ଆମ ଜିଲା ଖବର

ନୋସିରେ ୯୭୦ ବରିଷ୍ଠ ତୀର୍ଥଯାତ୍ରୀ, ୩୦ ଅଧିକାରୀ

ବାଲେଶ୍ୱର ଅଫିସ, ୧୩।୧୨-ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଗରିବ ବରିଷ୍ଠ ନାଗରିକମାନଙ୍କୁ ଦେଶର ବିଭିନ୍ନ ତୀର୍ଥସ୍ଥାନ ବୁଲାଇବା ଉଦ୍ଦେଶ୍ୟରେ ଗତ ୨୦୧୬ ମସିହାରେ ମୁଖ୍ୟମନ୍ତ୍ରୀ…

7 years ago

ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବହିଃବିଭାଗ ଉଦ୍‌ଘାଟିତ: ଫଳକରେ ଏମ୍‌ପିଙ୍କ ନାମ ନ ଥିବାରୁ ପ୍ରତିବାଦ

ବାଲିଆପାଳ, ୧୩।୧୨(ସ୍ବ.ପ୍ର./ଡି.ଏନ.ଏ.)-ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନର ଅନୁଦାନରେ ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଭିତରେ ନବନିର୍ମିତ ବହିଃବିଭାଗକୁ ଗୁରୁବାର ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ…

7 years ago

ନିର୍ମାଣ ନ ସରୁଣୁ ଫାଟିଲା କଂକ୍ରିଟ୍‌

ରୂପ୍‌ସା, ୧୩।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ୬୦ନଂ. ଜାତୀୟ ରାଜପଥରୁ ମୟୂରଭଞ୍ଜର ୧୮ନଂ. ଜାତୀୟ ରାଜପଥର ବୈଶିଙ୍ଗାକୁ ସଂଯୋଗ ହୋଇଥିବା ରାସ୍ତା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଗମନାଗମନ କ୍ଷେତ୍ରରେ ଉଭୟ…

7 years ago

କେନ୍ଦୁଝରରୁ ଉଦ୍ଧାର କଲା ପୋଲିସ: ବାଳସୁଧାର ଗୃହକୁ ନେବା ବେଳେ ନାବାଳକ ଫେରାର

କେନ୍ଦୁଝର/ରାଉରକେଲା ଅଫିସ,୧୩।୧୨(ସ୍ବ.ପ୍ର.):କେନ୍ଦୁଝରରୁ ରାଉରକେଲାସ୍ଥିତ ଜୁଭେନାଇଲ ହୋମକୁ ପଠାଯାଉଥିବା ୯ନାବାଳକଙ୍କ ମଧ୍ୟରୁ ଜଣେ ବସ୍‌ରୁ ଅଧାରାସ୍ତାରେ ଫେରାର ହୋଇଯାଇଥିଲେ। କୋହଳ ସୁରକ୍ଷା ବ୍ୟବସ୍ଥାରେ ସେମାନଙ୍କୁ ନିଆଯାଉଥିବା ବେଳେ ଏଭଳି…

7 years ago

ପୁରୀ ଗଣବଳାତ୍କାର ଘଟଣା:ହାଇକୋର୍ଟରେ ଅଭିଯୁକ୍ତ

କଟକ ଅଫିସ,୧୩।୧୨:ରାଜ୍ୟର ବହୁଚର୍ଚ୍ଚିତ ପୁରୀ ଗଣବଳାତ୍କାର ଘଟଣା ଭିନ୍ନ ମୋଡ଼ ନେଇଛି। ଏହି ମାମଲାରେ ଅଭିଯୁକ୍ତ ଥିବା ରାଜେଶ କୁମାର ସେଠୀ ଗୁରୁବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।…

7 years ago

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆର୍‌ବିଆଇ ଗଭର୍ନର

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରିଜର୍ଭ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଶକ୍ତିକାନ୍ତ ଅପରାହ୍ନ ୫ଟା ୩୦ରେ ଲୋକସେବା ଭବନ…

7 years ago

ସମ୍ପତ୍ତି ପାଇଁ ବାପାଙ୍କୁ ଆକ୍ରମଣ, ଅଭିଯୁକ୍ତ ପୁଅ ଅଟକ

ଓଡ଼ଗାଁ,୧୩ା୧୨(ସ୍ବ.ପ୍ର.): ଓଡ଼ଗାଁ ଆଦର୍ଶ ଥାନା ଅନ୍ତର୍ଗତ ସାକେରୀ ପଞ୍ଚାୟତର ଗର୍ଜନୀ ଗ୍ରାମରେ ଗୁରୁବାର ସମ୍ପତ୍ତିକୁ ନେଇ ସାନପୁଅ ଆକ୍ରମଣରେ ବୃଦ୍ଧ ବାପା ଗୁରୁତର ହୋଇଛନ୍ତି। ଗୁରୁତର ଉଦୟନାଥ…

7 years ago

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶିଳାନ୍ୟାସର ୩ବର୍ଷ ପୂରିଲା: ଆରମ୍ଭ ହୋଇପାରିନି ଡାହୁକା ସେତୁ କାର୍ଯ୍ୟ

ନୟାଗଡ଼ ଅଫିସ,୧୩ା୧୨: ୧୩ ଡିସେମ୍ବର ୨୦୧୬। ଏହି ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପିଟିଏସ୍‌ ପଡ଼ିଆଠାରେ ନୟାଗଡ଼-ଖଣ୍ଡପଡ଼ା ରାସ୍ତାରେ ଡାହୁକା ସେତୁର ଶିଳାନ୍ୟାସ କରିଥିଲେ। ଗୁରୁବାର ଶିଳାନ୍ୟାସକୁ…

7 years ago

ନିଆଁ ଲାଗି ଧାନଖରି ଭସ୍ମୀଭୂତ

ଟିକ୍ରାପଡା,୧୨ା୧୨ (ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ଯୁରାବନ୍ଧ ପଞ୍ଚାୟତ ଅଧିନ ପଟନିପିଟା ଗ୍ରାମରେ ବୈଶାଖୁ କାଲସାଏଙ୍କ ଖଳାରେ ବୁଧବାର ରାତିରେ ନିଆଁଲାଗି ଧାନ ଖରି ଜଳି…

7 years ago

ବନ୍ଧରେ ବୁଡି ୨ ଶିଶୁ କନ୍ୟା ମୃତ

ସୋନପୁର,୧୨।୧୨(ନି.ପ୍ର.) :ସୁବର୍ଣ୍ଣପୁର ଜିଲା ସୋନପୁର ଥାନା ମିକମୁଣ୍ଡା ଗ୍ରାମ ପୁଟକି ବନ୍ଧରେ ବୁଡି ୨ ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଛି। ଗୁରୁବାର ମଧ୍ୟାହ୍ନରେ ଏହି ଘଟଣା ଘଟିଛି…

7 years ago