ଆମ ଜିଲା ଖବର

ଗଞ୍ଜାମ ଜିଲା: ଆଜି ବନ୍ଦ ରହିବ ସ୍କୁଲ, ଅଙ୍ଗନଓ୍ବାଡି

ବ୍ରହ୍ମପୁର ଅଫିସ,୬ା୯- ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଗୁରୁବାର ଦିନତମାମ ବର୍ଷା ଯୋଗୁ ଜିଲାର ଅନେକ…

7 years ago

ଲାଞ୍ଚ ନେଇ ଧରାପଡ଼ିଲେ ଅସୁରବନ୍ଧ ଆର୍‌ଆଇ

ସୋରଡ଼ା,୬ା୯(ଡି.ଏନ.ଏ.)-ସୋରଡ଼ା ତହସିଲ ଅସୁରବନ୍ଧ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ବସନ୍ତ କୁମାର ମଲିକ ଲାଞ୍ଚ ନେଇ ଭିଜିଲାନ୍ସ ହାବୁଡରେ ପଡିଛନ୍ତି। ଗୁରୁବାର ଅପରାହ୍ନରେ ତାଙ୍କ କାର୍ଯ୍ୟାଳୟ ପରିସରରେ ଜଣେ…

7 years ago

ପୋଖରୀରେ ବୁଡ଼ି ଶିଶୁପୁତ୍ର ମୃତ

ରୂପ୍‌ସା, ୫।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ବାହାବଳପୁର ସାମୁଦ୍ରିକ ଥାନା ଅନ୍ତର୍ଗତ ବାହାବଳପୁର ଗ୍ରାମର କାର୍ତ୍ତିକ ଜେନାଙ୍କ ଦେଢ଼ବର୍ଷର ପୁଅ ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ବୁଧବାର ଅପରାହ୍ନରେ…

7 years ago

ନୀଳଗିରିରେ ପ୍ରଥମ ଡେଙ୍ଗୁ ରୋଗୀ

ସଜନାଗଡ଼, ୫।୯(ଡି.ଏନ.ଏ.)- ନୀଳଗିରି ଅଞ୍ଚଳରେ ଚଳିତବର୍ଷ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଧୋବଶିଳା ପଞ୍ଚାୟତ ବଧିଆ ଚାନ୍ଦୁଆପଦା ଗ୍ରାମର ଜଣେ ଯୁବତୀ ହାଇଦ୍ରାବାଦ୍‌ରେ ରହି ପାଠ…

7 years ago

ପାଣିରେ ବୁଡ଼ି ଚାଷୀଙ୍କ ଜୀବନ ଗଲା

ସମ୍ବଲପୁର,୫।୯(ବ୍ୟୁରୋ) : ସମ୍ବଲପୁର ଜିଲା ମହୁଲପାଲି ଥାନା ଗଡ଼ମୁଣ୍ଡା ନିକଟ ଏକ ନାଳରୁ ଲଇକେରା ଥାନା ନାକଡିହି ଗ୍ରାମର ଚାଷୀ ମନୋଜ ଓରାମ(୪୫)ଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

7 years ago

ସ୍ବଚ୍ଛ ସର୍ବେକ୍ଷଣ ପାଇଁ ଗଡିଲା ସଚେତନତା ରଥ

ସୋନପୁର,୫।୯(ନି.ପ୍ର.) : ସ୍ବଚ୍ଛ ସର୍ବେକ୍ଷଣ-୧୯ ପାଇଁ ସୁବର୍ଣ୍ଣପୁର ଜିଲାର ଜନସାଧାରଣଙ୍କୁ ସଚେତନ କରିବ ରଥ। ପ୍ରଥମ ପର୍ଯ୍ୟାୟରେ ୩ଟି ରଥ ଜିଲାର ୬ଟି ବ୍ଲକ ପରିକ୍ରମା କରିବ।…

7 years ago

ହୀରାକୁଦ ଡ୍ୟାମ୍‌: ୧୦ ଗେଟ୍‌ରେ ଜଳ ନିଷ୍କାସନ

ସମ୍ବଲପୁର,୫।୯(ବ୍ୟୁରୋ) : ହୀରାକୁଦ ଡ୍ୟାମରୁ ଗୁରୁବାର ୧୦ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ବୁଧବାର ଦୁଇଟି ଗେଟ୍‌ ଖୋଲା ଥିଲା। ଗୁରୁବାର ସକାଳୁ ସା ମଧ୍ୟରେ…

7 years ago

ଏନ୍‌ଏସି ନିର୍ବାହୀ ଅଧିକାରୀଙ୍କୁ ଭେଟିଲେ କଂଗ୍ରେସ ପ୍ରତିନିଧି ଦଳ

ଚାନ୍ଦବାଲି, ୫।୯ (ଡି.ଏନ.ଏ.) - ଚାନ୍ଦବାଲି ଏନ୍‌ଏସିରେ କେତେକ ଅନିୟମିତତା ନେଇ ବ୍ଲକ କଂଗ୍ରେସର ଏକ ପ୍ରତିନିଧି ଦଳ ଗୁରୁବାର ନିର୍ବାହୀ ଅଧିକାରୀ ପ୍ରଭୁକଲ୍ୟାଣ ଦାସଙ୍କୁ ଭେଟିଛନ୍ତି।…

7 years ago

ଟ୍ରାଫିକ ଜାମ୍‌ରେ ଫସିଲା ୨ ଆମ୍ବୁଲାନ୍ସ : ସାଧାରଣରେ ଅସନ୍ତୋଷ

ଯୋଡ଼ା,୫।୯(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ା ସହର ଦେଇ ଯାଇଥିବା ୫୨୦ନଂ. ଜାତୀୟ ରାଜପଥରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ଜଟିଳ ହୋଇ ପଡ଼ୁଥିବା ଦେଖିବାକୁ ମିଳିଛି।…

7 years ago

ହତ୍ୟା ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ଆନନ୍ଦପୁର,୫।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ ରାଜେଶ ଦାଶ ଗୁରୁବାର ଏସ୍‌ଟି କେସ୍‌ ନଂ. ୭୬/୧୩୨/୧୭/୧୫, ଘସିପୁରା ଥାନା କେସ୍‌ ୬୯/୧୩.୪.୨୦୧୫ର ବିଚାର କରି…

7 years ago