ଆମ ଜିଲା ଖବର

ମଣ୍ଡିରେ ତାଲା ପକାଇ ଧାରଣା ଦେଲେ ଚାଷୀ

ବରଗଡ଼ ଅଫିସ,୨୧।୧୨: ବରଗଡ଼ ଜିଲାରେ ଧାନ କିଣାବିକା ସମ୍ପୂର୍ଣ୍ଣ ଭାବେ ସ୍ବାଭାବିକ ହୋଇପାରିନାହିଁ। ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଟୋକନ ମିଳିପାରିନାହିଁ। ସେହିଭଳି ଧାନଚାଷ ହୋଇଥିଲେ ସୁଦ୍ଧା…

7 years ago

ରାସ୍ତା ନିର୍ମାଣ ଦାବିରେ ଜିଲାପାଳଙ୍କ ଅଫିସ ଆଗରେ ଗ୍ରାମବାସୀଙ୍କ ବିକ୍ଷୋଭ

ବରଗଡ଼ ଅଫିସ,୨୧।୧୨: ବରଗଡ଼ ଜୀରାନଦୀରେ ପୋଲ ନିର୍ମାଣ ଦୁଇବର୍ଷ ତଳୁ ସରିଛି। ମାତ୍ର ରାସ୍ତା ନିର୍ମାଣ ହୋଇ ପାରି ନାହିଁ। ଫଳରେ ଏପର୍ଯ୍ୟନ୍ତ ପୋଲ ନିର୍ମାଣର କୌଣସି…

7 years ago

ବାରବାଟୀରେ ଭାରତୀୟ ଦଳର ଅଭ୍ୟାସ: କୋହଲିଙ୍କୁ ଦେଖିବାକୁ ଦର୍ଶକଙ୍କ ପ୍ରବଳ ଭିଡ଼

କଟକ ଅଫିସ,୨୧।୧୨: ରବିବାର ବାରବାଟୀରେ ଖେଳାଯିବ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ଦିନିକିଆ କ୍ରିକେଟ ସିରିଜର ଅନ୍ତିମ ତଥା ନିର୍ଣ୍ଣାୟକ ମ୍ୟାଚ୍‌। ଏହା ପୂର୍ବରୁ ଶନିବାର…

7 years ago

କେନ୍ଦ୍ରାପଡ଼ାରେ ସିଏଏ, ଏନ୍‌ଆର୍‌ସିକୁ ବିରୋଧ: ଶୋଭାଯାତ୍ରା ପାଇଁ ଅନୁମତି ନ ଦେବାରୁ ଉତ୍ତେଜନା

କେନ୍ଦ୍ରାପଡ଼ା ଅଫିସ,୨୧।୧୨: କେନ୍ଦ୍ରାପଡ଼ା ଜିଲାର ମୁସଲମାନ ଓ ଦଳିତ ମହାସଂଘ ପକ୍ଷରୁ ସିଏଏ ଓ ଏନ୍‌ଆର୍‌ସିକୁ ଶନିବାର ବିରୋଧ କରାଯାଇଛି। ସକାଳେ ସହରର ନୂଆ ଇଦ୍‌ଗାହ ପଡିଆଠାରୁ…

7 years ago

ମହାପ୍ରଭୁଙ୍କ ସ୍ଥାବର, ଅସ୍ଥାବର ସମ୍ପତ୍ତି: ସୁପ୍ରିମକୋର୍ଟଙ୍କୁ ଦିଆଯିବ ସ୍ବତ୍ୱଲିପି ତଥ୍ୟ

ପୁରୀ ଅଫିସ, ୨୧ା୧୨: ମହାପ୍ରଭୁଙ୍କ ରତ୍ନଅଳଙ୍କାର ସୁରକ୍ଷିତ ଅଛି କି ନାହିଁ ତାକୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚା ହେଉଛିି। ଭିତର ରତ୍ନଭଣ୍ଡାର ଖୋଲିବାକୁ ଦାବି ହେଉଥିବାବେଳେ…

7 years ago

ଗଛ ଲଗାଇଥିଲେ ଏବେ କାଟିଦେଲେ: ୫୭ ନଂ. ଜାତୀୟ ରାଜପଥ କଡ଼ ବୃକ୍ଷଶୂନ୍ୟ

ଖୋର୍ଦ୍ଧା ଅଫିସ/ବୋଲଗଡ, ୨୧ା୧୨ (ଡି.ଏନ.ଏ.): ରାସ୍ତା ପ୍ରଶସ୍ତୀକରଣର ଆଳ ଦେଖାଇ ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥ(ଏନଏଚ୍‌) କଡରୁ କଟା ଚାଲିଛି ଗଛ। ତେବେ ରାସ୍ତା ପ୍ରଶସ୍ତୀକରଣକୁ…

7 years ago

ଅନିଶ୍ଚିତତାରେ ୧୫୦୦ ଚାଷୀ

ଗତ ୨୮ତାରିଖରୁ ଯାଜପୁର ଜିଲାରେ ଖରିଫ ଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ହେଲେ ଜିଲାର ବିଭିନ୍ନ ସ୍ଥାନରେ ଅମଳ ପୂର୍ଣ୍ଣମାତ୍ରାରେ ହୋଇ ନ ଥିବାରୁ…

7 years ago

ଶ୍ରଦ୍ଧାଳୁଙ୍କ ପାଇଁ ୧ ହଜାର କୋଠରି ବିଶିଷ୍ଟ ଭକ୍ତନିବାସ

ପୁରୀ ଅଫିସ, ୨୧ା୧୨: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ପରିଚାଳନା କମିଟି ବୈଠକ ବସିଥିଲା। ଏଥିରେ ଶ୍ରୀମନ୍ଦିର ସଂସ୍କାର ମାମଲାରେ…

7 years ago

ମହାପ୍ରଭୁ ୧୪ ଘଣ୍ଟା ଉପାସରେ ରହିବା ଘଟଣା: ୩ଜଣଙ୍କୁ ନୋଟିସ, ଜାନୁୟାରୀ ୪ରୁ ଶୁଣାଣି

ପୁରୀ ଅଫିସ, ୨୧ା୧୨: ଗତବର୍ଷ ଡିସେମ୍ବର ୨୮ ତାରିଖରେ ଶ୍ରୀମନ୍ଦିରରେ ଘଟିଥିଲା ଚରମ ବିଭ୍ରାଟ। ମହାପ୍ରଭୁ ୧୪ ଘଣ୍ଟା ଭୋକ ଉପାସରେ ରହିଥିଲେ। ତେବେ ଏଥିପାଇଁ ଯେଉଁମାନେ…

7 years ago

ସଙ୍କଟାପନ୍ନ ଅବସ୍ଥାରେ ୪୮ କିଡ୍‌ନୀ ରୋଗୀ

କଟକ ଅଫିସ,୨୧ା୧୨: କଟକ ଏସ୍‌ସିବି ମେଡିକାଲରେ ୪୮ ଜଣ କିଡ୍‌ନୀ ରୋଗୀଙ୍କ ଡାୟାଲିସିସ କରାଯାଉଛି। ମାତ୍ର ଡାୟାଲିସିସ୍‌ ପାଇଁ ଆବଶ୍ୟକ ଫ୍ଲୁଇଡ୍‌ ଏବେ ଏସ୍‌ସିବି ମେଡିକାଲରେ ମାଗଣାରେ…

7 years ago