ଆମ ଜିଲା ଖବର

ମୋବାଇଲ ଫୋନ ବ୍ୟବହାର କଲେ ଜରିମାନା ଦେବେ ଛାତ୍ରୀ

ଭଞ୍ଜନଗର,୧୦ା୯(ଡି.ଏନ.ଏ.)- ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)ର ବାର୍ଷିକ ଯୋଜନା ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷା…

7 years ago

ଭଣ୍ଡାରିପୋଖରୀ ବଜାରର ୫୦ ବ୍ୟବସାୟୀଙ୍କୁ ଉଚ୍ଛେଦ

ଭଣ୍ଡାରିପୋଖରୀ, ୧୦ା୯(ଡି.ଏନ୍‌.ଏ.)-ଭଦ୍ରକ ଜିଲା ଦେଇ ଯାଇଥିବା ୧୬ ନଂ ଜାତୀୟ ରାଜପଥ ପ୍ରଶସ୍ତୀକରଣ କାର୍ଯ୍ୟ ଚାଲିଥିବାରୁ ଭଣ୍ଡାରିପୋଖରୀ ବଜାରର ବହୁ ଅଂଶକୁ ଭାଙ୍ଗି ଦିଆଯାଇଛି। ଗତ ଶନିବାରଠାରୁ…

7 years ago

ନାବାଳିକାଙ୍କୁ ବଳାତ୍କାର ମାମଲା: ୬ ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲଦଣ୍ଡ

କେନ୍ଦୁଝର, ୧୦ା୯(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ବଡବିଲ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ମଙ୍ଗଳବାର କେନ୍ଦୁଝର ଅତିରିକ୍ତ ଜିଲା ଓ ସ୍ବତନ୍ତ୍ର ବିଚାରପତି ଲୋକନାଥ ସାହୁ ୬…

7 years ago

ଜ୍ୱର, ବାନ୍ତିରେ ୩୭ ଛାତ୍ରୀଛାତ୍ର ଆକ୍ରାନ୍ତ: ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ବାଲେଶ୍ୱର ଅଫିସ, ୧୦।୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ବର୍ଦ୍ଧନପୁର ପଞ୍ଚାୟତ ନିଧିପଡ଼ା ଗ୍ରାମରେ ଥିବା ଆଦିବାସୀ କଲ୍ୟାଣ ବିଭାଗର ନିଧିପଡ଼ା ସେବାଶ୍ରମ ସ୍କୁଲ୍‌ର ୩୭ ଛାତ୍ରୀଛାତ୍ରଙ୍କୁ ମଙ୍ଗଳବାର…

7 years ago

ଶିଶୁଙ୍କ ଜଳଖିଆରେ ପୋକ ଘଟଣା: ସାନଖୁଡ଼ି-୨ ଅଙ୍ଗନୱାଡ଼ି କେନ୍ଦ୍ର ସମ୍ମୁଖରେ ମହିଳାଙ୍କ ବିକ୍ଷୋଭ

ରୂପ୍‌ସା, ୧୦।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ସାନଖୁଡ଼ି-୨ ଅଙ୍ଗନୱାଡ଼ି କେନ୍ଦ୍ରରେ ଉତ୍ତେଜନା ଲାଗି ରହିଛି। ଗତ ୭ତାରିଖରେ ଶିଶୁଙ୍କୁ ଦିଆଯାଇଥିବା ଜଳଖିଆରେ ପୋକ ବାହାରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ…

7 years ago

୫ ଦଫା ଦାବି: ସିଏମ୍‌ସି ସମ୍ମୁଖରେ ବସ୍ତି ବାସିନ୍ଦା ମିଳିତ ମଞ୍ଚର ବିକ୍ଷୋଭ

କଟକ ଅଫିସ, ୧୦।୯: ବସ୍ତି ବାସିନ୍ଦା ମିଳିତ ମଞ୍ଚ ପକ୍ଷରୁ ୫ଦଫା ଦାବି ନେଇ ମଙ୍ଗଳବାର କଟକ ମହାନଗର ନିଗମ (ସିଏମ୍‌ସି) ସମ୍ମୁଖରେ ଗଣ ବିକ୍ଷୋଭ ପ୍ରଦର୍ଶନ…

7 years ago

କୃଷି ତାଲିମ କାର୍ଯ୍ୟକ୍ରମ: କେସିଙ୍ଗାରୁ ଗଲେ ୨୫ ଚାଷୀ

କେସିଙ୍ଗା,୧୦।୯(ଡି.ଏନ୍‌.ଏ.): ଆତ୍ମା ଯୋଜନା କଳାହାଣ୍ଡି ଆନୁକୂଲ୍ୟରେ କେସିଙ୍ଗା ବ୍ଲକର ମହିଳା ଖାଦ୍ୟ ନିରାପତ୍ତା ଦଳର ୮ଜଣ ମହିଳା ଓ ୧୭ ଚାଷୀଙ୍କୁ ବୌଦ୍ଧ ଜିଲାର ପାଲିଝରସ୍ଥିତ ନ୍ୟାସନାଲ…

7 years ago

ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ଜଗତ୍‌ସିଂହପୁର କୋର୍ଟରେ ପ୍ରଥମ ଫାଶୀ ଦଣ୍ଡାଦେଶ

ଜଗତ୍‌ସିଂହପୁର ଅଫିସ,୧୦।୯: ଜଗତ୍‌ସିଂହପୁର ଜିଲା ଏରସମା ଥାନା ଗଡ଼ହରିପୁରରେ ୨୦୧୮ ମାର୍ଚ୍ଚ ମାସରେ ଜନୈକା ନାବାଳୀକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ମାମଲାର ରାୟ ମଙ୍ଗଳବାର…

7 years ago

ଜିରିତାଳ ଗ୍ରାମରୁ ବଜ୍ରକାପ୍ତା ଉଦ୍ଧାର

ବାହାନଗା,୧୦।୯(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ବାହାନଗା ବ୍ଲକ ଜିରିତାଳ ଗ୍ରାମରୁ ମଙ୍ଗଳବାର ଏକ ବଜ୍ରକପ୍ତା ଉଦ୍ଧାର ହୋଇଛି। ସ୍ଥାନୀୟ ଲୋକେ ଏହାକୁ ଉଦ୍ଧାରକରି ବନବିଭାଗକୁ ହସ୍ତାନ୍ତର କରିଛନ୍ତି।

7 years ago

କୋରାପୁଟରେ କଫି ପ୍ରକ୍ରିୟାକରଣ କେନ୍ଦ୍ରର ଉଦ୍‌ଘାଟନ ନେଇ ସମସ୍ତ ପ୍ରସ୍ତୁତି ଶେଷ

କୋରାପୁଟ,୧୦।୯(ସ୍ବ.ପ): କୋରାପୁଟ ଚନ୍ଦନ ପୋଖରୀ ନିକଟରେ ଥିବା କଫି ପ୍ରକ୍ର୍ରିୟାକରଣ କେନ୍ଦ୍ର ଆସନ୍ତା ବୁଧବାର ଉଦ୍‌ଘାଟିତ ହେବାର ରହିଛି। ଏଥିନିମନ୍ତେ କୋରାପୁଟ ଆଇଟିଡିଏ ପକ୍ଷରୁ ସମସ୍ତ ପ୍ରସ୍ତୁତି…

7 years ago