ଆମ ଜିଲା ଖବର

କରାଟରେ ସୋମନାଥଙ୍କୁ ସ୍ବର୍ଣ୍ଣ

ଭଞ୍ଜନଗର,୧୯।୯(ଡି.ଏନ.ଏ.)- କଟକ ଜବହାରଲାଲ ନେହେରୁ ଇନ୍‌ଡ଼ୋର ଷ୍ଟାଡ଼ିୟମରେ ଗତ ୧୪ ଓ ୧୫ ତାରିଖ ୨ଦିନ ଧରି ୭ମ ସର୍ବଭାରତୀୟ (ଟିଏସ୍‌କେଏଫ୍‌ଆଇ) କରାଟେ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି।…

7 years ago

ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ବର୍ଷ ପାଳନ: ଗୋପାଳପୁରରୁ ଦସ୍ତଖତ ଅଭିଯାନ ଶୁଭାରମ୍ଭ

ଗୋପାଳପୁର,୧୯ା୯- ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ବର୍ଷ ପାଳନ ଅବସରରେ ଜନ ସଚେତନତା ଓ ଦସ୍ତଖତ ଅଭିଯାନ କାର୍ଯ୍ୟକ୍ରମ ଗୋପାଳପୁର ବେଳାଭୂମିରେ ଗୁରୁବାର ଶୁଭାରମ୍ଭ…

7 years ago

ନାବାଳିକାଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା: ସ୍ବାମୀ ଗିରଫ, ଶାଶୁ, ଶ୍ୱଶୁର, ଦିଅର ଫେରାର

ପୁରୁଷୋତ୍ତମପୁର,୧୯ା୯(ଡି.ଏନ.ଏ.)- ସରକାର ବାଲ୍ୟ ବିବାହ ରୋକିବା ଲାଗି ସ୍ବତନ୍ତ୍ର ଆଇନ ପ୍ରଣୟନ କରିଛନ୍ତି। ବିବାହ କରୁଥିବା ଅଧିକାରୀ ଓ ବିବାହ ପଞ୍ଜିକୃତ ଅଧିକାରୀଙ୍କୁ ଉଭୟ ବର କନ୍ୟାଙ୍କ…

7 years ago

ବିଦ୍ୟୁତ୍‌ ଆଘାତରେ ମା’,ପୁଅ ମୃତ

ଖଲ୍ଲିକୋଟ,୧୯ା୯(ଡି.ଏନ.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବାକୁଟଗାଁରେ ଗୁରୁବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛଟପଟ ହେଉଥିବା ପୁଅଙ୍କୁ ଉଦ୍ଧାର କରିବାକୁ…

7 years ago

ରାହାଞ୍ଜ ବଜାରରୁ ୫ ଦୋକାନରୁ ଚୋରି

ଭଦ୍ରକ ଅଫିସ, ୧୯।୯- ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାହାଞ୍ଜ ବଜାରରୁ ୫ଟି ଦୋକାନରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି। ବଜାରରେ ଥିବା ଏକ ଇଲେକ୍ଟ୍ରି…

7 years ago

ଆଖିରେ ରାଉଣ୍ଡର ବାଜି ଛାତ୍ର ଗୁରୁତର ହେବା ପ୍ରତିବାଦ: ଶିକ୍ଷକଙ୍କ ଅବହେଳାକୁ ନେଇ ସ୍କୁଲରେ ତାଲା ପକାଇଲେ ଅଭିଭାବକ

ତୁମୁଡ଼ିବନ୍ଧ,୧୯।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ମୁଣ୍ଡିଗଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ଛାତ୍ରଙ୍କ ଆଖିରେ ରାଉଣ୍ଡର ବାଜି ଗୁରୁତର ହେବା ଘଟଣା ପ୍ରତିବାଦରେ ଗୁରୁବାର ମୁଣ୍ଡିଗଡ଼…

7 years ago

ମଦଦୋକାନ ଭଙ୍ଗାରୁଜା ଘଟଣା : ଅଭିଯୁକ୍ତ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୧୯।୯: ଗଞ୍ଜାମ ଜିଲା ସ୍ଥାନୀୟ ପିଭିଏନ୍‌ ପେଟ୍ରୋଲ ପମ୍ପ ଛକରେ ଥିବା ବିୟର ପାର୍ଲର ଭଙ୍ଗାରୁଜା ଘଟଣାରେ ଟାଉନ ଥାନା ପୋଲିସ ଜଣେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ…

7 years ago

ଏଟିଏମ୍‌ରୁ ୪୦ ଲକ୍ଷ ଗାଏବ ଘଟଣା: ସିକ୍ୟୁର ଭ୍ୟାଲି ସଂସ୍ଥାର ୨ କର୍ମଚାରୀ ଅଟକ, ଜଣେ ଫେରାର

ବ୍ରହ୍ମପୁର ଅଫିସ,୧୯।୯: ଗଞ୍ଜାମ ଜିଲା ବ୍ରହ୍ମପୁର ସହରର ଆସିକା ରୋଡ଼ ଏଟିଏମ୍‌ ଏବଂ ମେଡିକାଲ ଏଟିଏମ୍‌ରେ ୪୦ଲକ୍ଷ ଟଙ୍କା ଭର୍ତ୍ତି କରିବାକୁ ନେଇ ସିକ୍ୟୁର ଭ୍ୟାଲି ସଂସ୍ଥାର…

7 years ago

ବସ୍‌ ଧକ୍କାରେ ସାଇକେଲ ଆରୋହୀ ଗୁରୁତର : କଟକ ସ୍ଥାନାନ୍ତର

ଆନନ୍ଦପୁର,୧୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ୨୦ନଂ. ଜାତୀୟ ରାଜପଥର ବୀରଗୋବିନ୍ଦପୁରଠାରେ ଗୁରୁବାର ପୂର୍ବାହ୍ନରେ ଗୋଟିଏ ଘରୋଇ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର…

7 years ago

ଜାମଶୁଳି କଲେଜରେ ପରୀକ୍ଷା ଫି’ ବୃଦ୍ଧିକୁ ନେଇ ଅଚଳାବସ୍ଥା ଜାରି

ବସ୍ତା, ୧୯।୯(ସ୍ବ.ପ୍ର.): ଦ୍ବିତୀୟ ଦିନରେ ମଧ୍ୟ ଜାମଶୁଳି କଲେଜରେ ପରୀକ୍ଷା ଫି’ ବୃଦ୍ଧିକୁ ନେଇ ଅଚଳାବସ୍ଥା ଜାରି ରହିଛି । କଲେଜର ମୁଖ୍ୟ ଫାଟକକୁ ତାଲା ପକାଇ…

7 years ago