ବଡ଼ସାହି,୭।୧୨(ସ୍ବ.ପ୍ର): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଡିଙ୍ଗିରା ଗ୍ରାମର ବୁଢାବଳଙ୍ଗ ନଦୀପଠାରେ ଶନିବାର ଏକ ଅର୍ଦ୍ଧଦଗ୍ଧ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଏ ନେଇ ଗ୍ରାମବାସୀ…
ଖୋର୍ଦ୍ଧା ଅଫିସ,୭।୧୨: ବରୁଣେଇରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗସ୍ତ ପୂର୍ବରୁ ଶନିବାର ସେ ପ୍ରସ୍ତୁତିର ସମୀକ୍ଷା କରିଥିବା ସୂଚନା ମିଳିଛି। ପ୍ରକାଶଯୋଗ୍ୟ, ସନ୍ଧ୍ୟାରେ…
ଭଦ୍ରକ ଅଫିସ,୭।୧୨: ଭଦ୍ରକ ଜିଲା ସ୍କୁଲରେ ବଦଳି ଶିକ୍ଷକଙ୍କ ବାତିଲ ଦାବିରେ ଛାତ୍ର ଅଶାନ୍ତି ଦେଖାଦେଇଛି। ଏ ନେଇ ଶନିବାର ସ୍କୁଲ ଫାଟକରେ ଛାତ୍ରୀଛାତ୍ର ତାଲା ପକାଇ…
ଭବାନୀପାଟଣା,୭।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲାର ଲଞ୍ଜିଗଡ଼ ବ୍ଲକ ଦୁର୍ଗମ ଅଞ୍ଚଳରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ବ୍ଲକର ପୋଖରୀବନ୍ଧ ପଞ୍ଚାୟତ ମେଲଭୁଟୁ ଗାଁରେ ଶୁକ୍ରବାର ବିଳମ୍ବିତ ରାତିରେ…
ଯାଜପୁର ଅଫିସ,୭।୧୨: ନିଶାସକ୍ତ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ରାସ୍ତା ମଝିରେ ଆଣ୍ଠେଇବା ଘଟଣାରେ ଗଣଶିକ୍ଷକ ମକରନ୍ଦ ମହାନ୍ତଙ୍କୁ ଗିରଫ ପରେ ଶନିବାର କୋର୍ଟ ଚାଲାଣ କରାଯାଇଥିବା ସୂଚନା ମିଳିଛି।…
ବ୍ରହ୍ମପୁର ଅଫିସ,୭।୧୨: ଗଞ୍ଜାମ ଜିଲା ଗେଟବଜ଼ାର ଛକରେ ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏଥିରେ ବିଷ୍ଣୁ ପ୍ରଧାନ(୩୭)ଗୁରତର ହୋଇଥିଲେ। ତେବେ ଏମ୍କେସିଜି ମେଡିକଲରେ ଚିକିତ୍ସାଧୀନ…
ପଟ୍ଟାମୁଣ୍ଡାଇ,୭।୧୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗରା ଗାଁ ନିକଟରେ ଭାରସାମ୍ୟ ହରାଇ ଏକ ସ୍କୁଲ ଅଟୋ ଓଲଟିପଡ଼ିବାରୁ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ…
ଭଦ୍ରକ ଅଫିସ,୭।୧୨: ଭଦ୍ରକ ଜିଲା ଧାମନଗର ଥାନା ଦୋବଲ ବଜାର ଟାଟା ଇଣ୍ଡିକେସ୍ ଏଟିଏମ୍ରୁ ଶୁକ୍ରବାର ରାତିରେ ଲୁଟ୍ ଉଦ୍ୟମ ହୋଇଛି। କେହି ଦୁର୍ବୃତ୍ତ ଗ୍ୟାସ୍ କଟର…
ଦାରିଙ୍ଗବାଡ଼ି,୭।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ଆହୁରି ଅଧିକ ବଢ଼ିବା ସହ ତାପମାତ୍ରା ହ୍ରାସ ପାଇଛି। ସକାଳ ୮ଟା ସୁଦ୍ଧା ପାରଦ ୬.୫…
ବ୍ରହ୍ମଗିରି,୭।୧୨(ଡି.ଏନ୍.ଏ.): ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ଚଣ୍ଡପଡ଼ା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ସୋନାଲି ଭଟ୍ଟ, ତପନ ଭଟ୍ଟ,…