ସୋର,୧୮ା୮: ଏୟାରପୋର୍ଟରେ ଏକ ମୃତଦେହ ଅଦଳବଦଳ ହୋଇଯାଇଥିଲା। ତେବେ ପଶ୍ଚିମବଙ୍ଗ କ୍ରିଷ୍ଣନଗରରୁ ମୃତଦେହ ଘରକୁ ଆଣିଛନ୍ତି ସମ୍ପର୍କୀୟ। ଏୟାରପୋର୍ଟ କର୍ମଚାରୀଙ୍କୁ ପରିବାର ଲୋକେ ଦାୟୀ କରି କଫିନ୍ରେ…
ମାଲକାନଗିରି,୧୮ା୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାର ଆଦିବାସୀ ଦିଦାୟୀ ଯୁବତୀ ଡାକ୍ତର ହେବେ। ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଡାକ୍ତରୀ ପଢିବା ଲାଗି ବିବେଚିତ ହୋଇଛନ୍ତି। ସେ ହେଲେ…
ଜୁନାଗଡ଼,୧୭।୮(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ତଳଜାରିଙ୍ଗ ପଞ୍ଚାୟତର ଚେରମହୁଲ ଗ୍ରାମରେ ଶନିବାର ହାତ ଦେଖାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଥିଲା। ଏଥିରେ ଚେରମହୁଲ…
ବରଗଡ଼,୧୭।୮(ପ୍ରେମାନନ୍ଦ ଖମାରୀ) - ସ୍ବାଧୀନତା ସଂଗ୍ରାମୀ ବହ୍ନି କନ୍ୟା ପାର୍ବତୀ ଗିରିଙ୍କ ଉପରେ ନିର୍ମାଣ ହୋଇଥିବା ବହୁ ପ୍ରତିକ୍ଷୀତ ବାୟୋପିକ ଫିଲ୍ମ ‘ବଡ଼ମା’ର ପ୍ରିମିୟର ଶୋ ରବିବାର…
ଭୁବନେଶ୍ୱର,୧୭।୮: ମାଲକାନଗିରି ଜିଲାରେ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ଜିଲାପାଳ। ଏଥିସହ ଅଙ୍ଗନଓ୍ବାଡି ମଧ୍ୟ ବନ୍ଦ ରହିବ। ତେବେ ସୋମବାର ଅତିପ୍ରବଳ…
କେସିଙ୍ଗା,୧୭।୮(ତୁମେଶ୍ୱର ସାହୁ) : କେସିଙ୍ଗା ସିଟିଜେନ ଫୋରମ୍ ପକ୍ଷରୁ ଏକ ସାଧାରଣ ବୈଠକ ଫୋରମର ସଭାପତି ଡ଼.ହେମସାଗର ସାହାଙ୍କ ସଭାପତିତ୍ୱରେ ରବିବାର ସରକାରୀ ହାଇସ୍କୁଲଠାରେ ଅନୁଷ୍ଠିତ ହୋଇଥିଲା।…
ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କଇଠଖଣ୍ଡି ପଞ୍ଚାୟତ ତଲାସିଂ ଗ୍ରାମରେ ଘଟିଥିବା ପାରିବାରିକ ହିଂସା ମାମଲାରେ ପୋଲିସ କୃଷ୍ଣ ଗୌଡ଼(ଭିଣୋଇ) ଏବଂ ତାଙ୍କ…
ଭବାନୀପାଟଣା,୧୭।୮(ଉତ୍ତମ କୁମାର ଦାଶ)-ସ୍ବାଧୀନତା ଦିବସ ପାଳନ ଅବସରରେ ରାଜ୍ୟସ୍ତରୀୟ ପୋଲିସ ପଦକ ପ୍ରଦାନ ସମାରୋହ ଭୁବନେଶ୍ୱର ସ୍ଥିତ ଲୋକସେବା ଭବନ ସମ୍ମିଳନୀରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାହସିକତା…
ପାଟଣା,୧୭।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ର ୩ ନେତା ରବିବାର ବିଧିବଦ୍ଧ ଭାବେ ଭୁବନେଶ୍ୱର କଂଗ୍ରେସ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ…
ବରଗଡ଼, ୧୭।୮(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଆଖାଇ ପାଇଁ ବରଗଡ଼ ଗ୍ରାମ୍ୟଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ରବିବାର ସାରେ ଲଗ୍ନ ନିର୍ଦ୍ଧାରୀତ ହୋଇଛି। ପଣ୍ଡିତ…