ବଇଣ୍ଡା,୧୭।୧୦(ଡି.ଏନ.ଏ.)- ସାଙ୍ଗମାନଙ୍କ ସହ ଖେଳୁଥିବାବେଳେ ପଡିଯାଇ ପେଟରେ ଆଘାତ ପାଇଥିଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମର ସନ୍ତୋଷ ସାହୁ (୩୦)। ଜିଲା ମୁଖ୍ୟ ଚିକିତ୍ସାଳୟ…
ଢେଙ୍କାନାଳ ଅଫିସ, ୧୮।୧୦- କୁମାର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଛି ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜା। ଐତିହ୍ୟ, ପରମ୍ପରା ଏବଂ କିମ୍ବଦନ୍ତୀକୁ ଆଧାର କରି ହେଉଥିବା ଏହି ପୂଜା ଉତ୍ସବ…
ବଅଁରପାଳ, ୧୭।୧୦ (ଡି.ଏନ୍.ଏ.)- ଅନୁଗୋଳ ଜିଲାରେ ଥିବା ନବରତ୍ନ ପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍କୋ ବିଦ୍ୟୁତ୍ ପ୍ରକଳ୍ପରେ କୋଇଲା ସଙ୍କଟ ଲାଗି ରହିଛି। ଗତ ୭ ସପ୍ତାହ…
ଅନୁଗୋଳ ଅଫିସ, ୧୭ା୧୦- ଅନୁଗୋଳ ପୌରପାଳିକାରେ କାର୍ଯ୍ୟରତ କର୍ମଚାରୀଙ୍କ ଦରମାରୁ ପ୍ରତି ମାସରେ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ୍) ବାବଦ ଅର୍ଥ କଟୁଛି। କିନ୍ତୁ କଟାଯାଉଥିବା ଅର୍ଥକୁ…
ଅନୁଗୋଳ ଅଫିସ, ୧୭।୧୦- ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତରେ ୩ଟି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗର ତଦନ୍ତ ରିପୋର୍ଟ ଆସିବା ପରେ ଉକ୍ତ ପଞ୍ଚାୟତ ନିର୍ବାହୀ…
ଯାଜପୁର ରୋଡ଼, ୧୮ା୧୦ (ନି.ପ୍ର.): ଯାଜପୁର ରୋଡ୍ସ୍ଥିତ ନରସିଂହ ଚୌଧୁରୀ ଉଚ୍ଚ ବିଦ୍ୟାଳୟ ବିଭିନ୍ନ ଅବ୍ୟବସ୍ଥା ଦେଇ ଗତି କରୁଛି। ବିଦ୍ୟାଳୟର ଜମିରେ ଅଣ ଓଡ଼ିଆଙ୍କ ଜବର…
ଧର୍ମଶାଳା,୧୮।୧୦(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁରର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ବୁଧବାର ସନ୍ଦେହଜନକ ମୃତ୍ୟୁ ଘଟଣାରେ ଧର୍ମଶାଳା ପୋଲିସ ଗୁରୁବାର ସରପଞ୍ଚଙ୍କ ସ୍ବାମୀ…
ଖଲ୍ଲିକୋଟ,୧୮ା୧୦(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଡ଼ିମିରିଆ ପଞ୍ଚାୟତ ପାନନୂଆଗଁାରେ ବୁଧବାର ରାତିରେ କୋଠିଶାଳ ଯାତ୍ରା କୁମ୍ଭବୁଡ଼ା ସମୟରେ ପୂର୍ବ ଶତ୍ରୁତାକୁ ନେଇ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଦୁଇ…
ବ୍ରହ୍ମପୁର ଅଫିସ୍,୧୮ା୧୦- ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ ଉପରେ ଦକ୍ଷିଣ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶର ରୋଗୀମାନେ ନିର୍ଭର କରୁଛନ୍ତି। ବିଭିନ୍ନ ଯୋଜନାରେ ସରକାର…
ବ୍ରହ୍ମପୁର ଅଫିସ,୧୮ା୧୦- ଛାତ୍ରୀଛାତ୍ରଙ୍କୁ ନିଜ ଅଞ୍ଚଳ ମଧ୍ୟରେ ଆପ୍ରେଣ୍ଟିସ୍ସିପ୍ ତାଲିମ ପ୍ରଦାନ କରାଇବାକୁ ନେଇ ବ୍ରହ୍ମପୁର ଆଇଟିଆଇ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଆରମ୍ଭ ହୋଇଛି ା ଏନେଇ…