ଆମ ଜିଲା ଖବର

୧୫ ବର୍ଷ ଚାକିରି ପରେ ଛଟେଇ:  ୩ ହଜାର ମିଟର୍‌ ରିଡରଙ୍କ ଭବିଷ୍ୟତ ଅନିଶ୍ଚିତ

ବ୍ରହ୍ମପୁର ଅଫିସ୍‌,୨୦ା୧୦-ସାଉଥ୍‌କୋ ଅଧୀନରେ ପ୍ରାୟ ୧୫ବର୍ଷ କାର୍ଯ୍ୟ କରିବା ପରେ ୩ହଜାର ମିଟର୍‌ ରିଡର ଛଟେଇ ହୋଇଛନ୍ତି। ଏମାନେ ବିଭିନ୍ନ ଠିକା ସଂସ୍ଥା ଅଧୀନରେ କାମ କରୁଥିଲେ।…

7 years ago

ମହୁମାଛି ଦଂଶନରେ ନାବାଳକଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୨୦ା୧୦-ମହୁମାଛି ଦଂଶନରେ ଗୁରୁତର ଥିବା ଜଣେ ନାବାଳକଙ୍କର ଏମ୍‌କେସିଜି ମେଡିକାଲରେ ଶନିବାର ସକାଳେ ମୃତ୍ୟୁ ଘଟିଛି। ମୃତକ କୋରାପୁଟ ଜିଲା ଦାମନଯୋଡି ଥାନା ହାତୀମୁଣ୍ଡାର କେଶରୀ…

7 years ago

ସରକାରୀ ସହାୟତା ନାଁରେ ଠକେଇ ଅଭିଯୋଗ:  ୪ ଯୁବତୀ, ଜଣେ ଯୁବକ ଅଟକ

ଦିଗପହଣ୍ଡି,୨୦ା୧୦(ଡି.ଏନ.ଏ.)-ସରକାରୀ ସହାୟତା ପ୍ରଦାନ ନାଁରେ ଦୀର୍ଘଦିନ ଧରି ଦିଗପହଣ୍ଡି ଗ୍ରାମାଞ୍ଚଳରେ ଲୋକଙ୍କୁ ଠକୁଥିବା ଏକ ସଂସ୍ଥାର ୪ ଜଣ ଯୁବତୀ ଓ ଜଣେ ଯୁବକଙ୍କୁ ପୋଲିସ ଥାନାରେ…

7 years ago

ବ୍ରହ୍ମପୁରରେ ସୁଧୁରିନି ପାଣି ସମସ୍ୟା : ଜାନୁୟାରୀ ସୁଦ୍ଧା କାର୍ଯ୍ୟକ୍ଷମ ନିର୍ଦ୍ଦେଶ

ଛତ୍ରପୁର,୨୦ା୧୦(ଡି.ଏନ.ଏ)-ବ୍ରହ୍ମପୁର ମହାନଗର ନିଗମରେ ପାଣି ସମସ୍ୟା ଦୂର କରିବା ପାଇଁ ବ୍ୟୟ ବହୁଳ ଜାନିବିଲି ପ୍ରକଳ୍ପ ପ୍ରତିଷ୍ଠା ହୋଇଛି। ଏହି ପ୍ରକଳ୍ପ ଉଦ୍‌ଘାଟନ ହୋଇଥିଲେ ହେଁ ଏହା…

7 years ago

ଜଙ୍ଗଲ ଜମି ଅଧିକାର କର୍ମଶାଳା

ଆସିକା,୨୦ା୧୦(ଡି.ଏନ୍‌.ଏ.) -ରାଜ୍ୟର ବିଭିନ୍ନ ଜଙ୍ଗଲରେ ବସବାସ କରୁଥିବା ବନବାସୀ ପରିବାରର ସାମଗ୍ରୀକ ସୁରକ୍ଷା ନିମନ୍ତେ ସରକାରଙ୍କ ପକ୍ଷରୁ ବହୁବିଧ ପଦକ୍ଷେପ ନିଆଯାଇଛି। ବିଭିନ୍ନ ପ୍ରକଳ୍ପ ମାଧ୍ୟମରେ ଏହି…

