ଆମ ଜିଲା ଖବର

ଶେରଗଡ ସମିତିସଭ୍ୟା ପଦବୀ ଅସିଦ୍ଧ ଘୋଷଣା: ସ୍ଥଗିତାଦେଶ ଆଣିଲେ ବିଜୟୀ ପ୍ରାର୍ଥିନୀ

ଶେରଗଡ,୧ା୯(ଡି.ଏନ.ଏ.)- ଶେରଗଡ ପଞ୍ଚାୟତ ସମିତିସଭ୍ୟା ପଦବୀକୁ ନେଇ ବିବାଦ ଥମୁନି। ପରାଜିତ ପ୍ରାର୍ଥତ୍ନୀ ବିଜୟୀ ପ୍ରାର୍ଥତ୍ନୀଙ୍କ ନିର୍ବାଚନ ଲଢିବାକୁ ବୟସ ହୋଇ ନ ଥିବାରୁ ତାଙ୍କ ପଦବୀକୁ…

7 years ago

ଆମ ଗଁା ଆମ ବିକାଶ ଯୋଜନାରେ ଚଞ୍ଚକତା: କ୍ଷେତ୍ରୀୟ ତଦନ୍ତ କଲେ ଅମ୍ବୁଡସ୍‌ମ୍ୟାନ

ଭଦ୍ରକ ଅଫିସ, ୧।୯- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ନୂଆଗଁା ପଞ୍ଚାୟତ ଜନ୍ତୁଆଳି ଗ୍ରାମରେ ‘ଆମ ଗଁା ଆମ ବିକାଶ’ ଯୋଜନାରେ ୪ ଲକ୍ଷ ଟଙ୍କାର…

7 years ago

ଦୁର୍ବୃତ୍ତ ଲୁଟି ନେଲେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର, ଟଙ୍କା

ଖୋର୍ଦ୍ଧା ଅଫିସ,୧।୯ :ଖୋର୍ଦ୍ଧା ଆଦର୍ଶ ଥାନା ଶିଳ୍ପାଞ୍ଚଳ ଫାଣ୍ଡିର ମୁକୁନ୍ଦପ୍ରସାଦ ଝରଟାଙ୍ଗିରେ ଏକ ବଡଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ଝରକା ଗ୍ରୀଲ ତାଡି ଶନିବାର ରାତିରେ କିଶୋର…

7 years ago

ସ୍ବାଧୀନ ତିଆରି କଲେ ସୁବଠାରୁ କ୍ଷୁଦ୍ରତମ ଗଣେଶ ମୂର୍ତ୍ତି

ପୁରୁଣା ଭୁବନେଶ୍ୱର, ୧। ୯ (ଡି.ଏନ.ଏ.)- ବିଘ୍ନରାଜ ଗଣପତିଙ୍କ ପୂଜାକୁ ନେଇ ମନ୍ଦିରଠାରୁ ମଣ୍ଡପ ଯାଏ ଚଳଚଞ୍ଚଳ ହୋଇ ଉଠିଛି। ଅଧା ଇଞ୍ଚରୁ ଟିକେ ଅଧିକ ଉଚ୍ଚତା…

7 years ago

ଗଛରେ ପିଟିହୋଇ ବାଇକ୍‌ଚାଳକ ମୃତ

ରାଇସୁଆଁ,୧।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସଦର ରେଞ୍ଜ ପୋଟଳ ଗାଁର ଜଣେ ବ୍ୟକ୍ତି ବାଇକ୍‌ରେ ଯାଉଥିବାବେଳେ ହାତୀପଲଙ୍କୁ ଦେଖି ଭୟଭୀତ ହୋଇ ଦ୍ରୁତ ଗତିରେ ପଳାଉଥିବାବେଳେ ଗାଡ଼ିଟି ଗଛରେ…

7 years ago

ରାସ୍ତାରୋକୋ ପାଇଁ ପ୍ରବର୍ତ୍ତାଇଥିବା ଅଭିଯୋଗ : ଯୁବକ କୋର୍ଟଚାଲାଣ

ଯୋଡ଼ା,୧।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜରିବାହାଲଠାରେ ଶନିବାର ଛାତ୍ରୀଛାତ୍ରଙ୍କ ଦ୍ୱାରା ହୋଇଥିବା ରାସ୍ତାରୋକୋ ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

7 years ago

ଉଧାର ଟଙ୍କା ନ ଦେବାରୁ ଠେଙ୍ଗାରେ ପିଟି ହତ୍ୟା : ଅଭିଯୁକ୍ତ ଅଟକ

କେସିଙ୍ଗା,୧।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଗାଈଗା ପଞ୍ଚାୟତର କେରୋକୁଡ଼ା ଗ୍ରାମର ଶୁକଦେବ ସା(୩୫)ଙ୍କୁ ସେହି ଗ୍ରାମର ବିଭୂତି ବୁଦ୍ଧିଆ (୩୦) ଠେଙ୍ଗାରେ ପିଟି ହତ୍ୟା…

7 years ago

ମୁନିଗୁଡ଼ାରେ ପୁଣି ହାତୀ ଆତଙ୍କ: ଭାଙ୍ଗିଲେ ଘର, ଉଜାଡିଲେ ଫସଲ; ସହାୟତା ଦାବି

ମୁନିଗୁଡ଼ା,୧।୯(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ରେଞ୍ଜ ଅଧୀନରେ ଦୀର୍ଘ ଏକ ମାସ ଧରି ହାତୀପଲ ବହୁ ଫସଲ ଓ ଘର ନଷ୍ଟ କରୁଥିବା ବେଳେ ଶନିବାର ରାତିରେ…

7 years ago

ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବେତନଟୀ,୧।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ କେଶିପୁର ଫାଣ୍ଡି ଅଞ୍ଚଳ ସରୁଶୋଳ ଗ୍ରାମ ନିକଟରୁ ରବିବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ…

7 years ago

ବିଜେଡିର ମିଶ୍ରଣ ପର୍ବ: ଯୋଗଦେଲେ ନରସିଂହପୁର ସରପଞ୍ଚ, ସମିତିସଭ୍ୟ

ବାସୁଦେବପୁର,୧।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନରସିଂହପୁର ପଞ୍ଚାୟତ ବାସନ୍ତୀ ପଡ଼ିଆଠାରେ ବିଜେଡିର ମିଶ୍ରଣପର୍ବ ରବିବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଛି। ବିଜେଡି ନବନିଯୁକ୍ତ ବ୍ଲକ ସଭାପତି ଦୀନବନ୍ଧୁ…

7 years ago