ଆମ ଜିଲା ଖବର

ଶହେ ବର୍ଷର ବିଦ୍ୟାଳୟ କାନ୍ଥ ଭୁଶୁଡିଲା

ବାହାନଗା, ୨୬ା୧୦(ଡି.ଏନ.ଏ.)-ଲଘୁଚାପ ଜନିତ ଲଗାଣ ବର୍ଷାରେ ବାହାନଗା ବ୍ଲକ ଅଭଣା ପଞ୍ଚାୟତର ବରଜଦେଉଳି ଗ୍ରାମରେ ଥିବା ଶହେ ବର୍ଷର ପୁରୁଣା ଉନ୍ନୀତ ଉ.ପ୍ରା.ବିଦ୍ୟାଳୟର କାନ୍ଥ ଭୁଶୁଡି ପଡିଛି।…

7 years ago

ବାଲେଶ୍ୱର ସହରରେ କୃତ୍ରିମ ବନ୍ୟା

ବାଲେଶ୍ୱର ଅଫିସ,୨୬।୧୦-ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବା ପରେ ଗତ ୩ଦିନ ଧରି ବର୍ଷା ଲାଗି ରହିବାରୁ ଶୁକ୍ରବାର ବାଲେଶ୍ୱର ସହରର ବିଭିନ୍ନ ସ୍ଥାନରେ କୃତ୍ରିମ…

7 years ago

ଉଚ୍ଚ ପଦବୀରେ ପୁଣି ଜଣେ ଓଡ଼ିଆ : ଜମ୍ମୁ-କଶ୍ମୀରର ପ୍ରଥମ ଉପ ରାଜ୍ୟପାଳ ହେଲେ ଗିରୀଶ ଚନ୍ଦ୍ର ମୁର୍ମୁ

ନୂଆଦିଲ୍ଲୀ,୨୫ା୧୦(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘନିଷ୍ଠ ଭାବେ ପରିଚିତ ଓଡ଼ିଆ ଆଇଏଏସ୍‌ ଅଫିସର ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ୧୯୮୫ ବ୍ୟାଚ୍‌ର…

7 years ago

୮୫ ହଜାର ଲୁଟ୍‌ ଘଟଣା: ଜେଲ୍‌ ଗଲେ ଅଭିଯୁକ୍ତ

ରୂପ୍‌ସା, ୨୫।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ବାହାବଳପୁର ସାମୁଦ୍ରିକ ଥାନା ଅଧୀନ ଦୁବୁଲାଗଡ଼ି ଗ୍ରାମର ଜଣେ ଭୁଟୁଭୁଟି ମାଲିକ ଅଜାମିଲ ବେରାଙ୍କ ମୁହାଣସ୍ଥିତ ଗୋଦାମ ଓ ଅଫିସ୍‌ ଘରର…

7 years ago

ଲଗାଣ ବର୍ଷାରେ କାନ୍ଥ ଭୁଶୁଡିଲା: ଜଣେ ମୃତ, ୨ ଗୁରୁତର

ଜଳେଶ୍ୱର, ୨୫।୧୦-ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ୩ ଦିନ ଧରି ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କାଳିକ…

7 years ago

ଗଙ୍ଗାହାର, ବୁଢାବଳଙ୍ଗରେ ଜଳପତ୍ତନ ବୃଦ୍ଧି

ବଡ଼ସାହି,୨୫ା୧୦(ସ୍ବ.ପ୍ର)- ଶିମିଳିପାଳରୁ ବାହାରିଥିବା ଗଙ୍ଗାହାର ଓ ବୁଢାବଳଙ୍ଗ ନଦୀ ବଡ଼ସାହି ବ୍ଲକର ଉଭୟ ପଟ ଦେଇ ପ୍ରବାହିତ ହେଉଛି। ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଏହି…

7 years ago

କାନ୍ଥ ପଡ଼ି ମହିଳା ମୃତ

ରାସଗୋବିନ୍ଦପୁର,୨୫ା୧୦(ଡି.ଏନ୍‌.ଏ.)- ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ରାସଗୋବିନ୍ଦପୁର ବ୍ଲକ ଅଧୀନ ଖୁଣ୍ଟାପାଳ ଗ୍ରାମରେ ଶୁକ୍ରବାର ସକାଳେ କାନ୍ଥ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ…

7 years ago

ଶିକ୍ଷକ ନିଯୁକ୍ତି ଦାବି: ବିଦ୍ୟାଳୟରେ ତାଲା ପକାଇବାକୁ ଗ୍ରାମବାସୀଙ୍କ ଚେତାବନୀ

ଭବାନୀପାଟଣା,୨୫।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସାନପୋଡ଼ାଗୋଡ଼ା ସର୍କଲର ଥୁଟିବର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ଗ୍ରାମବାସୀ ଡିଇଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସ୍କୁଲରେ…

7 years ago

ତାଲିମପ୍ରାପ୍ତ ଏଏନ୍‌ଏମ୍‌ ଛାତ୍ରୀଙ୍କୁ ନିଯୁକ୍ତି ଦାବି: ନୋଡାଲ କାଉନସିଲିଂ ସେଣ୍ଟରରେ ତାଲା ପକାଇବାକୁ ଚେତାବନୀ

ଭବାନୀପାଟଣା,୨୫।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ଏଏନ୍‌ଏମ୍‌ କାଉନସିଲିଂ କେନ୍ଦ୍ରରେ ଗୁରୁବାର ନୂତନ ଛାତ୍ରୀମାନଙ୍କ କାଉନସିଲିଂ ଚାଲିଥିବା ବେଳେ ନିଖିଳ ଓଡ଼ିଶା ଅଣନିଯୁକ୍ତ ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ…

7 years ago

ପୃଥକ ୨ଟି ସ୍ଥାନରେ କାନ୍ଥପଡି ଦୁଇ ମହିଳା ଗୁରୁତର

ଆନନ୍ଦପୁର,୨୫।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ପୃଥକ ଦୁଇଟି ସ୍ଥାନରେ କାନ୍ଥପଡି ଦୁଇ ମହିଳା ଗୁରୁତର ଆହତ ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ସେମାନେ ହେଲେ ଆନନ୍ଦପୁର…

7 years ago