7 years ago

୯ ଗୋଟି କ୍ଲଷ୍ଟରରେ ଶିଶୁ ମହୋତ୍ସବ ସୁରଭି – ୨୦୧୯

ଖଣ୍ଡପଡା,୨୦।୧୦(ସ୍ବ.ପ୍ର.)-ନୟାଗଡ଼ ଜିଲା ସର୍ବଶିକ୍ଷା ଅଭିଯାନ ପକ୍ଷରୁ ଖଣ୍ଡପଡ଼ା ବ୍ଲକ୍‌ ଅନ୍ତର୍ଗତ ୧୧ଗୋଟି କ୍ଲଷ୍ଟର ମଧ୍ୟରୁ କଣ୍ଟିଲୋ ଓ ରାଣୀଛେଲ୍ଲୀକୁ ବାଦ ଦେଇ ଅବଶିଷ୍ଟ ୯ଟି କ୍ଲଷ୍ଟରରେ ଶନିବାର…

7 years ago

ଗଁ।ରେ ରଖିବାକୁ ବାସନ୍ଦ ପରିବାରଙ୍କ ନିବେଦନ

ହିଞ୍ଜିଳିକାଟୁ,୨୦ା୧୦(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ଗ୍ରାମରେ ଜଣେ ବିବାହିତା ମହିଳା ଚାକିରୀ ନ ଛାଡ଼ିବାରୁ ଗ୍ରାମ୍ୟ କମିଟି କଙ୍ଗାରୁ କୋର୍ଟ କରି ମହିଳାଙ୍କ ମା’ ବାପାଙ୍କୁ…

7 years ago

ଖଣ୍ଡପଡ଼ା ଅଞ୍ଚଳରେ ଅବାଧ ବାର୍‌ହା ଶିକାର

ଖଣ୍ଡପଡା,୨୦।୧୦(ସ୍ବ.ପ୍ର.)-ଖଣ୍ଡପଡ଼ା ବନାଞ୍ଚଳ ଅଧୀନ ସଂରକ୍ଷିତ ଜଙ୍ଗଲଗୁଡ଼ିକରେ ବାର୍‌ହାଙ୍କ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧି ପାଇଛି। ଫଳରେ ବାର୍‌ହା ଗ୍ରାମଗୁଡିକରେ ପଶି ଫସଲ ଖାଇବା ସହ ନଷ୍ଟ କରୁଛନ୍ତି।…

7 years ago

ହାତୀ ଉପଦ୍ରବ, ଧାନ ଫସଲ ନଷ୍ଟ

  ଦଶପଲ୍ଲା,୨୦ା୧୦(ଡି.ଏନ୍‌.ଏ.): ଦଶପଲ୍ଲା ବ୍ଲକ ତେଣ୍ଡାବାଡ଼ି ପଞ୍ଚାୟତର ବରସାହି ଅଞ୍ଚଳରେ ହାତୀ ଉପଦ୍ରବ ଯୋଗୁ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି। ହାତୀ ଉପସ୍ଥିତି ନେଇ ଜନସାଧାରଣ…

7 years ago

ପୋଲିସ ହାତରେ ମହିଳା ଦଲାଲ :ବିଜୁ ପକ୍କା ଘର ଓ ଋଣ କରାଇଦେବା କହି ଠକୁଥିଲେ

ନୟାଗଡ଼ ଅଫିସ,୨୦ା୧୦: ଜିଲାପାଳଙ୍କ କାର୍ଯ୍ୟାଳୟରେ ଲୋକଙ୍କୁ ଠକୁଥିବା ଜଣେ ମହିଳା ଦଲାଲ୍‌ଙ୍କୁ ଶୁକ୍ରବାର ଟାଉନ ଥାନା ପୋଲିସ ଗିରଫ କରିଛି। ସେ ହେଲେ ଇଟାମାଟି ଥାନା ବାଲିକୁଦା…

7 years ago