ଆମ ଜିଲା ଖବର

ଗଳାପୋଲ ନିର୍ମାଣ ଦାବି ତେଜିଲା: ରାଣୀତାଲ ବଜାର ବନ୍ଦ, ପ୍ରତିବାଦ ସଭା

ଭଦ୍ରକ ଅଫିସ, ୨୪ା୧୨- ଭଦ୍ରକ ଉପକଣ୍ଠବର୍ତ୍ତୀ ରାଣୀତାଲ ସ୍କୁଲ ଓ ବଜାର ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଗଳାପୋଲ ନିର୍ମାଣ ଦାବିରେ ମଙ୍ଗଳବାର ସ୍ଥାନୀୟ ବଜାର…

7 years ago

ତାଲା ପକାଇଲେ ଚାଷୀ, ଧାନକିଣା ବନ୍ଦ

ଭଦ୍ରକ ଅଫିସ, ୨୪ା୧୨- ଭଦ୍ରକ ବ୍ଲକ ବ୍ରହ୍ମପୁର ସେବା ସମବାୟ ସମିତିରେ ମଙ୍ଗଳବାର ଚାଷୀମାନେ ତାଲା ପକାଇ ଆନ୍ଦୋଳନ କରିଥିଲେ। ଫଳରେ ସେଠାରେ ଧାନକିଣା ପ୍ରକ୍ରିୟା ଆରମ୍ଭ…

7 years ago

ସରକାରୀ ମଦ ଦୋକାନ ବିରୋଧରେ ଜିଲାପାଳଙ୍କୁ ଭେଟିଲେ ମହିଳା

ଭଦ୍ରକ ଅଫିସ, ୨୪ା୧୨- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଖଦାଳପୋଖରୀ ଓ ତୋଟାପଡ଼ା ପଞ୍ଚାୟତର ଏକ ସରକାରୀ ମଦ ଦୋକାନ ଖୋଲାଯାଉଥିବା ଜାଣି ସ୍ବୟଂ ସହାୟିକା…

7 years ago

ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟ ନିର୍ମାଣକୁ ବିରୋଧ, ଶିଳାନ୍ୟାସ କାର୍ଯ୍ୟକ୍ରମ ବାତିଲ

ଉଦଳା,୨୪ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ସହରରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ନିର୍ମାଣ ହେବାକୁ ଥିବା ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟକୁ ସ୍ଥାନୀୟ ବାସିନ୍ଦା ବିରୋଧ କରିଛନ୍ତି। ଫଳରେ ମଙ୍ଗଳବାର…

7 years ago

କପ୍ତିପଦା ବ୍ଲକ୍‌ ଆଗରେ ବିକ୍ଷୋଭ

କପ୍ତିପଦା,୨୪ା୧୨(ଡ଼ି.ଏନ୍‌.ଏ.)- ଅଲ୍‌ ଇଣ୍ଡିଆ ଡେମୋକ୍ରାଟିକ୍‌ ଯୁବ ସଂଗଠନ, ଅଲ୍‌ ଇଣ୍ଡିଆ ଛାତ୍ର ସଂଗଠନ ଏବଂ ମହିଳା ସଂଗଠନର ମିଳିତ ଆନୁକୂଲ୍ୟରେ ଛାତ୍ର, ଯୁବକ, ମହିଳାମାନଙ୍କର ସମସ୍ୟା ନେଇ…

7 years ago

ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତା: ଶୁଭମ୍‌, ଆଦିତ୍ୟ ଚାମ୍ପିୟନ

ବାଲେଶ୍ୱର ଅଫିସ,୨୪।୧୨-ବାଲେଶ୍ୱର ଏକ ଘରୋଇ ପବ୍ଲିକ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଥିବା ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାରେ ଫକୀରମୋହନ କନିଷ୍ଠ ମହାବିଦ୍ୟାଳୟର ଯୁକ୍ତ ୨ ପ୍ରଥମବର୍ଷ ବିଜ୍ଞାନ ଛାତ୍ର…

7 years ago

ଆଇଟିଆର୍‌ ଲଞ୍ଚପ୍ୟାଡ୍‌ରୁ ‘ପିନାକା’ର ୩ଥର ବ୍ୟବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୪।୧୨-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍‌) ୩ ନମ୍ବର ଲଞ୍ଚପ୍ୟାଡ୍‌ରୁ ମଙ୍ଗଳବାର ବହୁମୁଖୀ ରକେଟ ଲଞ୍ଚର ‘ପିନାକା’ର ୩ଥର ପରୀକ୍ଷଣ କରାଯାଇଛି। ଏସବୁ ପରୀକ୍ଷଣ…

7 years ago

କର୍ନାଟକରୁ ପ୍ରାପ୍ୟ ନ ପାଇ ଫେରିଲେ ଶ୍ରମିକ: ଠିକାଦାର, ୩ ସହଯୋଗୀଙ୍କ ବିରୋଧରେ ଅଭିଯୋଗ

ହିଞ୍ଜିଳିକାଟୁ,୨୪ା୧୨(ଡ଼ି.ଏନ୍‌.ଏ.)- ଜଣେ ଠିକାଦାର ଓ ତାଙ୍କ ୩ ସହଯୋଗୀଙ୍କ କଥାରେ ଅଧିକ ଅର୍ଥ ଲୋଭରେ ପଡ଼ି ଜିଲାର ବିଭିନ୍ନ ଅଞ୍ଚଳରୁ ୬୦ରୁ ଉର୍ଦ୍ଧ୍ୱ ଶ୍ରମିକ କର୍ନାଟକ ରାଜ୍ୟକୁ…

7 years ago

ଗୋପାଳପୁର ବେଳାଭୂମି ମହୋତ୍ସବ ଉଦ୍‌ଘାଟିତ: ଯୋଗଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ, ୨୪।୧୨- ଗୋପାଳପୁର ବେଳାଭୂମି ପରିସରରେ ଆୟୋଜିତ ଗୋପାଳପୁର ବେଳାଭୂମି ମହୋତ୍ସବ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ୫ ଦିନଧରି ଚାଲିବାକୁ ଥିବା ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ…

7 years ago

ବାଇକ୍‌କୁ ପିଟିଲା ଟ୍ରକ୍‌: ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ସରଣ୍ଡା,୨୪।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ସମ୍ବଲପୁର-ବରଗଡ଼ ୫୩ନଂ. ଜାତୀୟ ରାଜପଥର ଅତାବିରା ଷ୍ଟେଟ୍‌ ବ୍ୟାଙ୍କ ସମ୍ମୁଖରେ ମଙ୍ଗଳବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ…

7 years ago