ଆମ ଜିଲା ଖବର

ଶହୀଦ ବିଭୀଷଣ ସାହୁ ସ୍ମାରକୀ କ୍ରିକେଟ : ସେମିରେ ଇଲେଭେନ ଷ୍ଟାର ସୋନପୁର

ଅମରପାଲି, ୧୭।୧୦ (ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପଣ୍ଡିଆପାଲି ଖେଳ ପଡିଆରେ ହେଉଥିବା ୧୦ମ ଶହୀଦ ବିଭୀଷଣ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟର ଚତୁର୍ଥ ଦିବସ…

7 years ago

ସମବାୟ ସମିତି ସଭାପତିଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ଦାବି: ଏସ୍‌ପିଙ୍କୁ ଭେଟିଲେ ପରିବାରବର୍ଗ, ଗ୍ରାମବାସୀ

ସୋନପୁର,୧୭।୧୦(ନି.ପ୍ର.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଖଣ୍ଡହତା ସେବା ସମବାୟ ସମିତି ସଭାପତି ପ୍ରଦୀପ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ୨୮ ଦିନ ବିତିଲାଣି । ପ୍ରଦୀପଙ୍କ…

7 years ago

ଜିଲାସ୍ତରୀୟ ନିଯୁକ୍ତି ମେଳାରେ ୮୧ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି

ବାଲେଶ୍ୱର ଅଫିସ, ୧୭।୧୦-ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଏବଂ ବାଲେଶ୍ୱର ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଗୁରୁବାର ସ୍ଥାନୀୟ ବ୍ରିଟ୍‌ କଲ୍ୟାଣ ମଣ୍ଡପଠାରେ ଜିଲାସ୍ତରୀୟ ନିଯୁକ୍ତି ମେଳା…

7 years ago

ବାଛୁରୀପଡ଼ାରେ ବାଣ କାରଖାନା ଠାବ: ୫ଲକ୍ଷ ଟଙ୍କାର ବିସ୍ଫୋରକ ସାମଗ୍ରୀ ଜବତ, ୨ ଗିରଫ

ରୂପ୍‌ସା,୧୭।୧୦(ଡି.ଏନ.ଏ.)-ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ସୀମାନ୍ତବର୍ତ୍ତୀ ରୂପ୍‌ସା ନିକଟସ୍ଥ ବୈଶିଙ୍ଗା ଥାନା ବାଛୁରୀପଡ଼ା ଗାଁରେ ବେଆଇନ ବାଣ କାରଖାନା ଠାବ ହୋଇଛି। ସ୍ବତନ୍ତ୍ର ପୋଲିସ ଟିମ୍‌ ପକ୍ଷରୁ…

7 years ago

ଯୌତୁକ ଜନିତ ମହିଳାଙ୍କୁ ହତ୍ୟା ଅଭିଯୋଗ: ସ୍ବାମୀ ଅଟକ

ହାଟଡିହୀ,୧୭।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଥାନା ଅଧୀନ ଖଳାଗଡିଆ ଗ୍ରାମର ଜଣେ ମହିଳାଙ୍କୁ ଯୌତୁକ ପାଇଁ ବିଷଦେଇ ହତ୍ୟା କରାଯାଇଥିବା ଗୁରୁବାର ଥାନାରେ ଅଭିଯୋଗ…

7 years ago

ମହିଳାଙ୍କୁ ଯୌନ ଶୋଷଣ, ବ୍ଲାକମେଲିଂ ଅଭିଯୋଗ: କନଷ୍ଟେବଳ କୋର୍ଟଚାଲାଣ

ସାକ୍ଷୀଗୋପାଳ, ୧୭।୧୦(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅଞ୍ଚଳର ଜନୈକା ବିବାହିତା ମହିଳାଙ୍କୁ ଯୌନ ଶୋଷଣ ଓ ବ୍ଲାକମେଲିଂ ଅଭିଯୋଗରେ ଜଣେ ପୋଲିସ କନେଷ୍ଟବଳଙ୍କୁ ବୁଧବାର ଗିରଫ…

7 years ago

ମହିଳାଙ୍କଠାରୁ ସୁନାଚେନ୍‌ ଝାମ୍ପିନେଲେ ଦୁର୍ବୃତ୍ତ

ରାୟଗଡ଼ା ଅଫିସ,୧୭।୧୦: ରାୟଗଡ଼ା ବ୍ୟାଙ୍କ କଲୋନୀର ୩ୟ ଲାଇନରେ ଗୁରୁବାର ଜି. ମାଙ୍ଗେୟାମା ନାମକ ଜଣେ ମହିଳା ବଜାରରୁ କ୍ଷୀର ନେଇ ଆସୁଥିବା ସମୟରେ ପଛପଟୁ ୨…

7 years ago

ବିଜେପୁର ବ୍ଲକରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ଶେଷ, ମନମୋହିଲା ଚିୟର୍‌ ଗାର୍ଲଙ୍କ ନୃତ୍ୟ

ବିଜେପୁର,୧୭।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକରେ ଉପ ନିର୍ବାଚନ ପ୍ରଚାରର ଶେଷ ସ୍ପର୍ଶ ଦେବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଗୁରୁବାର ଲାଉମୁଣ୍ଡା ଷ୍ଟାଡିୟମରେ ଓହ୍ଲାଇ…

7 years ago

ଅଧ୍ୟାପକ ପଦବୀ ପୂରଣ ଦାବିରେ ଧାରଣା : ପ୍ରତିଶ୍ରୁତି ପରେ ଓହରିଲେ ଛାତ୍ରୀଛାତ୍ର

କୋରୁକୋଣ୍ଡା,୧୭।୧୦: ମାଲକାନଗିରି ଜିଲା ବାଲିମେଳା ବିଜ୍ଞାନ ଓ ବୈଷୟିକ ମହାବିଦ୍ୟାଳୟର ଛାତ୍ରୀଛାତ୍ର ଗୁରୁବାର ଧାରଣାରେ ବସିଥିଲେ। କଲେଜରେ ଅଧ୍ୟାପକ ପଦବୀ ଖାଲି ପଡ଼ିଥିବା ହେତୁ ପାଠପଢ଼ାରେ ବାଧା…

7 years ago

ଖେଳୁଥିବା ବେଳେ ଗଛଡ଼ାଳ ଛିଡ଼ି ପଡ଼ିଲା: ଦ୍ୱିତୀୟ ଶ୍ରେଣୀ ଛାତ୍ର ମୃତ; ସ୍କୁଲରେ ଶିକ୍ଷକଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ନିରାକାରପୁର,୧୭ା୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ଏକାଡେମୀ ସ୍କୁଲରେ ଗୁରୁବାର ଏକ ଅଘଟଣ ଘଟିଛି। ସ୍କୁଲ ପରିସର ମଧ୍ୟରେ ଥିବା ଏକ ଆମ୍ବ ଗଛର ଶୁଖିଲା…

7 years ago