ଆମ ଜିଲା ଖବର

ରୂପେଲିର ଚିକିଛା ଲାଗି ଟଁକା ଅଭାବ୍‌ ଘଟନା: ପରୀକ୍ଷା ଲାଗି ନମୁନା ବାହାରକେ ପଠାଗଲା

  ଗୁଡ଼ଭେଲା,୨୭ା୮(ଡି.ଏନ୍‌.ଏ.): ଗଲା ୧୯ ତାରିଖ ସୋମବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ରୂପେଲିର ଚିକିଛା ଲାଗି ଟଁକା ଅଭାବ୍‌, ଚିନ୍‌ତାରେ ଗରିବ୍‌ ମା’ବାପ୍‌’ ଶୀରଷକ୍‌ରେ ଖବର ବାହାରିଥିଲା।…

7 years ago

ବିପଦ୍‌ ମୁଢ଼େଇ ଦଦ୍‌ରା ଘରେ ରହୁଛନ୍‌ ଅସାହା ଦମ୍ପତି

  ଲାଠୋର, ୨୭ା୮ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ପଁଚେତ୍‌ ସଦର ଗୁଦାମପଡ଼ାରେ ବାସ କରୁଛନ୍‌ ଭଗବାନ ଛତ୍ରିଆ। ପରିବାର କହେଲେ ମାଏକିନା…

7 years ago

ଛେଳିଗଡ ଜଳସେଚନ ପ୍ରକଳ୍ପ ବିସ୍ଥାପନ କଲୋନୀ, ଚିହ୍ନଟ ଜମିରେ ଚାରା ରୋପଣ କଲେ ଜିଲାପାଳ, ଏସପି

ଦିଗପହଣ୍ଡି,୨୬।୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡା ପଞ୍ଚାୟତ ବବୁଲିବନ୍ଧ ମୌଜା ବାଲିପାଟ ଗାଁ ନିକଟରେ ଛେଳିଗଡ ଜଳ ସେଚନ ପ୍ରକଳ୍ପ ବିସ୍ଥାପିତଙ୍କ ପାଇଁ ଚିହ୍ନଟ ହୋଇଛି। ଏହି ଜମିରେ…

7 years ago

ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ ଏବିଭିପିର ବିରୋଧ

ଫୁଲବାଣୀ ଅଫିସ, ୨୬ା୮-ରାଜ୍ୟ ସରକାର ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନ ହେବ ନାହିଁ ବୋଲି ଘୋଷଣା କରିଥିବାରୁ ଛାତ୍ରଙ୍କ ମଧ୍ୟରେ ଅଶାନ୍ତି ସୃଷ୍ଟି ହୋଇଛି । ସୋମବାର…

7 years ago

ବିଦ୍ୟୁତ୍‌ ଆଘାତରେ ଜଣେ ଗୁରୁତର

ବୁଗୁଡ଼ା,୨୬ା୮(ଡି.ଏନ.ଏ.)-ବୁଗୁଡ଼ା ବିଏସ୍‌ଏନ୍‌ଏଲ କାର୍ଯ୍ୟାଳୟ ଟେଲିଫୋନ ବିଭାଗରେ କାର୍ଯ୍ୟରତ ଜଣେ ଅସ୍ଥାୟୀ କର୍ମଚାରୀ ବିଦ୍ୟୁତ ଆଘାତରେ ସୋମବାର ଗୁରୁତର ହୋଇଛନ୍ତି। ସେ ହେଲେ ଧୋବା ସାହୁ। ଧୋବା ଅପରାହ୍ନରେ…

7 years ago

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ଭଞ୍ଜନଗର,୨୬।୮(ଡି.ଏନ.ଏ)-ଭଞ୍ଜନଗର ଶଙ୍ଖସାହିର ଜଣେ ଯୁବକଙ୍କ ସନ୍ଦେହଜନକ ଭାବେ ରବିବାର ମୃତ୍ୟୁ ଘଟିଛି। ସେ ହେଲେ କାର୍ତ୍ତିକ ସାହୁ (୩୮)। ସୋମବାର ସକାଳେ ଘର ପାଖ ଲୋହରାଖଣ୍ଡି ନଦୀ…

7 years ago

୧୫ରୁ ଜାତୀୟ ଫୁଟବଲ ଟୁର୍ନାମେଣ୍ଟ

ଢେଙ୍କାନାଳ ଅଫିସ,୨୬ା୮- ଆସନ୍ତା ସେପ୍ଟେମ୍ବର ୧୫ ତାରିଖଠାରୁ ଢେଙ୍କାନାଳ ଷ୍ଟାଡିୟମଠାରେ ଜାତୀୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ କରାଯିବ। ଏ ସଂକ୍ରାନ୍ତରେ ସୋମବାର ମଧ୍ୟାହ୍ନ ୧୨ଟାରେ ଢେଙ୍କାନାଳ ଜିଲା…

7 years ago

ରାସ୍ତାଘାଟରେ ହାତୀ, ଲୋକେ ଭୟଭୀତ

ପରଜଙ୍ଗ, ୨୬ା୮(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ହାତୀ ଉପଦ୍ରବରୁ ତ୍ରାହି ମିଳୁନି। ସୋମବାର ସକାଳେ ନରହନ୍ତା ଦନ୍ତା କନ୍ଦରସିଂହା ଗ୍ରାମରେ ପଶି ତାଣ୍ଡବ କରିଥିଲା। ଦନ୍ତାଟି…

7 years ago

କଳାହାଣ୍ଡିରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି: କୋର୍ଟ, କଚେରୀ, ସରକାରଙ୍କ ସମସ୍ତ ଅଫିସ ବନ୍ଦ

ଭବାନୀପାଟଣା,୨୬।୮(ଡି.ଏନ.ଏ.): କଳାହାଣ୍ଡି ଜିଲାରେ ସ୍ଥାୟୀ ହାଇକୋର୍ଟ ପ୍ରତିଷ୍ଠା ଦାବି ନେଇ ଜିଲା ଓକିଲ ସଂଘ ଆହ୍ବାନକ୍ରମେ ସୋମବାର ଭବାନୀପାଟଣାରେ ସମସ୍ତ କୋର୍ଟ, କଚେରୀ, ତହସିଲ ସମେତ ସମସ୍ତ…

7 years ago

ଚାଷୀଙ୍କ ବିଭିନ୍ନ ସମସ୍ୟା ସମାଧାନ ଦାବି: ନାଗରିକ ବିକାଶ ସଙ୍ଗଠନ ପକ୍ଷରୁ ଦାବିପତ୍ର

ଜୁନାଗଡ,୨୬।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ନାଗରିକ ବିକାଶ ସଙ୍ଗଠନ ପକ୍ଷରୁ ସୋମବାର ଜୁନାଗଡ ସହକାରୀ କୃଷି ଅଧିକାରୀ ନୌକେଶ୍ୱର ନାଗଙ୍କ ଜରିଆରେ ଜିଲା ଉପକୃଷି ନିର୍ଦ୍ଦେଶକଙ୍କୁ ଏକ ୩…

7 years ago