ମାର୍ଶାଘାଇ,୨୬ା୮(ଡି.ଏନ୍.ଏ.)- ଅନ୍ତର୍ଜାତୀୟ ଓ ଜାତୀୟ ସିନେମାଠାରୁ ଆରମ୍ଭ କରି ବିଭିନ୍ନ ଭାଷାର ସିନେମା ସମ୍ପର୍କରେ ତଥ୍ୟ ସଂଗ୍ରହ କରି ଓ୍ବିକିପିଡିଆ ଓ୍ବେବ୍ସାଇଟ୍ ଅନ୍ଲାଇନ୍ରେ ଲୋକପ୍ରିୟ ହୋଇପାରିଛି। ଏହି…
କେନ୍ଦ୍ରାପଡା ଅଫିସ, ୨୬ା୮: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ପେଣ୍ଠ ବେଳାଭୂମିସ୍ଥିତ ଜିଓ ସିନ୍ଥେଟିକ ଟ୍ୟୁବ୍ ଓ୍ବାଲରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିବା ପରେ…
ରଣପୁର,୨୬।୮(ସ୍ବ.ପ୍ର.): ରଣପୁରସ୍ଥିତ ମା’ ମଣିନାଗଙ୍କ ପାନ୍ଥନିବାସରେ ରଣପୁର ବିଧାୟକ ତଥା ଜିଲା ଯୋଜନା କମିଟିର ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନଙ୍କ ତତ୍ତ୍ୱାବଧାନରେ ରବିବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ…
ଜାମଟିକ୍ରା, ୨୬।୮ (ଡି.ଏନ୍.ଏ): ବରଗଡ଼ ଜିଲା କୁରୁଆଁ ପଁଚେତ୍ ବାଉଁସେନପାଲି ଗାଁର ଅଭିମନ୍ୟୁ ମିର୍ଦ୍ଧାକଁର ପୁଓ ଆଦିତ୍ୟ ମିର୍ଦ୍ଧା(୨୬)। ୨୦୧୭ରେ ତାକର ଡେବ୍ରି ଗୋଡ଼ରେ କର୍କଟ ରୋଗ୍…
ନୟାଗଡ଼ ଅଫିସ,୨୬ା୮: ନୟାଗଡ଼ ସହରର ବିଭିନ୍ନ ମାର୍କେଟ କମ୍ପ୍ଲେକ୍ସରେ ଥିବା ଦୋକାନ ଗୃହଗୁଡିକ ବେନିୟମ ଭାବେ ବଣ୍ଟନ କରାଯାଇଛି। ସହରରେ ବସବାସ କରୁଥିବା ଯୁବକମାନେ ଯେପରି ରୋଜଗାରକ୍ଷମ…
ଲାଠୋର,୨୬।୮(ଡି.ଏନ୍.ଏ.): ଉଭଏ କେନ୍ଦ୍ର ଆର ରାଏଜ୍ ସରକାର ଗରିବ୍ ଦୁଖି, ବାସହୀନ ପରିବାରମାନକୁ ପକାଘର ଯୁଗେଇ ଦିଆଯାଉଛେ ବଲି ଡିଂଗ୍ରା ପିଟୁଛନ୍। ହେଲେ ଦେଖ୍ବାକେ ଗଲେ ଅନେକ…
ଖଣ୍ଡପଡ଼ା,୨୬ା୮(ସ୍ବ.ପ୍ର.)- ସ୍ବଚ୍ଛ ଭାରତ ମିଶନ ଅଭିଯାନ ନିମନ୍ତେ କେନ୍ଦ୍ର ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଥିଲେ ସୁଦ୍ଧା ବାସ୍ତବରେ ଏହା କେତେଦୂର କାର୍ଯ୍ୟକାରୀ ହୋଇପାରିଛି ସେ…
କାମାକ୍ଷାନଗର, ୨୬।୮: ରକ୍ତଦାନ କରିବାକୁ ଆଗ୍ରହ ନ ଥିଲା। କ୍ୟାନ୍ସର ଆକ୍ରାନ୍ତ ବାପାଙ୍କ ପାଇଁ ବାଧ୍ୟବାଧକତାରେ ପ୍ରଥମ ଥର ଶରୀରରେ ଫୋଡ଼ା ହୋଇଥିଲା ରକ୍ତ ସଂଗ୍ରହ ଛୁଞ୍ଚତ୍। ଡାକ୍ତରଙ୍କ…
ପରଜଙ୍ଗ, ୨୬।୮(ଡି.ଏନ.ଏ.) ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ହାତୀ ଉପଦ୍ରବ କମୁନାହିଁ। ନରହନ୍ତା ଦନ୍ତା ଆତଙ୍କରେ ଅଞ୍ଚଳବାସୀ ତ୍ରାହି ତ୍ରାହି ଡାକିଲେଣି। ଶନିବାର ରାତିରେ…
ଅନୁଗୋଳ ଅଫିସ, ୨୬।୮: ଅନୁଗୋଳରେ ନିର୍ମାଣାଧୀନ ଅତ୍ୟାଧୁନିକ ସରକାରୀ ବସ୍ଷ୍ଟାଣ୍ଡ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆଉ ଅଳ୍ପ କିଛି କାର୍ଯ୍ୟ ଶେଷ ହେଲେ ତାହାକୁ ଉଦ୍ଘାଟନ କରାଯିବ।…