ଆମ ଜିଲା ଖବର

ଜିଲା ନିର୍ମାଣ ଶ୍ରମିକ ସଂଘ ପକ୍ଷରୁ ରାସ୍ତାରୋକୋ

ସମ୍ବଲପୁର,୬।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଯୁଗ୍ମ ଶ୍ରମ ଆୟୁକ୍ତ କାର୍ଯ୍ୟାଳୟରେ ଜିଲା ନିର୍ମାଣ ସଂଘ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର ରାସ୍ତାରୋକୋ କରାଯାଇଛି। ଶତାଧିକ ମହିଳା ପୁରୁଷ ଶ୍ରମିକ…

7 years ago

ସେବାଶ୍ରମ ଛାତ୍ରୀ ଗର୍ଭବତୀ ଘଟଣା: ଗିରଫ ହେଲେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ

ଜୟପୁର,୬।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ବ୍ଲକ ଅଞ୍ଚଳ ମଙ୍ଗଳବିଭାଗ ଦ୍ୱାରା ପରିଚାଳିତ ଏକ ସେବାଶ୍ରମରେ ଜଣେ ସପ୍ତମ ଶ୍ରେଣୀ ଛାତ୍ର ଗର୍ଭବତୀ ହୋଇଥିବା ଜଣାପଡ଼ିଛି। ଏହି ମାମଲାରେ…

7 years ago

ସମାଜ ସେବାରେ ବେସାମରିକ ବାହିନୀର କାର୍ଯ୍ୟ ପ୍ରଶସଂନୀୟ

କୋରାପୁଟ,୬।୧୨(ସ୍ବ.ପ୍ର.): କୋରାପୁଟସ୍ଥିତ କାର୍ନିଭାଲ ପଡ଼ିଆରେ ଶୁକ୍ରବାର ୫୭ିତମ ବେସାମରିକ ବାହିନୀର ପ୍ରତିରକ୍ଷା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ କୋରାପୁଟ ଅତିରିକ୍ତ ଜିଲାପାଳ ଦେବେନ କୁମାର…

7 years ago

ସ୍କୁଟିକୁ ପଛରୁ ଧକ୍କାଦେଲା ଟ୍ରକ୍‌

ବଅଁରପାଳ,୬।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ୫୫ନମ୍ବର ଜାତୀୟ ରାଜପଥ କାଣ୍ଡସର ନିକଟରେ ଶୁକ୍ରବାର ଏକ ଟ୍ରକ୍‌ ଧକ୍କାରେ ଜଣେ ସ୍କୁଟି ଚାଳକ ଗୁରୁତର ହୋଇଛନ୍ତି। ତେବେ ଗୁରୁତରଙ୍କ ପରିଚୟ…

7 years ago

ଜାତୀୟ ବେସାମରିକ ପ୍ରତିରକ୍ଷା ଦିବସ: ମାନବସେବା ହିଁ ମାଧବ ସେବା: ଜିଲାପାଳ

ତାଳଚେର,୬।୧୨(ନି.ପ୍ର.): ଅନୁଗୋଳ ଜିଲା ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ୫୭ତମ ଜାତୀୟ ବେସାମରିକ ପ୍ରତିରକ୍ଷା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଜିଲାପାଳ ମନୋଜ କୁମାର…

7 years ago

ସମବାୟ ବ୍ୟାଙ୍କ ସମ୍ମୁଖରେ ବୀମାରୁ ବଞ୍ଚିତ ଚାଷୀଙ୍କ ଧାରଣା

ତିହିଡ଼ିି,୬।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡା ପଞ୍ଚାୟତ ଅଧୀନ ଦପା ଗ୍ରାମର ଶତାଧିକ ଚାଷୀ ଶୁକ୍ରବାର ପୂର୍ବାହ୍ନରେ ତିହିଡ଼ିସ୍ଥିତ ବାଲେଶ୍ୱର-ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ…

7 years ago

ନୂଆବର୍ଷରୁ ଶ୍ରଦ୍ଧାଳୁଙ୍କୁ ସ୍ବତନ୍ତ୍ର ସୁବିଧା

ପୁରୀ ଅଫିସ, ୬।୧୨:ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ଲାଗି ସମସ୍ତ ପ୍ରକାର ସୁବିଧା କରାଯିବ। ସେମାନେ ଯେପରି କୌଣସି ତିକ୍ତ ଅନୁଭୂତି ନ ସାଉଣ୍ଟିବେ ସେଥିପ୍ରତି ଗୁରୁତ୍ୱ ଦେଉଛନ୍ତି…

7 years ago

ଇଷ୍ଟକୋଷ୍ଟର ଟିଟିଆଇ ପାର୍ବତୀ

କଟକ ଅଫିସ,୬।୧୨:ଟ୍ରେନ୍‌ ଟିକେଟ୍‌ ଇନ୍ସପେକ୍ଟର(ଟିଟିଆଇ) ଡ୍ୟୁଟି ଅତ୍ୟନ୍ତ କଷ୍ଟକର। ଡ୍ୟୁଟିବେଳେ ଅନେକ ସମୟରେ ପ୍ରତିକୂଳ ପରିସ୍ଥିତି ସାମ୍ନା କରିବାକୁ ପଡ଼ିଥାଏ। ଗୋଟିଏ ଜୋନ୍‌ରୁ ଅନ୍ୟ ଜୋନ୍‌କୁ ଯିବାକୁ…

7 years ago

ତାରସିଂ ରେଞ୍ଜର କଳିଙ୍ଗପଦର ଜଙ୍ଗଲରେ ମାଈହାତୀର ମୃତ୍ୟୁ

ଭଞ୍ଜନଗର,୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ତାରସିଂ ରେଞ୍ଜର କଳିଙ୍ଗପଦର ଜଙ୍ଗଲରେ ଗୁରୁବାର ରାତିରେ ଏକ ମାଈହାତୀର ମୃତ୍ୟୁ ଘଟିଛି। ଏ ନେଇ…

7 years ago

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଆର୍‌ଡି ଜେଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସମ୍ବଲପୁର,୬।୧୨(ବ୍ୟୁରୋ): ସମ୍ବଲପୁର ଜିଲା ରେଢ଼ାଖୋଲ ବ୍ଲକ ଆର୍‌ଡି ଜେଇ ଶ୍ୟାମସାଗର ସାଏଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

7 years ago