ଆମ ଜିଲା ଖବର

ଲୁହାବୋଝେଇ ଟ୍ରକ୍‌ ଧକ୍କାରେ ୨ଭାଇ ମୃତ, କ୍ଷତିପୂରଣ ଦାବିରେ ରାଜ୍ୟ ରାଜପଥ ଅବରୋଧ

ଝାରସୁଗୁଡା ଅଫିସ୍‌/ଲଖନପୁର,୨୫।୧୦(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବଡମାଲ ଥାନା ଅଧୀନ ୧୦ ନଂ. ରାଜ୍ୟ ରାଜପଥ ଏସ୍‌ଏମ୍‌ସି ରାସ୍ତା ନିକଟରେ ଶୁକ୍ରବାର ଏକ ଲୁହାବୋଝେଇ ଟ୍ରକ୍‌ ଧକ୍କାରେ ୨…

7 years ago

ରାଇଘର ଅଞ୍ଚଳରେ ମାଓବାଦୀ ପୋଷ୍ଟର, ଦିନିକିଆ ବନ୍ଦ ଡାକରା ସଫଳ କରିବାକୁ ଆହ୍ବାନ

ରାଇଘର, ୨୫।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଗୋଣା ଅଞ୍ଚଳରେ ମାଓବାଦୀ ପୋଷ୍ଟର ଏବଂ ବ୍ୟାନର୍‌ ଦେଖିବାକୁ ମିଳିଛି। ଅକ୍ଟୋବର ୨୫, ଶୁକ୍ରବାର ଦିଆଯାଇଥିବା ବନ୍ଦ ଡାକରାକୁ…

7 years ago

ବଢ଼ୁଛି ବୈତରଣୀ

ଭଣ୍ଡାରିପୋଖରୀ, ୨୫।୧୦(ଡି.ଏନ୍‌.ଏ.): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଥିବା ଯୋଗୁ ବୈତରଣୀ ନଦୀର ଜଳସ୍ତର ବଢିବା ଆରମ୍ଭ କରିଛି। ଆଖୁଆପଦାଠାରେ ନଦୀର…

7 years ago

ବଡ଼ସାହିରେ ସର୍ବାଧିକ,ବିଜାତଳାରେ ସର୍ବନିମ୍ନ ବର୍ଷା: ବିଦ୍ୟାଳୟ ଛୁଟି

ବାରିପଦା ଅଫିସ,୨୫।୧୦: ମୟୂରଭଞ୍ଜ ଜିଲାରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ୁଛି। ଜିଲାର ବଡ଼ସାହିରେ ଶୁକ୍ରବାର…

7 years ago

ନାଲକୋ ସିପିପି ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ବଅଁରପାଳ, ୨୫।୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋ ସିପିପି ପ୍ଲାଣ୍ଟ ପରିସରରେ ଥିବା ୫ମ ୟୁନିଟରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ସର୍ଟଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଏଥିରେ…

7 years ago

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି: ଅଭିଯୋଗକାରୀ ପରିବାରକୁ ମାଡ଼

ନୟାଗଡ଼ ଅଫିସ, ୨୫।୧୦: ନୟାଗଡ଼ ଜିଲା ଦଶପଲ୍ଲା ଏନ୍‌ଏସିରେ ପ୍ରଧାନମନ୍ତ୍ରୀ ଆବସ ଯୋଜନାରେ ଦୁର୍ନୀତି ହୋଇଥିବାନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ପରେ ଅଭିଯୋଗକାରୀଙ୍କ ପରିବାର ଉପରେ ମରଣାନ୍ତକ…

7 years ago

କାଳ ସାଜିଛି ଲଗାଣବର୍ଷା : କାନ୍ଥପଡ଼ି ଜଣକ ଜୀବନ ଗଲା

ପୁରୀ ଅଫିସ,୨୫।୧୦: ଲଘୁଚାପ ଜନିତ ଲଗାଣବର୍ଷା କାଳ ସାଜିଥିବାବେଳେ ଶୁକ୍ରବାର ସକାଳେ ସହରର କୁମ୍ଭକାର ନିଯୋଗ ସମ୍ପାଦକ ରସାନନ୍ଦ ବିଷୋୟୀଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିବାରୁ ତାଙ୍କର…

7 years ago

ରାସ୍ତାରେ ଗଛ ପକାଇ ଅବରୋଧ କଲେ ମାଓବାଦୀ, ଯାତାୟାତ ବନ୍ଦ

ତୁମୁଡ଼ିବନ୍ଧ,୨୫।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଗୋପାଳପୁରଠାରୁ ରାୟପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର କୁର୍ତ୍ତୁମଗଡ଼ ପନ୍ଦରମାଇଲ ଛକ ନିକଟ ତଗାଗାଡ଼ା ନାଳଠାରେ ମାଓବାଦୀମାନେ ଗୁରୁବାର ରାତିରେ…

7 years ago

ବର୍ଷାରେ ବେହାଲ ଭଦ୍ରକ: ୧୦୬୪.୦୩ ମିମି ବର୍ଷା ରେକର୍ଡ

ଭଦ୍ରକ ଅଫିସ, ୨୫।୧୦: ଭଦ୍ରକ ଜିଲାରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଶୁକ୍ରବାର ଜିଲାରେ ୧୦୬୪.୦୩ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ବାସୁଦେବପୁର…

7 years ago

ଜେଲ୍‌ରୁ କଏଦୀ ଫେରାର

ଯାଜପୁର ଅଫିସ,୨୫।୧୦: ଯାଜପୁର ସବ୍‌ଜେଲରୁ ଗୁରୁବାର ରାତିରେ ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ଫେରାର କଏଦୀ ହେଲେ ମୟୂରଭଞ୍ଜ ଜିଲାର ରାଜେଶ ମୁଣ୍ଡା। ପାଚେରୀ ଡେଇଁ ସେ…

7 years ago