗୋରୁର ମୃତ୍ୟୁ ଘଟିଥିବା ବେଳେ ଜଣେ ଆଇଟିଆଇ ଛାତ୍ର…

7 years ago

ଶିକ୍ଷୟିତ୍ରୀଙ୍କ ସାବୁନରେ ବାସନ ମାଜିବାରୁ ଛାତ୍ରଙ୍କୁ ମାଡ଼

ପାପଡାହାଣ୍ଡି,୨୮।୧୦(ଡି.ଏନ.ଏ)- ଶିକ୍ଷୟିତ୍ରୀଙ୍କ ବାସନମଜା ସାବୁନରେ କେତେ ଜଣ ଛାତ୍ର ନିଜ ବାସନ ମାଜି ଦେଇଥିଲେ। ଏହାକୁ ନେଇ ଶିକ୍ଷୟିତ୍ରୀ ରାଗିଯାଇ ଛାତ୍ରମାନଙ୍କୁ ମାଡ ମାରିଥିଲେ। ଶିକ୍ଷୟିତ୍ରୀଙ୍କ ମାଡରେ…

7 years ago

ଦୋଳାରେ ୪ କିମି ବୁହାହୋଇ ଡାକ୍ତରଖାନା ଗଲେ ବଜ୍ରପାତରେ ଆହତ ୨ ନାବାଳକ

ଦଶମନ୍ତପୁର,୨୮ା୧୦(ଡି.ଏନ୍‌.ଏ.): ଦଶମନ୍ତପୁର ବ୍ଲକ ଚ଼ଣାବାଡ଼ ପଞ୍ଚାୟତ ସଲପଗୁଡ଼ା ଗ୍ରାମରେ ରବିବାର ଗାଇ ଚରାଇବାକୁ ଯାଇଥିବା ବେଳେ ବଜ୍ରପାତର ଶିକାର ହୋଇଛନ୍ତି ଦୁଇ ଜଣ ନାବାଳକ। ସେମାନେ ହେଲେ…

7 years ago

ବାଣଫୁଟାକୁ ନେଇ ଗୋଷ୍ଠୀ ସଂଘର୍ଷ

ଜୟପୁର,୨୮ା୧୦(ନି.ପ୍ର.): ଜୟପୁରରେ ବାଣଫୁଟାକୁ କେନ୍ଦ୍ରକରି ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ରବିବାର ଦୀପାବଳୀ ରାତିରେ ବାଣଫୁଟା ଚାଲିଥିବା ବେଳେ ବିଜୁ ନଗର ଓ ଖ୍ରୀଷ୍ଟିଆନ ସାହି…

7 years ago

ବୋଲେରୋ ଲୁଟି ନେବାବେଳେ ଦୁର୍ଘଟଣା: ପଥଚାରୀ ବାପା, ଝିଅ, ପୁଅଙ୍କ ଜୀବନ ଗଲା

ଯୋଡା, ୨୮।୧୦(ଡି.ଏନ.ଏ.)-ଏକ ବୋଲେରୋ ଲୁଟ୍‌ କରି ଫେରାର ହୋଇଯିବା ବେଳେ ଚାଳକ ଭାରସାମ୍ୟ ହରାଇବାରୁ ରାସ୍ତାରେ ଯାଉଥିବା ଲୋକଙ୍କ ଉପରେ ଏହା ମାଡ଼ି ଯାଇଥିଲା। ଫଳରେ ଗୋଟିଏ…

7 years ago

ଦମ୍ପତିଙ୍କୁ ଯବାନଙ୍କ ମାଡ଼ ଅଭିଯୋଗ

ଫୁଲବାଣୀ ଅଫିସ, ୨୮ା୧୦-କୌଣସି କାରଣ ନ ଜଣାଇ ସିଆର୍‌ପିଏଫର ଯବାନ କୋଟଗଡ ବ୍ଲକ ସୁବର୍ଣ୍ଣଗିରି ପଞ୍ଚାୟତ ବଣ୍ଡିଗୁଡା ଗ୍ରାମର ଏକ ଦମ୍ପତିଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଛି।…

7 years ago

ଦୀପାବଳିରେ ଦୁର୍ଘଟଣା: ବାଣ ଫୁଟା ନେଲା ୨ ଜଣଙ୍କ ଜୀବନ

ଖଲ୍ଲିକୋଟ,୨୮ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଶ୍ୟାମସୁନ୍ଦରପୁର ଗଁା ଦଳିତ ସାହିରେ ଦୀପାବଳି ରାତିରେ ଏକ ଦୁର୍ଘଟଣା ଘଟିଛି। ବାଣ ଫୁଟାଉଥିବା ବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି।…

7 years ago

ପୋଖରୀରେ ବୁଡ଼ି ମହିଳାଙ୍କ ମୃତ୍ୟୁ

ବୁଗୁଡ଼ା,୨୮ା୧୦(ଡି.ଏନ.ଏ.)-ବୁଗୁଡ଼ା ଥାନା ରାବଗଡ଼ ନିକଟସ୍ଥ ଏକ ପୋଖରୀରେ ବୁଡ଼ି ରବିବାର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରାବଗଡ଼ର ସରମା ନାୟକ (୫୯)। ଏ ନେଇ…

7 years ago

ଗୋରୁ ଚାଲାଣ, ୬ ଗିରଫ

ଭୁବନ, ୨୮ା୧୦(ଡି.ଏନ.ଏ)- ଢେଙ୍କାନାଳ ଜିଲା ଭୁବନ ପୋଲିସ ସାମବାର ଭୋର ସମୟରେ ୫୩ ନମ୍ବର ଜାତୀୟ ରାଜପଥ ଭୂଷଳ ଛକ ନିକଟରେ ଦୁଇଟି ଗୋରୁ ବୋଝେଇ ମିନିଟ୍ରକ…

7 years ago