ଆମ ଜିଲା ଖବର

ପୁରୀରେ ଡବଲ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ବିଶୁ, ଟିକି ଆହତ

ପୁରୀ ଅଫିସ,୧୦।୯: ପୁରୀରେ ଡବଲ ଏନ୍‌କାଉଣ୍ଟର ହୋଇଛି। ସୋମବାର ଦୁଇଟି ପୃଥକ ସ୍ଥାନାରେ ଏନ୍‌କାଉଣ୍ଟର ହୋଇଥିବା ବେଳେ ୨ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି। ସେମାନେ ହେଲେ…

7 years ago

ସିନେ କଳାକାରଙ୍କ କାର ଧକ୍କାରେ ଯୁବକ ଗୁରୁତର

ପାତ୍ରପଡ଼ା,୧୦।୯(ଡି.ଏନ୍‌.ଏ.): ଖଣ୍ଡଗିରି ଥାନା ଅନ୍ତର୍ଗତ ଶ୍ୟାମପୁର ନିକଟରେ ସୋମବାର ରାତିରେ ଜଣେ ଓଡ଼ିଆ ସିନେ କଳାକାରଙ୍କ କାର ଧକ୍କାରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ…

7 years ago

ରେଳଷ୍ଟେଶନ ନିକଟରୁ ୪ଲକ୍ଷ ଟଙ୍କାର ଭାଙ୍ଗ ଜବତ

କଟକ ରୋଡ,୧୦।୯(ଡି.ଏନ୍‌.ଏ.) : ଭୁବନେଶ୍ୱର ରେଲଓ୍ବ ଷ୍ଟେଶନ ନିକଟରୁ ରେଲଓ୍ବେ ପ୍ରୋଟେକ୍ସନ ଫୋର୍ସ(ଆରପିଏଫ) ସୋମବାର ୪ ବସ୍ତା ଭାଙ୍ଗ ଜବତ କରିଛି। ପରେ ଏହାକୁ ଭୁବନେଶ୍ୱର ଅବକାରୀ…

7 years ago

ବାହ୍ୟଜଗତରୁ ବିଚ୍ଛିନ୍ନ ୧୩ ଗାଁ

ଖୋର୍ଦ୍ଧା ଅଫିସ,୧୦।୯: ରାଜୁଆ ନଦୀର ଜଳ ମହାନଦୀ ଓ ଚିଲିକାକୁ ନିଷ୍କାସନ ହୋଇ ପାରୁ ନ ଥିବାରୁ ଖୋର୍ଦ୍ଧା ଜିଲାର ଓରବରସିଂହ ଓ ନରଣଗଡ ପଞ୍ଚାୟତର ୧୩ଟି…

7 years ago

ଲୋକନାଥ ମନ୍ଦିର ବେଢାରେ ୨ ଫୁଟର ପାଣି

ପୁରୀ ଅଫିସ, ୧୦।୯: ଶ୍ରୀଲୋକନାଥ ମନ୍ଦିର ବେଢାରେ ଜମିଛି ପ୍ରାୟ ୨ଫୁଟର ପାଣି। ଫଳରେ ପ୍ରଭୁ ଲୋକନାଥଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିବା ଲାଗି ହଟହଟା ହେଉଛନ୍ତି…

7 years ago

ଘରୋଇ କଲେଜ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ:ହତ୍ୟା ଅଭିଯୋଗ ଆଣିଲେ ବାପା

ବଡ଼ମ୍ବା,୯ା୯(ଡି.ଏନ.ଏ.): କଟକ ଜିଲା ବଡ଼ମ୍ବା ବ୍ଲକ ଅଧୀନ ବିଧାରପୁରଠାରେ ଥିବା ଏକ ଘରୋଇ କଲେଜ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରଙ୍କ ରବିବାର ରାତିରେ ଅସ୍ବାଭାବିକ ମୃତ୍ୟୁ…

7 years ago

ଜଗା ସୁସ୍ଥ, ପୂର୍ବପରି ରହିଛି କାଳିଆ ଅବସ୍ଥା:କିଛି ମାସ ଚିକିତ୍ସା ପରେ ଜଗା ସ୍କୁଲ ଯିବ

କଟକ ଅଫିସ, ୧୦।୯: କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର କଟକ ଏସ୍‌ସିବି ମେଡିକାଲରେ ପହଞ୍ଚତ୍ବା ପରେ ଚିକିତ୍ସା ଆରମ୍ଭ ହୋଇଯାଇଛି। ୧୪ ଜଣିଆ ଡାକ୍ତରୀ…

7 years ago

ଶ୍ରୀମନ୍ଦିରରେ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ: କଡ଼ ଲେଉଟାଇଲେ ଶୟନ ଠାକୁର

ପୁରୀ ଅଫିସ, ୧୦।୯: ଶ୍ରୀମନ୍ଦିରରେ ସୋମବାର ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହୋଇଛି। କଡ଼ ଲେଉଟାଇଛନ୍ତି ଶୟନ ଠାକୁର। ମଙ୍ଗଳବାର ମହାପ୍ରଭୁଙ୍କ ବାମନ ବେଶ ଏବଂ…

7 years ago

ମଠ ମାନଚିତ୍ରରୁ ହଜିଗଲା ବଡ଼ ଆଖଡ଼ା

ପୁରୀ ଅଫିସ,୧୦।୯: ଶ୍ରୀକ୍ଷେତ୍ରର ମଠ ମାନଚିତ୍ରରୁ ହଜିଗଲା ବଡ଼ ଆଖଡା ମଠ। ଶ୍ରୀମନ୍ଦିରର ସୁରକ୍ଷା ଓ ପୁରୀର ବିକାଶ ପାଇଁ ଚାଲିଥିବା ଉଚ୍ଛେଦ ଅଭିଯାନରେ ଲଙ୍ଗୁଳି ଓ…

7 years ago

ଅଡିଟ୍‌ ଧରିଲା ମଧ୍ୟାହ୍ନଭୋଜନ ଚାଉଳ ଅଖା ଦୁର୍ନୀତି

ରଣପୁର,୧୦ା୯(ସ୍ବ.ପ୍ର.): ନୟାଗଡ ଜିଲାରେ ମଧ୍ୟାହ୍ନଭୋଜନ ଚାଉଳ ଅଖା ଦୁର୍ନୀତି ହୋଇଛି । ସ୍କୁଲର ପ୍ରଧାନଶିକ୍ଷକମାନେ ଅଖା ଅଥବା ଅଖା ବାବଦ ଟଙ୍କା ନ ଦେବାରୁ ଅଡିଟ୍‌ ଧରିଛି।…

7 years ago