ହିଞ୍ଜିଳିକାଟୁ,୨୮ା୯(ଡି.ଏନ୍.ଏ.) -ହିଞ୍ଜିଳି ଥାନା ତହଁର ଗ୍ରାମର ପୂର୍ବତନ ସରପଞ୍ଚ ପଦ୍ମଚରଣ ପାଢୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ୨ଜଣ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ…
ନୟାଗଡ଼ ଅଫିସ,୨୮।୯: ନୟାଗଡ଼ ପୋଲିସ ଟ୍ରେନିଂ ସ୍କୁଲ (ପିଟିଏସ୍)ର ଦୀକ୍ଷାନ୍ତ ସମାରୋହ-୨୦୧୯ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଏସ୍ପି ତଥା ଟ୍ରେନିଂ ସ୍କୁଲର ଅଧ୍ୟକ୍ଷ ଶଶିଭୂଷଣ ଶତପଥୀଙ୍କ…
ଗୋପାଳପୁର,୨୮ା୯-ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଆର୍ମି ଏଡି କଲେଜ ପରିସରରେ ଆୟୋଜିତ ହେବାକୁ ଥିବା ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ। ରାଷ୍ଟ୍ରପତି ଶୁକ୍ରବାର ବାୟୁସେନାରେ ସ୍ବତନ୍ତ୍ର ବିମାନରେ ଆସି…
ବ୍ରହ୍ମପୁର ଅଫିସ, ୨୮ା୯-ସରକାରଙ୍କ ଦ୍ୱାରା ଘୋଷିତ ସର୍ବନିମ୍ନ ମଜୁରି ପ୍ରଦାନ କରିବାକୁ ସାଉଥ୍କୋ ମିଟର ରିଡର ଶ୍ରମିକ ସଂଘ ବ୍ରହ୍ମପୁର ଶାଖା ପକ୍ଷରୁ ଦାବି କରାଯାଇଛି ।…
ଠାକୁରମୁଣ୍ଡା, ୨୮।୯( ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ ଅଧୀନ ହାତୀବାରିସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ପରିଚାଳିତ ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ରୀନିବାସରେ ରହୁଥିବା ଜଣେ…
କପ୍ତିପଦା, ୨୮।୯ (ଡି଼.ଏନ୍.ଏ.)-ଜଣେ ଯୁବ ମାରାଥନ ଦୌଡାଳି ଭାବେ ବେଶ୍ ପରିଚିତ ସତ୍ୟଜିତ ମହାନ୍ତି। ମୟୂରଭଞ୍ଜ ଜିଲା କପ୍ତିପଦା ଉପଖଣ୍ଡ ଅଞ୍ଚଳ ସମେତ ଜିଲା, ରାଜ୍ୟ ଓ…
ଖଇରା, ୨୮।୯(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକର ରକ୍ତତୀର୍ଥ ତୁଡ଼ିଗଡ଼ିଆ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ପାଇଥିଲେ ବି ଅବହେଳିତ ଅବସ୍ଥାରେ ରହିଛି। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ…
ବାହାନଗା, ୨୮ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତ ତଳକରଞ୍ଜାବିନ୍ଧା ଗ୍ରାମର ୨ ନମ୍ବର ୱାର୍ଡର ମୁଖ୍ୟ ରାସ୍ତାରେ ଏବେ ବର୍ଷା ପାଣି ଲହଡି ଖେଳୁଛି। ଏହା…
ସୋର, ୨୮ା୯(ଡି.ଏନ୍.ଏ.)-ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ କମରପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ବର୍ଷା ଜଳରେ ଉବୁଟୁବୁ ହେଉଛି। ନର୍ଦ୍ଦମା ପାଣି ଶ୍ରେଣୀଗୃହକୁ ପଶିବା ସହ ଅସ୍ବାସ୍ଥ୍ୟକର…
ଅନୁଗୋଳ ଅଫିସ, ୨୮।୯ ଅନୁଗୋଳ ଜିଲାରେ ଜଳସେଚନର ଅନେକ ସମ୍ଭାବନା ରହିଛି। ଏହି ସମ୍ଭାବନାକୁ କାର୍ଯ୍ୟରେ ପରିଣତ କରିବା ପାଇଁ ସମସ୍ତେ ଏକ ଲକ୍ଷ୍ୟ ସ୍ଥିର କରିବା…