ଆମ ଜିଲା ଖବର

ଅବହେଳିତ ଗଁ। ତୁଳିପଦୀ

ବନ୍ତ, ୧୦ା୧୦(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଗୋପୀନାଥପୁର ପଞ୍ଚାୟତ ଅଧୀନ ତୁଳିପଦୀ ଗଁ। ଅବହେଳିତ। ଯାତାୟାତ ଲାଗି ଏହି ଗଁ। କୁ ସବୁଦିନିଆ ଭଲ ରାସ୍ତା…

7 years ago

ପିଆରଏମ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ: ୭ ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ, ରୋଗୀ ହଇରାଣ

ବାରିପଦା ଅଫିସ,୧୦ା୧୦- ଆଦିବାସୀ ଅଧ୍ୟୁଷିତ ବଣପାହାଡ଼ ଘେରା ମୟୂରଭଞ୍ଜ ଜିଲାରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ କେନ୍ଦ୍ରୀୟ ଯୋଜନାରେ ରାଜ୍ୟ ସରକାର ମେଡିକାଲ କଲେଜ ସ୍ଥାପନ…

7 years ago

ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଚିତ୍ରଡା,୧୦ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ଜୁଆଳିଭଙ୍ଗା ପଞ୍ଚାୟତର ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମ ରାସ୍ତା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ବୁଧବାର ଉଦ୍ଧାର ହୋଇଛି। ମୃତ ଯୁବକ…

7 years ago

ଲାଖବିନ୍ଧା ପ୍ରତିଯୋଗିତା

ଉଦଳା,୧୦ା୧୦(ଡି.ଏନ୍‌.ଏ.)- ଉଦଳା ସହରାଞ୍ଚଳରେ ଦେବୀ ଦୁର୍ଗାଙ୍କର ସମସ୍ତ ପୂଜାର୍ଚ୍ଚନା ରୀତିନୀତି ଅନୁଯାୟୀ ଶେଷ ହୋଇଛି ା ଦଶହରାରେ ବିଶେଷ ଆକର୍ଷଣ ଥିଲା ଲାଖବିନ୍ଧା ପ୍ରତିଯୋଗିତା ା ଆମ…

7 years ago

ଯୁବକ ଜୀବନ୍ତ ଜଳିଯିବା ଘଟଣା: ମୃତ୍ୟୁ ପାଇଁ ପ୍ରେମିକା ହିଁ ଦାୟୀ

ବାଲିକୁଦା,୧୦ା୧୦(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅଢ଼ଙ୍ଗା ଦେବଗ୍ରାମ ବିଦ୍ୟାଳୟର ଶିଡିଘର ଛାତରେ ଗତ ୫ ତାରିଖରେ ଜୀବନ୍ତ ଜଳିଯାଇ ମୃତ୍ୟୁବରଣ କରିଥିବା ଯୁବକଙ୍କ ପରିଚୟ ମିଳିଛି।…

7 years ago

ବିଜୟୀ ଖୋଖୋ ଦଳକୁ ସମ୍ବର୍ଦ୍ଧନା

ବାଲେଶ୍ୱର ଅଫିସ,୧୦।୧୦- ଝାଡ଼ଖଣ୍ଡ ରାଜ୍ୟର ରାଜଧାନୀ ରାଞ୍ଚତ୍ଠାରେ ଗତ ୨ ତାରିଖଠାରୁ ୬ ତାରିଖ ପଯର୍‌ୟନ୍ତ ଜାତୀୟ ସବ୍‌ ଜୁନିୟର ଖୋଖୋ (ବାଳିକା ଓ ବାଳକ) ପ୍ରତିଯୋଗିତା…

7 years ago

୭ ଦିନରେ ଆମରଣ ଅନଶନ: ଅସୁସ୍ଥ ହେବାରେ ଲାଗିଛନ୍ତି କର୍ମଚାରୀ

କାଳିଆପାଣି,୧୦ା୧୦(ଡି.ଏନ୍‌.ଏ.): ସୁକିନ୍ଦା ଟାଟା ଖଣି ମୁଖ୍ୟ ଫାଟକ ସମ୍ମୁଖରେ କାର୍ଯ୍ୟରତ କର୍ମଚାରୀ ଏବଂ ଛଟେଇ ଶ୍ରମିକଙ୍କ ଅନଶନ ବୁଧବାର ୭ମ ଦିନରେ ପହଞ୍ଚତ୍ଛି। ଗାନ୍ଧୀ ଜୟନ୍ତୀଠାରୁ ଆରମ୍ଭ…

7 years ago

୫୪ ଜଣଙ୍କୁ ମହାତ୍ମାଗାନ୍ଧୀ ପ୍ରତିଭା ସମ୍ମାନ

ଯାଜପୁର ଅଫିସ,୧୦ା୧୦:  ସାହିତ୍ୟ, ଶିକ୍ଷା, ପରିବେଶ, ସମାଜସେବା ଓ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଯାଜପୁର ଜିଲାର ୫୪ଜଣ ବ୍ୟକ୍ତି ବିଶେଷଙ୍କୁ ମହାତ୍ମାଗାନ୍ଧୀ ପ୍ରତିଭା ସମ୍ମାନ…

7 years ago

ଜୀବନ୍ତ ମା’ଙ୍କୁ ଆରତି କରି ପୂଜିଲେ

ଜଳେଶ୍ୱର,୧୦।୧୦- ବାଲେଶ୍ୱର ଜିଲା ଜଳେଶ୍ୱର ସ୍ଥିତ ଦେଉଳି ପଞ୍ଚୁଘଣ୍ଟା ମା’ ମଙ୍ଗଳା ପୂଜୋସତ୍ବ କମିଟି ପକ୍ଷରୁ ଶାରଦୀୟ ପୂଜା ତଥା ଦଶହରା ଅବସରରେ ସୋମବାର ମାତୃପୂଜା ଉସତ୍ବ…

7 years ago

ଇମାମି ସିମେଣ୍ଟ କାରଖାନାରେ ତେଜିଲା ଅଶାନ୍ତି: ନିଯୁକ୍ତି ଦାବିରେ ଜମିହରାଙ୍କ ଧାରଣା

ଯାଜପୁର ଅଫିସ/କଳିଙ୍ଗନଗର(ଡି.ଏନ୍‌.ଏ.),୧୦ା୧୦: ଯାଜପୁର ଜିଲା କଳିଙ୍ଗନଗର ଇମାମି ସିମେଣ୍ଟ କାରଖାନାରେ ଜମିହରା ପରିବାରଙ୍କୁ ନିଯୁକ୍ତି ପ୍ରଦାନକୁ ନେଇ ସର୍ବଦା ସମସ୍ୟା ଲାଗି ରହୁଛି। ଏପରିକି ବିଗତ ଦିନରେ…

7 years ago