ଆମ ଜିଲା ଖବର

୨୫ ଲକ୍ଷ ଲଟେରୀ ଉଠିଥିବା କହି ଠକିନେଲେ ୩ ଲକ୍ଷ, ଚାଷୀଙ୍କ ଆତ୍ମହତ୍ୟା ନିଷ୍ପତ୍ତି

ଜୟପୁର,୨୨।୯(ନି.ପ୍ର.): କୋରାପୁଟ ଜିଲା ଜୟପୁର ବ୍ଲକ ମାଳିଗୁଡ଼ାରେ ଲଟେରୀ ପ୍ରଲୋଭନ ଦେଖାଇ ଜଣେ ନିରୀହ ଚାଷୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମାଳିଗୁଡାର ଭୀମସେନ…

7 years ago

ବୃଦ୍ଧାଙ୍କୁ ଧକ୍କାଦେଇ ଭାରସାମ୍ୟ ହରାଇଲା ବାଇକ୍‌: ଆରୋହୀ ଗୁରୁତର

ହାଡଡିହୀ,୨୨।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣାଛକଠାରେ ରବିବାର ସକାଳେ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମୋଟର ସାଇକେଲ ଆରୋହୀ ଗୁରୁତର ହୋଇ ଥିବା ବେଳେ ଜଣେ…

7 years ago

ମହିଳାଙ୍କ ଆତ୍ମହତ୍ୟା: ମୃତ୍ୟୁର କାରଣ ଅସ୍ପଷ୍ଟ

ଡାବୁଗାଁ,୨୨।୯ (ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ କେରଣ୍ଡୀ ଗ୍ରାମରେ ଜଣେ ମହିଳା ରଶି ଲଗାଇ ଆତ୍ମହତ୍ୟା କରିଥିବା ନେଇ ଶନିବାର ସନ୍ଧ୍ୟାରେ ଡାବୁଗାଁ ଥାନାରେ…

7 years ago

ବାଇକ୍‌ରେ ମଦ ଚୋରାଚାଲାଣ ବେଳେ ଦୁର୍ଘଟଣା: ବେପାରୀଙ୍କୁ କାବୁ କଲେ ଗ୍ରାମବାସୀ

ବାହାନଗା,୨୨।୯(ଡି.ଏନ୍‌.ଏ.):ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ଗ୍ରାମର ବାଲେଶ୍ବର -ବାସୁଦେବପୁରକୁ ସଂଯୋଗ କରୁଥିବା ରାସ୍ତରେ ରବିବାର ସକାଳେ ଏକ ଦୁର୍ଘଟଣା ଘଟିଛିି। ୩ଟି ବାଇକ୍‌ ଯୋଗେ ବାସୁଦେବପୁରରୁ…

7 years ago

ଆଜିଠୁ ଷୋଡ଼ଶ ଉପଚାର ପୂଜା: ଚମକୁଛି ଚଣ୍ଡୀ ମନ୍ଦିର, ଦଶହରାରେ ଫଳରେ ସଜାଯିବ

କଟକ ଅଫିସ,୨୨।୯: କେବଳ କଟକରେ ସୀମିତ ନାହିଁ। ଏବେ କଟକଚଣ୍ଡୀ ମନ୍ଦିରକୁ ନେଇ ଚର୍ଚ୍ଚା ବିଦେଶ ପର୍ଯ୍ୟନ୍ତ ପହଞ୍ଚିଲାଣି। ବିଭିନ୍ନ ଟୁଇଟ୍‌ରେ ମନ୍ଦିରର ସାଜସଜ୍ଜାକୁ ସ୍ଥାନ ମିଳିଛି।…

7 years ago

ସାଲେପୁର ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଘଟଣା: ଆଇଆଇସି, ସରକାରୀ ଓକିଲ ସମ୍ବର୍ଦ୍ଧିତ

କଟକ ଅଫିସ, ୨୨।୯: ସାଲେପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ କଟକ ଜିଲା ପୋକ୍ସୋ ଅଦାଲତ ଗୁରୁବାର ଅଭିଯୁକ୍ତ ମହମ୍ମଦ ମୁସ୍ତାକଙ୍କୁ…

7 years ago

ମାଲକାନଗିରି ଜିଲା ଚିଠି: କ୍ଷତି ସହୁଛି ଚାଷୀ, ଫାଇଦାରେ ବୀମା କମ୍ପାନୀ

ଚାଷୀଙ୍କ ସମସ୍ୟା କେବେହେଲେ ସୁଧୁରୁନାହିଁ। ଋଣ, ମରୁଡ଼ି, ବନ୍ୟା ବିତ୍ପାତଜନିତ ସମସ୍ୟାରେ ଫସଲ ନଷ୍ଟ ହୋଇ ଚାଷୀ କ୍ଷତି ସହୁଛି। ସବୁ ସହି ଯାହା ଧାନ ଅମଳ…

7 years ago

ମଣିକୁଣ୍ଡା ଗୁଳିକାଣ୍ଡ ମାମଲାର ପର୍ଦ୍ଦାଫାଶ: ୫ ଅଭିଯୁକ୍ତ ଗିରଫ, ମୁଖ୍ୟ ଅଭିଯୁକ୍ତଙ୍କ ପତ୍ତା ମିଳୁନି

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ(ଡି.ଏନ୍‌.ଏ.),୨୨ା୯- କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ମଣିକୁଣ୍ଡା ଗ୍ରାମରେ ଗତ ୧୮ ତାରିଖରେ ଗୁଳିକାଣ୍ଡ ଘଟି ଯୁବ ଔଷଧ ବ୍ୟବସାୟୀ ଗଗନବିହାରୀ ସାହୁ(୨୮)ଙ୍କ ମୃତ୍ୟୁ ଘଟିଥିଲା।…

7 years ago

ପିଲାଙ୍କୁ ଆକୃଷ୍ଟ କରୁଛି ଖେଳ ଉପକରଣ, ଉପସ୍ଥାନ ହାର ବଢୁଛି

ନୟାଗଡ଼ ଅଫିସ,୨୨।୯-ବିଦ୍ୟାଳୟ ପରିସରରେ ଥିବା ଖେଳପଡ଼ିଆରେ ବିଭିନ୍ନ ଖେଳ ଉପକରଣରେ ପିଲାମାନେ ମନଭରି ଖେଳିବା ଦୃଶ୍ୟ କିଛିଦିନ ହେଲା ଦେଖିବାକୁ ମିଳୁଛି। ଏବେ ଆମ ସରକାରୀ ପ୍ରାଥମିକ…

7 years ago

ଶିକ୍ଷକଙ୍କ ଡଷ୍ଟର ମାଡ଼ରେ ଛାତ୍ରଙ୍କ ପଞ୍ଜରା ହାଡ଼ ଫାଟିଲା, ଦଶପଲ୍ଲା ଥାନାରେ ମାମଲା

ଦଶପଲ୍ଲା,୨୨ା୯(ଡି.ଏନ.ଏ.)-ନୟାଗଡ ଜିଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଖମାରସାହି ନୋଡାଲ ହାଇସ୍କୁଲରେ ଜନୈକ ଶିକ୍ଷକଙ୍କ ଡଷ୍ଟର ମାଡ଼ରେ ଜଣେ ନବମ ଶ୍ରେଣୀ ଛାତ୍ର ଆହତ ହୋଇଛନ୍ତି। ଏଥିନେଇ ତାଙ୍କ…

7 years ago