ଆମ ଜିଲା ଖବର

ହତ୍ୟା ଅଭିଯୁକ୍ତ ୩ ବର୍ଷ ପରେ ଗିରଫ

ନୟାଗଡ଼ ଅଫିସ,୨୧ା୧୦: ୩ ବର୍ଷ ତଳେ ହତ୍ୟାକାଣ୍ଡ ଘଟାଇ ଫେରାର ଥିବା ଜଣେ ଯୁବକଙ୍କୁ ଟାଉନ ଥାନା ପୋଲିସ ଶନିବାର ଗିରଫ କରିଛି। ସେ ହେଲେ ଦୁର୍ଗାପ୍ରସାଦ…

7 years ago

ପ୍ରସୂତି ଗୃହ ନିର୍ମାଣରେ ଅନିୟମିତତା

ଖଇରା, ୨୧।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ପ୍ରଦତ୍ତ ୨୦ଲକ୍ଷ ଟଙ୍କା ଅନୁଦାନରେ ପ୍ରସୂତି ଗୃହ ନିର୍ମାଣ କାର୍ଯ୍ୟ ଚାଲିଛି।…

7 years ago

କୋଚିଳା ନଦୀବନ୍ଧରେ ଫାଟ

ଧାମନଗର, ୨୧।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ପଧାନୀ ପଞ୍ଚାୟତର ଉପର ଶଇଲୋ ନିକଟ କୋଚିଳା ନଦୀବନ୍ଧରେ ଫାଟ ସୃଷ୍ଟି ହୋଇଛି। ଏହାକୁ ନେଇ ସ୍ଥାନୀୟ…

7 years ago

ଟଙ୍କା ନ ଦେଲେ ମିଳୁନି କାର୍ଯ୍ୟାଦେଶ

ପରଜଙ୍ଗ, ୨୧।୧୦(ଡି.ଏନ.ଏ.) ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅର୍ଥ କାରବାର ହେଉଥିବା ଅଭିଯୋଗ ହୋଇଛି। ଟଙ୍କା ନ ଦେଲେ କାର୍ଯ୍ୟାଦେଶ ଦିଆଯାଉନାହିଁ। ଏ ନେଇ…

7 years ago

ଚିକିଛା ଅଭାବୁ ମୁରତୁ ସଂଗେ ଯୁଝୁଛନ୍‌ ହରିଦାସ

କଣ୍ଟାବାଞ୍ଜି, ୨୦ା୧୦(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଫରେଷ୍ଟ ରେଞ୍ଜରେ ହରିଦାସ ଭୁଏ ପାରା ପ୍ରୋଟେକ୍ସନ ଫୋର୍ସରେ ୨୦୦୨ ସାଲୁ ଚାକରି କରୁଥିଲେ। ତାକର ଜମିବାଡି ବଲି କିଛି…

7 years ago

ଘରପୋଡ଼ି ମାମଲାରେ ଯୁବକଙ୍କୁ ୮ବର୍ଷ ଜେଲ

ନୟାଗଡ଼ ଅଫିସ,୨୧ା୧୦: ନୟାଗଡ଼ ଜିଲା ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ମାନସ କୁମାର ପଣ୍ଡା ଶନିବାର ଦଶପଲ୍ଲା କ୍ୟାମ୍ପ କୋର୍ଟରେ ଏକ ଘରପୋଡ଼ି ମାମଲାର ବିଚାର କରି ଜଣେ…

7 years ago

ଅସହାୟ ୬ ଅନାଥ ଭଉଣୀ ଭାଇ

ବଡ଼ସାହି,୨୧ା୧୦(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ମୁଖ୍ୟାଳୟଠାରୁ ମାତ୍ର ୫ କି.ମି. ଦୂର ବଳଭଦ୍ରପୁର ଗ୍ରାମରେ ଦୁଇ ପରିବାରର ୬ ଅନାଥ ପିଲା ଏବେ ଅସହାୟ ଅବସ୍ଥାରେ ଦିନ ବିତାଉଛନ୍ତି।…

7 years ago

ଟ୍ରକ୍‌ କରିଡର ଏବେ ମରଣଯନ୍ତା :ହାତ ଟେକିଦେଇଛନ୍ତି ଜାତୀୟ ରାଜପଥ କର୍ତ୍ତୃପକ୍ଷ

ପାରାଦୀପ,୨୧।୧୦(ଡି.ଏନ୍‌.ଏ.): ପାରାଦୀପର ଅଠରବାଙ୍କିଠାରୁ ଦୋଛକି ପର୍ଯ୍ୟନ୍ତ ୪ କି.ମି. ଟ୍ରକ୍‌ କରିଡର (ଟ୍ରକ୍‌ ଚଳାଚଳ କରୁଥିବା ରାସ୍ତା) ଏବେ ମରଣଯନ୍ତା ପାଲଟିଛି। ରାସ୍ତାଟି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଥିବା…

7 years ago

ନକଲି ବନ୍ଧୁକ ଜବତ,୩ ଅଭିଯୁକ୍ତ ଗିରଫ

ବାଙ୍ଗିରିପୋଷି,୨୧ା୧୦(ଡି.ଏନ୍‌.ଏ.): ବାଙ୍ଗିରିପୋଷି ଥାନା ପୋଲିସ ରବିବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ଏକ ନକଲି ବନ୍ଧୁକ ଜବତ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ୩ ଜଣ…

7 years ago

ରାଜନୀତି ମାନବଧର୍ମୀ ହେବା ଜରୁରୀ : ଶଙ୍କରାଚାର୍ଯ୍ୟ

ଭୋଗରାଇ, ୨୧।୧୦(ଡି.ଏନ.ଏ.)-ଦିଶାହୀନ ରାଜନୀତି ଆମ ଦେଶକୁ କଳୁଷିତ କରୁଛି। ଅତ୍ୟାଧୁନିକ ଯୁଗରେ ଶାସନତନ୍ତ୍ର ବିଶ୍ୱସ୍ତ ଓ କ୍ରିୟାଶୀଳ ହେବାରେ ସକ୍ଷମ ହେଉନାହିଁ। ଯାହାକି ଆମ ସଂସ୍କୃତି ଉପରେ…

7 years ago