ଆମ ଜିଲା ଖବର

ଟ୍ରକ୍‌କୁ ପିଟିଲା ବସ୍‌, ୨୦ରୁ ଊର୍ଦ୍ଧ୍ୱ ଆହତ

ଦେବଗଡ଼,୧୦।୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା ବାରକୋଟ ଥାନା ଖୁଲୁଣ୍ଡିପାଣି ଗ୍ରାମ ନିକଟ ୨୩ନଂ ଜାତୀୟ ରାଜପଥରେ ଶୁକ୍ରବାର ବସ୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ…

7 years ago

ଗଦାପୁର ସ୍ବାସ୍ଥ୍ୟକର୍ମୀଙ୍କ ନାମରେ ଜିଲାପାଳଙ୍କୁ ଅଭିଯୋଗ: ଏଡିଏମ୍‌, ଇନ୍‌ଚାର୍ଜଙ୍କ ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୧୦।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ଉପ ସ୍ବାସ୍ଥ୍ୟକେନ୍ଦ୍ରର ମହିଳା ସ୍ବାସ୍ଥ୍ୟକର୍ମୀ କଳ୍ପନା ଘଡ଼େଇ ସ୍ଥାନୀୟ ଆଶାକର୍ମୀଙ୍କୁ ଖରାପ ବ୍ୟବହାର କରିବା ସହ ସ୍ଥାନୀୟ ସରପଞ୍ଚଙ୍କ…

7 years ago

ଟୋକନ ଦାବିରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ପ୍ରତିବାଦ

କଲମପୁର,୧୦।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକରେ ଧାନ କିଣାରେ ଅବ୍ୟବସ୍ଥା ନେଇ ଚାଷୀଙ୍କ ଆନ୍ଦୋଳନ ବୃଦ୍ଧି ପାଇବାରେ ଲାଗିଛି । ଟୋକନ ଦାବିରେ ଶୁକ୍ରବାର ସକାଳୁ ଚାଷୀ…

7 years ago

ଓଏଏସ୍‌ ପରୀକ୍ଷାରେ ତପସ୍ବିନୀଙ୍କ କୃତିତ୍ୱ: ଦୃଢ଼ ଇଚ୍ଛାଶକ୍ତି ସଫଳତା ଦେଇଛି

ବାଲିଆ, ୧୦।୧: ମାତ୍ର ୭ବର୍ଷ ବୟସରେ ଦୃଷ୍ଟିଶକ୍ତି ହରାଇବା ପରେ ବି ନିଜ ସ୍ବପ୍ନ ପୂରଣ କରିବାକୁ ଅନବରତ ଚେଷ୍ଟା ଚଳାଇଥିଲେ ବିରିଡ଼ି ବ୍ଲକ ୨୨ ମୌଜା…

7 years ago

ଡାଟା ଏଣ୍ଟ୍ରି ଅପରେଟର ଲାଞ୍ଚ ନେବା ଘଟଣା: ନିର୍ବାହୀଯନ୍ତ୍ରୀଙ୍କ ଆବାସିକ କାର୍ଯ୍ୟାଳୟ ସିଲ୍‌

ଭଦ୍ରକ ଅଫିସ,୧୦।୧: ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଡାଟା ଏଣ୍ଟ୍ରି ଅପରେଟର ଧରାପଡ଼ିବା ଘଟଣାରେ ଶୁକ୍ରବାର ଭଦ୍ରକ ଗ୍ରାମ୍ୟ ଉନ୍ନୟନ ବିଭାଗ…

7 years ago

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ପାଣ୍ଠି: ସେବାୟତଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ପୁରୀ ଅଫିସ,୧୦ା୧: ମହାପ୍ରଭୁଙ୍କ କର୍ପସ ପାଣ୍ଠିକୁ ଘରୋଇ ବ୍ୟାଙ୍କରେ ରଖାଯିବାକୁ ନେଇ ଆରମ୍ଭ ହୋଇଛି ଘଣ୍ଟାଚକଟା। ଶ୍ରୀମନ୍ଦିର ପରିଚାଳନା କମିଟି ଏବଂ ଅର୍ଥ ସବ୍‌ କମିଟିକୁ ଅନ୍ଧାରରେ…

7 years ago

ଦେୱାନ ମହମ୍ମଦଙ୍କ ନାମାନୁଯାୟୀ ମହମ୍ମଦିଆ ବଜାର

କଟକ ଅଫିସ,୧୦ା୧: ପ୍ରାଚୀନ ସହର କଟକ। ଏହି ସହରର ପ୍ରତ୍ୟେକ ଗଳିକନ୍ଦିରେ ଲୁଚି ରହିଛି ସାହିତ୍ୟ, ସଂସ୍କୃତି, ଐତିହ୍ୟର ଅଲିଭା ଛିଟା। ବାଉନ ବଜାର ତେପନ ଗଳିର…

7 years ago

ବଲାଣି ସେଲ୍‌ ଖଣିରେ ଦୁର୍ଘଟଣା: କ୍ରଶରରେ ଚାପି ହୋଇ ଶ୍ରମିକଙ୍କ ୩ ଆଙ୍ଗୁଠି କଟିଲା

ବଡ଼ବିଲ, ୧୦।୧(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣି ସ୍ଥିତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଷ୍ଟିଲ ଅଥରିଟି ଅଫ୍‌ ଇଣ୍ଡିଆ ଲିଃ(ସେଲ) ଖଣିରେ ଶୁକ୍ରବାର ସକାଳେ ଦୁର୍ଘଟଣା ଘଟିଛି। କ୍ରଶର ପ୍ଲାଣ୍ଟରେ…

7 years ago

ଯୁବକଙ୍କ ମୃତଦେହ ଉଦ୍ଧାର

ସଜନାଗଡ଼,୧୦।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବିଇଓ କାର୍ଯ୍ୟାଳୟ ନିକଟରୁ ଶୁକ୍ରବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ଆମ୍ବଡିହା ଗ୍ରାମର ନିରଞ୍ଜନ…

7 years ago

ଚକାଫାଟି ଗଛରେ ପିଟିହେଲା ଆମ୍ବୁଲାନ୍ସ, ୨ ଆହତ

ସଜନାଗଡ଼,୧୦।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଜାମୁନା ଅଞ୍ଚଳକୁ ରୋଗୀ ଆଣିବାକୁ ଯାଉଥିବା ବେଳେ ଚକା ଫାଟିଯିବାରୁ ଏକ ଆମ୍ବୁଲାନ୍ସ ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଶୁକ୍ରବାର…

7 years ago