ଆମ ଜିଲା ଖବର

୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କ ବଦଳି

କଟକ ଅଫିସ,୨୫ା୧୦ : ପୋଲିସ ଡିଜି ବିଜୟ କୁମାର ଶର୍ମାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ପୋଲିସ ଏଷ୍ଟାବ୍ଲିସ୍‌ମେଣ୍ଟ ବୋର୍ଡ ପକ୍ଷରୁ ଓପିଏସ୍‌ସ୍ତରରେ ୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ପଦୋନ୍ନତି…

7 years ago

ଆଇନଜୀବୀଙ୍କ ଆନ୍ଦୋଳନ ମାମଲାରେ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ : ହାଇକୋର୍ଟ ବାର୍‌ ସଭାପତି, ଓଡ଼ିଶା ବାର୍‌ କାଉନସିଲ ଅଧ୍ୟକ୍ଷଙ୍କୁ ବ୍ୟକ୍ତିଗତ ହାଜର ନୋଟିସ

କଟକ ଅଫିସ,୨୫ା୧୦ : ଆଇନଜୀବୀ ଆନ୍ଦୋଳନ ପ୍ରସଙ୍ଗକୁ ନେଇ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି। ଗୁରୁବାର ଏହି ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ବିଚାରପତି ସଞ୍ଜୟ କିଶାନ…

7 years ago

କାନ୍ଥପଡ଼ି ସ୍ବାମୀ ମୃତ, ସ୍ତ୍ରୀ ଆହତ

ଆଳି,୨୫।୧୦(ଡି.ଏନ୍‌.ଏ.): ଲଗାଣବର୍ଷା ଯୋଗୁ ଗୁରୁବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅନ୍ତର୍ଗତ ଧୋୟା ଅଞ୍ଚଳର ଗଣେଶ୍ବରପୁର ନୂଆସାହି ଗ୍ରାମରେ କାନ୍ଥପଡ଼ି…

7 years ago

ଚୋର ସନ୍ଦେହରେ ଦୁଇ ଥାନାରେ ଅଟକ

ବିଞ୍ଝାରପୁର,୨୫ା୧୦(ଡି.ଏନ୍‌.ଏ.): ଚୋର ସନ୍ଦେହରେ ଦୁଇ ଜଣ ଅଚିହ୍ନା ଯୁବକଙ୍କୁ ବୁଧବାର ବିଳମ୍ବିତ ରାତିରେ କାବୁ କରି ବାଳମୁକୁଳି ବଜାରର କେତେକ ବ୍ୟବସାୟୀ ପୋଲିସକୁ ହସ୍ତାନ୍ତର କରିଛନ୍ତି। ପୋଲିସ…

7 years ago

୨୨ଦିନରେ ଅଟୱାଲ କର୍ମଚାରୀଙ୍କ ଧାରଣା : ଧାରଣାକାରୀଙ୍କୁ ଭେଟିଲା ବିଶ୍ୱ ମାନବିକ ଅଧିକାର ରକ୍ଷା ସଂଗଠନ

କାଳିଆପାଣି,୨୫ା୧୦(ଡି.ଏନ୍‌.ଏ.): ବକେୟା ଦରମା, ବୋନସ୍‌ ଏବଂ ଅବସରକାଳୀନ ଭର୍ତ୍ତା ଦାବିରେ ଅଟୱାଲ କର୍ମଚାରୀଙ୍କ ଧାରଣା ଜାରି ରହିଛି। ଗାନ୍ଧୀ ଜୟନ୍ତୀଠାରୁ ଆରମ୍ଭ ହୋଇଥିବା ଧାରଣା ଗୁରୁବାର ୨୨…

7 years ago

ବୋନସ ପ୍ରଦାନକୁ ନେଇ ଶ୍ରମିକ ସଂଘର ଧାରଣା ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

କାଳିଆପାଣି,୨୫ା୧୦(ଡି.ଏନ୍‌.ଏ.): ସୁକିନ୍ଦା ଖଣି ଅଞ୍ଚଳରେ କର୍ମଚାରୀଙ୍କ ବୋନସକୁ ନେଇ ଗୁରୁବାର ଶ୍ରମିକ ସଂଘ ପକ୍ଷରୁ ବାଲେଶ୍ୱର ଆଲଏଜ ଖଣି ଫାଟକ ସମ୍ମୁଖରେ ଧାରଣା ଦିଆଯାଇଥିଲା। ପ୍ରବଳ ବର୍ଷା…

7 years ago

ସଙ୍କୁଚିତ ହେବ ରୟାଲ ପଡିଆ

ସୋନପୁର,୨୫।୧୦(ନି.ପ୍ର.)-ସୁବର୍ଣ୍ଣପୁର ସହରର ବ୍ଲକ ଛକ ସ୍ଥିତ ଆଠ ଏକର ପରିମିତ ଅଞ୍ଚଳରେ ରହିଛି ରୟାଲ ପଡିଆ। ଏହି ସମତଳ ପଡିଆରେ ମୁଖ୍ୟମନ୍ତ୍ରୀଙ୍କ ସଭାଠାରୁ ଆରମ୍ଭ କରି, ବିଭିନ୍ନ…

7 years ago

ପଲିଥିନ୍‌ ତଲେ ଅସାହା ଜୀବନ୍‌

ପାଇକମାଳ, ୨୫ା୧୦(ଡି.ଏନ୍‌.ଏ.)-ବରଗଡ ଜିଲା ପାଇକମାଳ ବ୍ଲକ ମାଣ୍ଡୋସିଲ ପଁଚେତ୍‌ ଡୁମେରବାହାଲ ଗଁାର କଷ୍ଟ ସାହୁ। ପରିବାର କହେଲେ ମାଏକିନା ଆର ଦୁଇ ପୁଓକୁ ନେଇ ତାକର ସଁସାର।…

7 years ago

ପ୍ରସ୍ତାବିତ ଧଉରାଗୋଠ ପ୍ରକଳ୍ପ ଦେଖିଲେ ସର୍ବୋଚ୍ଚ ଯନ୍ତ୍ରୀ: ଶୀଘ୍ର ମତାମତ ଦେବାକୁ ଗ୍ରାମବାସୀଙ୍କୁ ପରାମର୍ଶ

ଆଠମଲ୍ଲିକ/ବଇଣ୍ଡା,୨୫।୧୦(ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଇଂ. ଅକ୍ଷୟ କୁମାର ବାନାର୍ଜୀଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କମିଟି ଗୁରୁବାର ଆଠମଲ୍ଲିକ ଉପଖଣ୍ଡ ଅନ୍ତର୍ଗତ ପ୍ରସ୍ତାବିତ ଧଉରାଗୋଠ…

7 years ago

ଭିନ୍ନକ୍ଷମଙ୍କୁ ନେଇ ଅନୁଗୋଳରେ ଦଲାଲଙ୍କ ବେପାର: କାହାକୁ ମିଳୁଛି ମଜୁରି, କାହାକୁ ଦରମା

ଅନୁଗୋଳ ଅଫିସ, ୨୫।୧୦-ପାର୍ବଣ ବେଳେ ଭିଡ଼ରୁ ଭଲ ଆୟ କରିବା ଲକ୍ଷ୍ୟରେ କଲିକତାରୁ କିଛି ଦଲାଲ ଭିନ୍ନକ୍ଷମମାନଙ୍କୁ ଅନୁଗୋଳ ଆଣି ଭିକ୍ଷା ବେପାରରେ ଲଗାଇଛନ୍ତି। ଗତ ଲକ୍ଷ୍ମୀ…

7 years ago