ଆମ ଜିଲା ଖବର

ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର: ଚାଳକ ମୃତ

ମାର୍ଶାଘାଇ,୪।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗିରଙ୍ଗ ଗ୍ରାମ ନିକଟରେ ଶୁକ୍ରବାର ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗାଡି ଚାଳକ ତଥା ବଡ଼ପାଳଡିଆ…

7 years ago

ଭତ୍ତା ବଣ୍ଟନରେ ଅନିୟମିତତା ଅଭିଯୋଗ: ଖଇରା ବ୍ଲକ କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ

ଖଇରା,୪।୧୦(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଓ ଭତ୍ତା ବଣ୍ଟନରେ ଅନିୟମିୟତା ଅଭିଯୋଗରେ ଭିଜିଲାନ୍ସ…

7 years ago

ପାରିବାରିକ କଳହ: ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ଜୀବନ ହାରିଲେ ସ୍ବାମୀ

ଖୋର୍ଦ୍ଧା ଅଫିସ, ୪।୧୦: ଖୋର୍ଦ୍ଧା ଜିଲା ବାଣପୁର ଥାନା ନଇରି ପଞ୍ଚାୟତ ସାନ-ନଇରି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ସ୍ବାମୀ…

7 years ago

ଜମି ଅନୁଧ୍ୟାନ କଲେ ରାଜସ୍ବ କମିଶନର: ୯.୬୦ ଏକରରେ ହେବ ଓଡ଼ିଆ ବିଶ୍ୱବିଦ୍ୟାଳୟ

ସାକ୍ଷୀଗୋପାଳ, ୪।୧୦(ଡି.ଏନ୍‌.ଏ.): ଓଡ଼ିଆ ଭାଷା ସାହିତ୍ୟର ଉତ୍ତରୋତ୍ତର ଗବେଷଣା ଲକ୍ଷ୍ୟ ନେଇ ପୁରୀ ଜିଲା ସତ୍ୟବାଦୀର ଐତିହାସିକ ବକୁଳବନ ସଂଲଗ୍ନ ୯. ୬୦ ଏକର ଜମିରେ ଓଡିଆ…

7 years ago

ଛତିଶା ନିଯୋଗ ବୈଠକ ଆରମ୍ଭ: କାର୍ତ୍ତିକ ମାସର ନୀତି ନିର୍ଘଣ୍ଟ ନେଇ ଆଲୋଚନା

ପୁରୀ ଅଫିସ,୪।୧୦: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଶୁକ୍ରବାର ଛତିଶା ନିଯୋଗ ବୈଠକ ଆରମ୍ଭ ହୋଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ…

7 years ago

ସର୍ପାଘାତରେ ଯୁବକ ମୃତ

ଖଇରା,୪।୧୦(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ଆଳଦା ଗ୍ରାମର ଜଣେ ବ୍ୟକ୍ତିଙ୍କର ସର୍ପାଘାତରେ ଶୁକ୍ରବାର ସକାଳେ ମୃତ୍ୟୁ ଘଟିଛି। ସେ ହେଲେ ବିଜୟ କୁମାର ମହାରଥା(୪୫)।…

7 years ago

ବାଲିମେଳା ଜଳଭଣ୍ଡାରରୁ ଜଳ ନିଷ୍କାସନ ଦାବି: ସରକାରଙ୍କୁ ପୋଷ୍ଟର ମାଧ୍ୟମରେ ଚେତାବନୀ

ଚିତ୍ରକୋଣ୍ଡା, ୪।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଆଦିବାସୀ ବିପ୍ଳବୀ ଚାଷୀ ମୂଲିଆ ସଂଗଠନ ପକ୍ଷରୁ ଏକ ପୋଷ୍ଟର ମାଧ୍ୟମରେ ଶୁକ୍ରବାର ରାଜ୍ୟ ସରକାରଙ୍କୁ ଚେତାବନୀ…

7 years ago

ଉଚ୍ଛେଦକୁ ନେଇ ନୀଳଗିରି ବିଧାୟକ-ତହସିଲଦାର ମୁହାଁମୁହିଁ: ପ୍ରତିବାଦରେ ଅନଶନରେ ବସିଲେ ବିଧାୟକ

ସଜନାଗଡ଼, ୪।୧୦(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ବିଧାୟକ ସୁକାନ୍ତ ନାୟକ ଓ ତହସିଲଦାର ସୁଶ୍ରୀତା ଟୁଡ଼ୁଙ୍କ ମଧ୍ୟରେ ଶୁକ୍ରବାର ମୁହାଁମୁହିଁ ହୋଇଛି। ତହସିଲ କଚେରି ପରିସରରେ ଥିବା…

7 years ago

ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ର ନିର୍ଦ୍ଦେଶକଙ୍କ ଦରମା ପ୍ରସଙ୍ଗ : ପଦକ୍ଷେପ କ’ଣ ନେଇଛ ଜଣାଅ: ହାଇକୋର୍ଟ

କଟକ ଅଫିସ,୪ା୧୦: ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରର ନିର୍ଦ୍ଦେଶକ ଡା. ଲଲାଟେନ୍ଦୁ ଷଡଙ୍ଗୀ ଚଞ୍ଚକତା କରି ନିଜ ବେତନ ବାବଦରେ ପ୍ରାପ୍ୟଠାରୁ ୩୦ ଲକ୍ଷରୁ ଅଧିକ…

7 years ago

ସର୍ଟଶର୍କିଟରୁ ଟ୍ରକ୍‌ରେ ଲାଗିଲା ନିଆଁ: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର

ବଡ଼ବିଲ, ତା ୪.୧୦ (ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଭଦ୍ରାସାହି-ବଡବିଲ ରାଜ୍ୟରାଜପଥର କାଠ ଡିପୋ ନିକଟରେ ଶୁକ୍ରବାର ସକାଳେ ଏକ ଚଳନ୍ତା ଟ୍ରକରେ ନିଆଁଲାଗି…

7 years ago