ଆମ ଜିଲା ଖବର

ପାଚିଲା ଧାନ କ୍ଷେତରେ କୋଇଲା ଖଣି ପାଣି: ଅମଳ ଚିନ୍ତାରେ ଚାଷୀ

କଣିହାଁ,୪।୧୨(ଡି.ଏନ.ଏ.)-କଣିହାଁ ବ୍ଲକ ପଥରମୁଣ୍ଡା ଗ୍ରାମର ଅନେକ ଚାଷ ଜମିରେ ଏମ୍‌ସିଏଲ୍‌ର କଣିହାଁ କୋଇଲା ଖଣି ପାଣି ପଶି ଯାଇଥିବା ଅଭିଯୋଗ ହେଉଛି। କୋଇଲା ଖଣି କର୍ତ୍ତୃପକ୍ଷ ସୋମବାର…

7 years ago

ଚେଳିତୋଳ ବାଲିଯାତ୍ରାକୁ ମାସେ ପୁରିବ: ସଫେଇ ହୋଇ ପାରିଲାନି ପଡ଼ିଆ

ତିର୍ତ୍ତୋଲ,୪ା୧୨(ଡି.ଏନ.ଏ.): ତିର୍ତ୍ତୋଲ ନିକଟସ୍ଥ ମହାନଦୀପଠା ଗୋପିଆକୁଦଠାରେ ପାଳିତ ହୋଇଥିବା ଚେଳିତୋଳ ବାଲିଯାତ୍ରାକୁ ଆଉ କିଛିଦିନ ପରେ ମାସେ ପୁରିବ। ବାଲିଯାତ୍ରା ପରେ ପଡ଼ିଆ ସଫା କରାଯିବା କଥା।…

7 years ago

ମିଶ୍ରପଡ଼ାରେ ଏମ୍‌ସିସି ନିର୍ମାଣକୁ ବିରୋଧ ଜାରି:ସଚେତନ କରି ନ ପାରି ଫେରିଲେ ପୌର କର୍ତ୍ତୃପକ୍ଷ

ଅନୁଗୋଳ ଅଫିସ, ୪।୧୨-ଅନୁଗୋଳ ପୌରାଞ୍ଚଳର ମିଶ୍ରପଡ଼ା ହାଇଟେକ୍‌ ନର୍ସରୀ ନିକଟରେ ନିର୍ମାଣ ହେବାକୁ ଥିବା ମାଇକ୍ରୋ କମ୍ପୋଷ୍ଟି ସେଣ୍ଟର(ଏମ୍‌ସିସି)କୁ ବିରୋଧ ଜାରି ରହିଛି। ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର…

7 years ago

ସରୋଜଙ୍କ ସଚ୍ଚୋଟପଣିଆ: ପାଇଥିବା ଟଙ୍କା, ଗହଣା ଫେରାଇଲେ

କାମାକ୍ଷାନଗର,୪।୧୨(ଡି.ଏନ.ଏ.)-ଡ୍ରାଇଭରଙ୍କ ସାମାନ୍ୟତମ ଭୁଲ ଯୋଗୁ ତାଙ୍କ ହାତରେ ଲାଗିଥିଲା ଟଙ୍କା, ଅଳଙ୍କାର ଭର୍ତ୍ତି ବ୍ୟାଗ୍‌। ଚାହିଁଥିଲେ ଏହାକୁ ରଖିଦେଇପାରନ୍ତେ ନିଜ ପାଖରେ। ହେଲେ ଏହା ତାଙ୍କୁ ପାପବୋଧ…

7 years ago

ଅନ୍ତର୍ଜାତିକ ଭିନ୍ନକ୍ଷମ ଦିବସ: ପ୍ରତ୍ୟେକଙ୍କ ଜିଇଁବାର ଅଧିକାର ରହିଛି

ଜଗତ୍‌ସିଂହପୁର ଅଫିସ୍‌, ୪ା୧୨: ସମ୍ବିଧାନର ଧାରା ୨୧ ଅନୁଯାୟୀ ପ୍ରତ୍ୟେକଙ୍କ ଜିଇଁବାର ଅଧିକାର ରହିଛି। ଏହି ଅନୁଯାୟୀ ଭିନ୍ନକ୍ଷମଙ୍କୁ ଏଥିରୁ ବଞ୍ଚତ୍ତ କରାଯାଇ ପାରିବ ନାହିଁ। ଯଦି…

7 years ago

ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ: ‘ଫନୀ କ୍ଷତିଗ୍ରସ୍ତଙ୍କୁ ଉଚିତ୍‌ ସହାୟତା ଦିଅ’

ଜଗତ୍‌ସିଂହପୁର ଅଫିସ୍‌, ୪ା୧୨: ଫନୀ ବାତ୍ୟା ପ୍ରଭାବରେ ଜଗତ୍‌ସିଂହପୁର ଜିଲାରେ ଅନେକ କ୍ଷତି ହୋଇଛି। ତେଣୁ କ୍ଷତିଗ୍ରସ୍ତଙ୍କୁ ଉଚିତ୍‌ ସରକାରୀ ସହାୟତା ଦିଆଯିବା ଆବଶ୍ୟକ। କିନ୍ତୁ କୌଣସି…

7 years ago

୨ ଅଟୋ ସହ ଗଞ୍ଜେଇ ଜବତ, ୩ ଗିରଫ

ଫିରିଙ୍ଗିଆ,୪ା୧୨: ବେଆଇନ ଗଞ୍ଜେଇ ଚାଲାଣ କରୁଥିବା ୨ଟି ଅଟୋକୁ ଫିରିଙ୍ଗିଆ ପୋଲିସ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ଏଥିରେ ଜଣେ ନାବାଳକ ମଧ୍ୟ…

7 years ago

ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ ଜିଲାପାଳ

ଦାରିଙ୍ଗବାଡ଼ି,୪।୧୨(ଡି.ଏନ.ଏ)-କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ମଙ୍ଗଳବାର ଦାରିଙ୍ଗବାଡ଼ି ଗସ୍ତ କରିଛନ୍ତ। ପ୍ରଥମେ ତହସିଲ କାର୍ଯ୍ୟାଳୟରେ ପହଞ୍ଚତ୍ କାଗଜପତ୍ର ଯାଞ୍ଚ କରିବା ସହ ତହସିଲଦାର ନୀତିଶ ତ୍ରୀପାଠିଙ୍କ…

7 years ago

ପରିବାରର ବୋଝ ନୁହନ୍ତି ଦିବ୍ୟାଙ୍ଗ

ଫୁଲବାଣୀ ଅଫିସ,୪ା୧୨-ଦିବ୍ୟାଙ୍ଗମାନେ ପରିବାର କିମ୍ବା ସମାଜର ବୋଝ ନୁହଁନ୍ତି ବୋଲି ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ ଅବସରରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ପ୍ରକାଶ କରଛନ୍ତି। ଫୁଲବାଣୀସ୍ଥିତ…

7 years ago

ବିବାହ ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତ ଅଟକ

ଦିଗପହଣ୍ଡି,୪ା୧୨(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ମଙ୍ଗଳବାର ଅଭିଯୋଗ ହୋଇଛି। ନାବାଳିକାଙ୍କ ପରିବାର ଲୋକଙ୍କ ଏତଲା କ୍ରମେ ଦିଗପହଣ୍ଡି ପୋଲିସ…

7 years ago