ଆମ ଜିଲା ଖବର

ଭ୍ୟାନିଟ୍‌ ଝାମ୍ପିନେଲେ ଲୁଟେରା, ଗାଡିରୁ ପଡି ମହିଳା ଗୁରୁତର

ନୂଆଗାଁ,୧୪।୯ (ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ଥାନା ମାଇଛେଳି ନିକଟସ୍ଥ ରାଇଖମଣ ବାଙ୍କଠାରେ ମଙ୍ଗଳବାର ସନ୍ଧ୍ୟାରେ ବାଇକ୍‌ରେ ଯାଉଥିବା ଜଣେ ମହିଳାଙ୍କ ଠାରୁ ଲୁଟେରା ମାନେ ଭ୍ୟାନିଟ୍‌…

7 years ago

ଚିନିକଳ ପାଇଁ ଦ୍ୱିତୀୟ ବୈଠକ: କଡ଼ାକଡ଼ି କରାଯିବ ସୁରକ୍ଷା ବ୍ୟବସ୍ଥା

ନୟାଗଡ଼ ଅଫିସ,୧୪ା୯: ନୟାଗଡ଼ ଜିଲାରେ ବନ୍ଦ ହୋଇ ପଡ଼ିଥିବା ଏକମାତ୍ର ଶିଳ୍ପ ଚିନିକଳକୁ ଖୋଲିବା ନିମନ୍ତେ ଶୁକ୍ରବାର ସନ୍ଧ୍ୟାରେ ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ଦ୍ୱିତୀୟ ବୈଠକ ଅନୁଷ୍ଠିତ…

7 years ago

ଶ୍ରେଣୀଗୃହର ପୁନୁରୁଦ୍ଧାର ଦାବି: ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ନୟାଗଡ଼ ଅଫିସ,୧୪ା୯: ଦିନେ ନୁହେଁ କି ଦୁଇ ଦିନ ନୁହେଁ ୭ ବର୍ଷ ହେଲାଣି ବିପଦସଙ୍କୁଳ ଶ୍ରେଣୀଗୃହରେ ପାଠ ପଢ଼ୁଛନ୍ତି କୋମଳମତି ଛାତ୍ରୀଛାତ୍ର। ବିଦ୍ୟାଳୟ ଶ୍ରେଣୀଗୃହର ପୁନୁରୁଦ୍ଧାର…

7 years ago

ହାଇକୋର୍ଟରେ ବାରବାଟୀ-କଟକ ବିଧାନସଭା ନିର୍ବାଚନ ମାମଲା: ଜବାବ ଦାଖଲ ପାଇଁ ମହଲତ ନେଲେ ବିଧାୟକ

କଟକ ଅଫିସ,୧୪ା୯: ବାରବାଟୀ-କଟକ ବିଧାନସଭା ନିର୍ବାଚନକୁ ନେଇ ହାଇକୋର୍ଟରେ ଚାଲିଥିବା ମାମଲାରେ ବିଧାୟକ ମହମ୍ମଦ ମୋକିମ ଶୁକ୍ରବାର ଜବାବ ଦାଖଲ ପାଇଁ ଅଦାଲତଙ୍କଠାରୁ ମହଲତ ନେଇଛନ୍ତି। ତେବେ…

7 years ago

ମହିଳା କର୍ମଚାରୀଙ୍କୁ ନିର୍ଯାତନା ଘଟଣା: ଫରେଷ୍ଟର ଗିରଫ

ଚୌଦ୍ୱାର,୧୪ା୯(ଡି.ଏନ୍‌.ଏ.): ଜଣେ କାର୍ଯ୍ୟରତ ମହିଳା କର୍ମଚାରୀଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଶୁକ୍ରବାର ଚୌଦ୍ୱାର ପୋଲିସ ଫରେଷ୍ଟର ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନା…

7 years ago

ସିଏମସି ପକ୍ଷରୁ ଜବରଦଖଲ ଉଚ୍ଛେଦ: ଭଙ୍ଗାଗଲା ଗୋବର୍ଦ୍ଧନ ଗୋ-ଧାମ

କଟକ ଅଫିସ, ୧୪ା୯: କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗୁରୁବାର ମଙ୍ଗଳାବାଗସ୍ଥିତ ଗୋବର୍ଦ୍ଧନ ଗୋ-ଧାମ ପରିଦର୍ଶନ କରିଥିଲେ। ଗୋମାତାଙ୍କୁ ଏଠାରେ କିଭଳି ରଖା ଯାଉଛି ଏବଂ ସେମାନଙ୍କ…

7 years ago

ପୋଖରୀରେ ଓଲଟିଲା ମିନିବସ୍‌: ଡ୍ରାଇଭରଙ୍କ ସମେତ ୧୩ ଆହତ

ପରଜଙ୍ଗ, ୧୪।୯(ଡି.ଏନ.ଏ.) - ଢେଙ୍କାନାଳ ଜିଲା ୫୩ନଂ. ଜାତୀୟ ରାଜପଥର ପରଜଙ୍ଗ ଗଁ। ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ମିନିବସ୍‌ (ନଂ. ଓଡ଼ି ୩୫ ବି ୩୪୨୬)…

7 years ago

ଶାରଦୀୟ ପାର୍ବଣ ପୂଜା ପାଇଁ ପ୍ରସ୍ତୁତି ବୈଠକ

କାକଟପୁର, ୧୪ା୯(ଡି.ଏନ୍‌.ଏ.): ପାଖେଇ ଆସୁଛି ଆଶ୍ୱୀନ ମାସ। ମା’ ମଙ୍ଗଳାଙ୍କ ଶାରଦୀୟ ପାର୍ବଣ ପୂଜା। ପୂଜା କିପରି ଶାନ୍ତି ଶୃଙ୍ଖଳାର ସହିତ ଶେଷ ହେବ ଏଥିନେଇ ଶୁକ୍ରବାର…

7 years ago

ବ୍ରାହ୍ମଣୀରୁ ଉଦ୍ଧାର ମୃତଦେହକୁ ନେଇ ବିବାଦ: ଗୋଟିଏ ମୃତଦେହ, ଦୁଇ ଦାବିଦାର

ଭୁବନ/ପରଜଙ୍ଗ, ୧୪ା୯(ଡି.ଏନ.ଏ.) - ଢେଙ୍କାନାଳ ଜିଲା ଭୁବନ ଥାନା ଓଢ଼ଣା-ମାଳପୁରା ଗ୍ରାମ ନିକଟରେ ପ୍ରବାହିତ ବ୍ରାହ୍ମଣୀ ନଦୀରୁ ଶୁକ୍ରବାର ଉଦ୍ଧାର ହୋଇଥିବା ଏକ ମୃତଦେହକୁ ନେଇ ଦେଖାଦେଇଛି…

7 years ago

ଏରସମା ଫାଶୀ ଦଣ୍ଡାଦେଶ ମାମଲା: ୨୬ରେ ରାୟ ଦେବେ ହାଇକୋର୍ଟ

କଟକ ଅଫିସ, ୧୪ା୯: ଜଗତସିଂହପୁର ଜିଲା ଏରସମା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାରେ ଅଭିଯୁକ୍ତ ଲବ ମାନ୍ନା ଓରଫ କାଳିଆଙ୍କୁ ଜଗତସିଂହପୁର ଅତିରିକ୍ତ…

7 years ago