ଆମ ଜିଲା ଖବର

୪ର୍ଥ ଦିନରେ ଲକ୍ଷ୍ମୀ ପୂଜାଉତ୍ସବ; ବଢୁଛି ଭିଡ଼, ଜମୁଛି ପୂଜା

ଢେଙ୍କାନାଳ ଅଫିସ, ୧୭।୧୦:  କୁମାର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଛି ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜା। ଐତିହ୍ୟ, ପରମ୍ପରା ଏବଂ କିମ୍ବଦନ୍ତୀକୁ ଆଧାର କରି ହେଉଥିବା ଏହି ପୂଜା ଉତ୍ସବ ସାରା…

7 years ago

ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ

କଳିଙ୍ଗନଗର,୧୭।୧୦(ଡି.ଏନ୍‌.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖ୍ୟ ଡାକ୍ତରଖାନା ପାଲଟିଥିବା ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଶିଳ୍ପାଞ୍ଚଳରେ ଥିବା ୧୦ କାରଖାନାରେ ନିୟୋଜିତ ପ୍ରାୟ ୬୦…

7 years ago

ମୈଥାନ ଇସ୍ପାତ କାରଖାନାରେ ଶ୍ରମିକ ଅଶାନ୍ତି: ବକେୟା ଦରମା ଦାବିରେ ରାସ୍ତା ଅବରୋଧ

କଳିଙ୍ଗନଗର,୧୭।୧୦(ଡି.ଏନ୍‌.ଏ.): କଳିଙ୍ଗନଗରସ୍ଥିତ ମୈଇଥାନ ମେସ୍କୋ କାରଖାନାର ଶ୍ରମିକମାନେ ବକେୟା ଦରମା ଦାବିରେ ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। କାରଖାନା ପକ୍ଷରୁ ଶ୍ରମିକଙ୍କୁ ୯ ମାସର ବକେୟା ପାଉଣା ଏବଂ…

7 years ago

ଧରିତ୍ରୀ ଖବରଦାତାଙ୍କୁ ମରଣାନ୍ତକ ଆକ୍ରମଣ

ପାରଳାଖେମୁଣ୍ଡି/ମୋହନା, ୧୭ା୧୦ (ସ୍ବ.ପ୍ର./ଡି.ଏନ୍‌.ଏ.): ବେଆଇନ ମଦ କାରବାର ବିରୋଧରେ ଖବର ସଂଗ୍ରହ କରିବା ବେଳେ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି ଗଜପତି ଜିଲା ଚନ୍ଦ୍ରଗିରିର ‘ଧରିତ୍ରୀ’ ଖବରଦାତା…

7 years ago

କାଳୀପୂଜା ପ୍ରସ୍ତୁତି ବୈଠକ: ପ୍ଲାଷ୍ଟିକମୁକ୍ତ ପୂଜା ମଣ୍ଡପ ନିଷ୍ପତ୍ତି

ଯାଜପୁର ରୋଡ, ୧୭।୧୦(ନି.ପ୍ର.): ଯାଜପୁର ରୋଡ ସହରରେ କାଳୀପୂଜା ଉତ୍ସବକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବା ନେଇ ବୁଧବାର ଜିଲା ପ୍ରଶାସନ ଓ ପୋଲିସ୍‌ ପକ୍ଷରୁ ବୈଠକ…

7 years ago

ଭିନ୍ନକ୍ଷମଙ୍କୁ ମିଳୁନି କାର୍ଯ୍ୟାଦେଶ, ଜିଲାପାଳଙ୍କ ଦ୍ୱାରସ୍ଥ

ଅନୁଗୋଳ ଅଫିସ, ୧୭।୧୦: ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତ କାନ୍ଥରେ ନାମ ଥାଇ ମଧ୍ୟ ହମାମିରାର ଭିନ୍ନକ୍ଷମ ହିତାଧିକାରୀ ଦୟାନିଧି ସାହୁଙ୍କୁ ଗୃହ କାର୍ଯ୍ୟାଦେଶ ପ୍ରଦାନ କରାଯାଉ…

7 years ago

ନୟାଗଡ ଜିଲାରେ ଖାଲି ପଡ଼ିଛି ୧୦୬ ଡାକ୍ତର ପଦବୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ ନାହାନ୍ତି ୨୯ ଡାକ୍ତର

ନୟାଗଡ଼ ଅଫିସ,୧୭।୧୦: ରାଜ୍ୟର ବିଭିନ୍ନ ମେଡିକାଲ୍‌ରେ ମୋ ସରକାର କାର୍ଯ୍ୟକ୍ରମ କିପରି ଭାବେ ତୃଣମୂଳସ୍ତରରେ କାର୍ଯ୍ୟକ୍ଷମ ହେଉଛି ତାହାର ସ୍ଥିତି ପରଖୁଛନ୍ତି ୫-ଟି ସଚିବ ଓ ଅନ୍ୟ…

7 years ago

ଆବାସ ଯୋଜନାରେ ଦୁର୍ନୀତି ଘଟଣା; ପିଇଓଙ୍କୁ କାରଣ ଦର୍ଶାଅ ନୋଟିସ

ଅନୁଗୋଳ ଅଫିସ, ୧୭।୧୦: ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତରେ ୩ଟି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗର ତଦନ୍ତ ରିପୋର୍ଟ ଆସିବା ପରେ ଉକ୍ତ ପଞ୍ଚାୟତ ନିର୍ବାହୀ…

7 years ago

ଦାଦନ୍‌ ଦୁଖ: ଆପ୍‌ନେ ଆରପାରେ, ପଲିଥିନ୍‌ ତଲେ ପରିବାର

ପୁରୁଣାକଟକ,୧୭।୧୦(ଡି.ଏନ୍‌.ଏ.)-  ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ପଁଚେତ୍‌ ଅଧୀନ କମଳପୁର ଗଁାର ଭିକୁ ହଂସ(୩୪)। ସେ ବାଙ୍ଗାଲୋରକେ ଦାଦନ୍‌ ଖଟିଯାଇ ଶୋଭା ଲିମିଟେଡ୍‌ କମ୍ପାନୀରେ ମାର୍ବଲ…

7 years ago

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ନିର୍ମାଣ ହେବ ୧୦୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ

ନୟାଗଡ଼ ଅଫିସ,୧୭।୧୦: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ନିର୍ମାଣ ହେବ ୧୦୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହି…

7 years ago