ଆମ ଜିଲା ଖବର

ଏନ୍‌ଟିଏସ୍‌ଇ ସ୍କଲାରଶିପ୍‌ ପରୀକ୍ଷା:ସାନଭି ସନ୍ଦିପିକା କୃତକାର୍ଯ୍ୟ

ତାଳଚେର, ୭|୯(ନି.ପ୍ର.)ଏନ୍‌ଟିପିସି ଦ୍ୱାରା ପରିଚାଳିତ କଣିହାଁ ସ୍ଥିତ ଡିଏଭି ପବ୍ଲିକ ସ୍କୁଲର ମେଧାବୀ ଛାତ୍ରୀ ସାନଭି ସନ୍ଦିପିକା ପ୍ରଧାନ ସର୍ବଭାରତୀୟ ସ୍କଲାରଶିପ୍‌ ପରୀକ୍ଷା ଏନଟିଏସ୍‌ଇରେ କୃତକାର୍ଯ୍ୟ ହୋଇଛନ୍ତି।…

7 years ago

ରୋଗ ଉଜାଡ଼ିଦେଲା ସୁଖ, ଦୟନୀୟ ସ୍ଥିତିରେ ଜୀବନ: ଦୁଇ ଦିବ୍ୟାଙ୍ଗ ପୁଅର ସେବା କରୁଛନ୍ତି ବୃଦ୍ଧବାପା

ଜୟପୁର,୭ା୯(ନି.ପ୍ର.) ପୁଅ ଜନ୍ମ ହେଲେ ବୃଦ୍ଧକାଳରେ ସାହା ହେବ। ଏହି ଆଶାରେ ବଞ୍ଚତ୍ଥିବା ବାପ କିନ୍ତୁ ପରିଣତ ବୟସରେ ଏବେ ଦୁଇ ଜଣ ଦିବ୍ୟାଙ୍ଗ ପୁଅଙ୍କ ସେବା…

7 years ago

ସିନାପାଲି: ଉଦନ୍ତୀର ଦୁଇ କୂଳ ମୁକୁଳା :ବନ୍ୟା ଜଳରେ ତଟବର୍ତ୍ତୀ ଗଁ। କ୍ଷତିଗ୍ରସ୍ତ

ସିନାପାଲି,୭।୯(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲି ଦେଇ ପ୍ରବାହିତ ଉଦନ୍ତୀ ନଦୀରେ ବନ୍ୟା ଜଳ ଆସି ୨ କୂଳର ଅନେକ ଚାଷ ଜମି ନଷ୍ଟ ହେଉଥିବା ବେଳେ କେତକ…

7 years ago

ଅଜଣା ରୋଗରେ ୨୫ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ନୂଆପଡା ଅଫିସ/କୋମନା,୭।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ଟିକ୍ରାପଡା ଗାଁରେ ଏକ ଅଜଣା ରୋଗରେ ୨୫ରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇଥିବା ଖବର ମିଳିଛି ।…

7 years ago

ଖଡିଆଳ ପୋଲିସର ଅଭିନବ ପ୍ରୟାସ:ଟ୍ରାଫିକ୍‌ ନିୟମ ଉପରେ ଶିଶୁ କଲେ ସଚେତନ

ନୂଆପଡା ଅଫିସ/ଖଡିଆଳ,୭।୯(ଡି.ଏନ.ଏ.) ସରକାର ଯାନବାହନ ଚଳାଚଳ ଉପରେ ଥିବା ୧୯୮୮ ଅଧିନିୟମରେ ପରିବର୍ତ୍ତନ କରି ପରିବର୍ତ୍ତିତ ନିୟମକୁ ବର୍ତ୍ତମାନ କାର୍ଯ୍ୟକାରୀ କରିଛନ୍ତି । ଏଥିରେ ଚାଳକ, ଯାତ୍ରୀଙ୍କୁ…

7 years ago

କାଲିପୁସିଂ ନାଳରେ ପିକଅପ୍‌ ଭ୍ୟାନ ଖସିପଡ଼ିଲା

ମୋହନଗିରି,୭।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅନ୍ତର୍ଗତ ମୋହନଗିରିଠାରୁ ୫ କି.ମି. ଦୂର କନ୍ଧମାଳ ଜିଲା ସୀମାନ୍ତ କାଲିପୁସିଂ ନାଳରେ ଶୁକ୍ରବାର ପୁଣି ଏକ ଖତ ବୋଝେଇ…

7 years ago

ହାତୀ ନଦୀରେ ବନ୍ୟା ପରିସ୍ଥିତି: ଶତାଧିକ ଏକର ଚାଷ ଜମି ଜଳମଗ୍ନ, ଯାତାୟାତ ବ୍ୟାହତ

ଜୁନାଗଡ,୭।୯(ଡି.ଏନ.ଏ.) ଗତ ୨ ଦିନ ଧରି ଉପରମୁଣ୍ଡାରେ ଲଗାଣ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ୍‌ରେ ପାଣି ଛଡାଯିବା ପରେ କଳାହାଣ୍ଡି ଜିଲାରେ ପ୍ରବାହିତ ହାତୀନଦୀରେ…

7 years ago

ମଦ ଦୋକାନ ସ୍ଥାନାନ୍ତର ଦାବିରେ ପୁଣି ମହିଳାଙ୍କ ଧାରଣା

ବେଗୁନିଆପଡ଼ା,୬।୯(ଡି.ଏନ.ଏ.)-ବେଗୁନିଆପଡ଼ା ବଜାରରେ ଖୋଲିଥିବା ଠିପି ବନ୍ଦ ମଦ ଦୋକାନ ସ୍ଥାନାନ୍ତରଣ ଦାବିରେ ଶୁକ୍ରବାର ଦୋକାନ ଆଗରେ ମହିଳାମାନେ ପୁନର୍ବାର ଧାରଣା ଦେଇଛନ୍ତି। ଏହି ମଦ ଦୋକାନ ପଡ଼ୋଶୀରେ…

7 years ago

ପ୍ରବଳ ବର୍ଷାରେ ଅଞ୍ଚଳ ଜଳମଗ୍ନ

ସୋରଡ଼ା,୬।୯(ଡି.ଏନ.ଏ.)-ଅନବରତ ବର୍ଷା ଯୋଗୁ ସୋରଡ଼ା ଅଞ୍ଚଳ ଜଳମଗ୍ନ ହୋଇ ରହିଛି। ସହରର ବାଂକ ବଜାର, ଖଦାଳ ସାହିରେ ନାଳ ପାଣି ରାସ୍ତା ଉପରେ ଭାସିବା ସହ ନଦୀଗୁଡ଼ିକରେ…

7 years ago

ଅଗ୍ନିକାଣ୍ଡରେ ଦୋକାନ ଜଳିଗଲା

ବୁଗୁଡ଼ା,୬ ।୯(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ପଙ୍କଳବାଡ଼ି ଗ୍ରାମର ଏକ ଦୋକାନ ଶୁକ୍ରବାର ରାତି ୮ଟାରେ ଜଳିଯାଇଛି। ସ୍ଥାନୀୟ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚତ୍ ନିଆଁ ଲିଭାଇଥିଲେ। ପଙ୍କଳବାଡ଼ିର…

7 years ago