ଆମ ଜିଲା ଖବର

ଡିଏଲ୍‌ଆର କର୍ମଚାରୀ, ସଫେଇ କର୍ମଚାରୀଙ୍କ ଆନ୍ଦୋଳନ: ନୋଟିସ୍‌ ପଠାଇଲା ପୌରସଂସ୍ଥା

ଅନୁଗୋଳ ଅଫିସ, ୨୬ା୧୦ - ଆନ୍ଦୋଳନକୁ ଓହ୍ଲାଇଛନ୍ତି ପୌରପାଳିକାର ସଫେଇ କର୍ମଚାରୀ। ୧୦ ଡିଏଲ୍‌ଆର ସଫେଇ କର୍ମଚାରୀଙ୍କ ସହ ଠିକା ସଂସ୍ଥାର ୧୩୦ ସଫେଇ କର୍ମଚାରୀ ଶୁକ୍ରବାର…

7 years ago

ବଳରାମ ଖଣି ବନ୍ଦକୁ ନେଇ ବଢ଼ୁଛି ବିବାଦ: ଖଣି କର୍ତ୍ତୃପକ୍ଷଙ୍କୁ ଦୋଷ ଦେଲା ଡଅଁରା ଗ୍ରାମ କମିଟି

ତାଳଚେର,୨୬ା୧୦(ନି.ପ୍ର.) - କୋଇଲା ପରିବହନକୁ ନେଇ ତାଳଚେର ବ୍ଲକ ଡଅଁରା ଓ ସୋଲଡା ଗ୍ରାମ ମଧ୍ୟରେ ଥିବା ବିବାଦ ଯୋଗୁ ତାଳଚେରସ୍ଥିତ ବଳରାମ କୋଇଲା ଖଣି ଗତ…

7 years ago

ଲଗାଣବର୍ଷା ଆଣିଲା ଦୁଃଖ: ୭୫୦ ହେକ୍ଟର ଚାଷ ଜମି ଜଳମଗ୍ନ

ଢେଙ୍କାନାଳ ଅଫିସ, ୨୬।୧୦ - ଲଘୁଚାପଜନିତ ଲଗାଣ ବର୍ଷା ଢେଙ୍କାନାଳ ଜିଲାର ଚାଷୀଙ୍କ ପାଇଁ ଦାରୁଣ ଦୁଃଖ ଆଣିଛି। ଧାନ ବାହାରିବା ସମୟରେ ଜଳମଗ୍ନ ହୋଇପଡ଼ିଛି ଚାଷଜମି।…

7 years ago

ସରକାରୀ ଜମି ହାତେଇ ନେବାକୁ ମସୁଧା: ଗ୍ରାମବାସୀ ତହସିଲଦାରଙ୍କ ଦ୍ୱାରସ୍ଥ

ପରଜଙ୍ଗ, ୨୬।୧୦(ଡି.ଏନ.ଏ.) - ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତ ଭେଜିଆ ୪ନଂ. କଲୋନୀ ନିକଟବର୍ତ୍ତୀ ସରକାରୀ ଜମିକୁ ଚଞ୍ଚକତା କରି ପଟ୍ଟା କରାଇ ନେବାକୁ ମସୁଧା କରାଯାଉଥିବା…

7 years ago

ଶିକ୍ଷକଙ୍କୁ ଅଡ଼ୁଆରେ ପକାଇଲା ହ୍ବାଟ୍ସଆପ୍‌ ମେସେଜ୍‌

ନାଉଗଁ।,୨୬ା୧୦(ସ୍ବ.ପ୍ର.): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜଗତ୍‌ସିଂହପୁର ଜିଲାର ସମସ୍ତ ଘରୋଇ ଓ ସରକାରୀ ସ୍କୁଲ ଶୁକ୍ରବାର ବନ୍ଦ ରହିବ ବୋଲି ସରକାରୀ ନିର୍ଦ୍ଦେଶନାମା ଆସିଥିଲା।…

7 years ago

ବର୍ଷାରେ ଦବିଲା ପୋଲ

ଛେଣ୍ଡିପଦା,୨୬।୧୦(ସ୍ବ.ପ୍ର.) - ଅନୁଗୋଳ ଜିଲାରେ ଦୁଇ ଦିନ ଧରି ଲଘୁଚାପ ଜନିତ ବର୍ଷା ଯୋଗୁ ଶୁକ୍ରବାର ଛେଣ୍ତିପଦା ବ୍ଲକ କୁମ୍ଭାରିଆ ନାଳ ଉପରେ ନିର୍ମିତ ପୋଲର ବିଭିନ୍ନ…

7 years ago

ଅଧାରୁ ଅଧିକ ଅଧ୍ୟାପକ ପଦବୀ ଖାଲି: ସ୍ବୟଂଶାସିତ ମାନ୍ୟତା ହରାଇବ ଢେଙ୍କାନାଳ କଲେଜ

ଢେଙ୍କାନାଳ ଅଫିସ, ୨୬।୧୦ - ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଅଧାରୁ ଅଧିକ ଅଧ୍ୟାପକ ପଦବୀ ଖାଲି ପଡ଼ିଛି। ବାରମ୍ବାର ଦୃଷ୍ଟି ଆକର୍ଷଣ କରାଯିବା ସତ୍ତ୍ୱେ ରାଜ୍ୟ ସରକାର…

7 years ago

ସାନତିହାଡ଼ା ଗ୍ରାମରେ ଅଭାବନୀୟ ଘଟଣା: ସ୍ତ୍ରୀଙ୍କୁ ହତ୍ୟା ପରେ ଜାଳିଦେଲେ

ଜଗତ୍‌ସିଂହପୁର ଅଫିସ,୨୬ା୧୦: ଜଗତ୍‌ସିଂହପୁର ଥାନା ଅଧୀନ ସାନତିହାଡ଼ା ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ରଶ୍ମିତା ରାଉତ ନାମ୍ନୀ ମହିଳାଙ୍କୁ ତାଙ୍କ ସ୍ବାମୀ ରୁଦ୍ରପ୍ରସନ୍ନ…

7 years ago

ଚାକିରି ଦେବା ନଁ।ରେ ଠକେଇ ଘଟଣା: ୨ ଦିନ ରିମାଣ୍ଡରେ ରୋହିତ

ଫୁଲବାଣୀ ଅଫିସ, ୨୬ା୧୦-ଚାକିରି କରାଇ ଦେବା ନାମରେ ଲକ୍ଷାଧିକ ଟଙ୍କା ଠକି ନେଇ ଗିରଫ ହୋଇଥିବା ରେହିତ ବେହେରାଙ୍କୁ ଶୁକ୍ରବାର ଫୁଲବାଣୀ ଟାଉନ ଥାନା ପୋଲିସ ୨…

7 years ago

ଯୁବକଙ୍କୁ ଗୁଳିମାଡ, କାରଣ ଅସ୍ପଷ୍ଟ

ଛତ୍ରପୁର,୨୬ା୧୦(ଡି.ଏନ୍‌.ଏ.): ଛତ୍ରପୁର ଥାନା ସିଙ୍ଗିପୁର ଗ୍ରାମର ସୁଶାନ୍ତ ପାତ୍ର (୪୫)ଉପରେ ଶୁକ୍ରବାର ରାତିରେ ଗୁଳିମାଡ ହୋଇଛି। ତାଙ୍କୁ ଆହତ ଅବସ୍ଥାରେ ସ୍ଥାନୀୟ ଲୋକେ ଛତ୍ରପୁର ହସ୍‌ପିଟାଲକୁ ଆଣିଥିଲେ।…

7 years ago