ଆମ ଜିଲା ଖବର

ଧର୍ମଗଡ ଡାକ୍ତରଖାନାରେ ଯୁବକଙ୍କ ଉନ୍ମତ୍ତକାଣ୍ଡ: ନର୍ସଙ୍କୁ ଦୁର୍ବ୍ୟବହାର, ଥାନାରେ ଏତଲା

ଧର୍ମଗଡ,୨୭।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଗୁରୁବାର ୨ ଯୁବକ ଉନ୍ମତ୍ତକାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି । ଡାକ୍ତରଖାନାକୁ ଚିକିତ୍ସା ପାଇଁ ଆସିଥିବା ଏହି ୨…

7 years ago

ବଲାଙ୍ଗୀର ଜିଲାରେ ବ୍ୟାପୁଛି ଚକଡା

ବଲାଙ୍ଗୀର ଅଫିସ, ୨୭ା୯-ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ଚକଡା ଉପଦ୍ରବ ବା ଗୁଣ୍ଡିପୋକ (ବିପିଏଚ୍‌) ରୋଗ ଆରମ୍ଭ ହୋଇଛି ା ମାତ୍ର କିଛିଦିନ ମଧ୍ୟରେ ଅତ୍ୟନ୍ତ ଭୟାନକ…

7 years ago

ଭଙ୍ଗାଯାଉନି ବିପଦସଙ୍କୁଳ ଶ୍ରେଣୀଗୃହ : ଛାତ୍ରୀଛାତ୍ରଙ୍କ ଜୀବନ ପ୍ରତି ବିପଦ

ନୟାଗଡ଼ ଅଫିସ/ନୂଆଗାଁ (ଡି.ଏନ.ଏ.)୨୭।୯: ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଚାହାଳିସ୍ଥିତ ଜନଶକ୍ତି ନୋଡ଼ାଲ ଉଚ୍ଚବିଦ୍ୟାଳୟରେ କେତେକ ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଫଳରେ ଛାତ୍ରୀଛାତ୍ରଙ୍କ ଜୀବନ ପ୍ରତି…

7 years ago

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଦଲାଲଙ୍କ ଉପରେ ନଜର: ଆର୍‌ଟିଓ କାର୍ଯ୍ୟାଳୟରେ ପୋଲିସ ଚଢ଼ାଉ

ଢେଙ୍କାନାଳ ଅଫିସ, ୨୭ା୯-ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଆର୍‌ଟିଓ କାର୍ଯ୍ୟାଳୟକୁ ୧୫ଦିନ ମଧ୍ୟରେ ଦଲାଲମୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେବା ପରେ ପ୍ରକାଶ ପାଇଛି ପ୍ରଶାସନିକ ତତ୍ପରତା।…

7 years ago

ବିଶ୍ୱ ପର୍ଯ୍ୟଟନ ଦିବସ : ଅବ୍ୟବସ୍ଥା ଘେରରେ ପର୍ଯ୍ୟଟନ କ୍ଷେତ୍ର

ନୟାଗଡ଼ ଅଫିସ,୨୭।୯ : ଆଜି ବିଶ୍ୱ ପର୍ଯ୍ୟଟନ ଦିବସ। ପ୍ରତିବର୍ଷ ଭଳି ନୟାଗଡ଼ ଜିଲାରେ ଶୋଭାଯାତ୍ରାରେ ସୀମିତ ରହିବ ଦିବସ ପାଳନ କାର୍ଯ୍ୟକ୍ରମ। ଏଥିନେଇ କୌଣସି କାର୍ଯ୍ୟକ୍ରମ…

7 years ago

ବୈଷ୍ଣବ ପୋଖରୀ ପୁନରୁଦ୍ଧାର ମାମଲାର ରାୟ: ‘ଏପ୍ରିଲ ସୁଦ୍ଧା ମାଟି ଉଠା କାର୍ଯ୍ୟ ସାର’

ଢେଙ୍କାନାଳ ଅଫିସ, ୨୭।୯-ଐତିହ୍ୟସମ୍ପନ୍ନ ବୈଷ୍ଣବ ପୋଖରୀ ପୁନରୁଦ୍ଧାର କାର୍ଯ୍ୟରେ ବିଳମ୍ବ ଯୋଗୁ ଉଦ୍‌ବେଗ ବ୍ୟକ୍ତ କରିଛନ୍ତି ଅଦାଲତ। ୨୦୨୦ ଏପ୍ରିଲ ସୁଦ୍ଧା ମାଟିଉଠା କାର୍ଯ୍ୟ ଶେଷ କରିବା…

7 years ago

ପୂଜା ଉତ୍ସବରେ ଖୋଜାପଡନ୍ତି ଗୋକୁଳା: ଷ୍ଟାଚ୍ୟୁ ହୋଇ କରନ୍ତି ମନୋରଞ୍ଜନ

ବଅଁରପାଳ, ୨୭ା୯(ଡି.ଏନ.ଏ.)-ପୂଜା ପର୍ବ ପର୍ବାଣି ହେଉ ବା ଯାତ୍ରା, ମନୋରଞ୍ଜନ କଥା ଉଠିଲେ ଆଗକୁ ଆସେ ଗୋକୁଳା ପଟେଲଙ୍କ ନାଁ। ଯେ କୌଣସି ପୂଜା ହେଲେ ପୂଜା…

7 years ago

କୁଶକିଳା ଡବଲ ମର୍ଡର ମାମଲା: ଝସକେତନଙ୍କୁ ଆଜୀବନ ଜେଲ୍‌

ଅନୁଗୋଳ ଅଫିସ, ୨୭।୯-ବହୁ ଚର୍ଚ୍ଚିତ କୁଶକିଳା ଡବଲ ମର୍ଡର ଓ ମାଉସୀ ପୁତୁରା ହତ୍ୟା ମାମଲାର ଏକମାତ୍ର ଅଭିଯୁକ୍ତ ଝସକେତନ ରାଉତଙ୍କୁ ଅନୁଗୋଳ ଜିଲା ଓ ଦୌରାଜଜ୍‌…

7 years ago

ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ: ଚିକିତ୍ସାରେ ଅବହେଳା ଯୋଗୁ ମୃତ୍ୟୁ ଅଭିଯୋଗ

ଅନୁଗୋଳ ଅଫିସ, ୨୭।୯-ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ବଅଁରପାଳ ନୂଆହତା ଗ୍ରାମର ବିରଜା…

7 years ago

ପିବିଡିଏରେ ବ୍ୟାପକ ଅର୍ଥ ହେରଫେର ଅଭିଯୋଗ: ଜିଲାପାଳଙ୍କୁ ଜଣାଇଲେ କୃଷି ଅଧିକାରୀ

ପାଲଲହଡ଼ା, ୨୭ା୯(ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକର ପାଉଡି ଭୂୟାଁ ଜନଜାତିଙ୍କ ସାମାଜିକ ଓ ଆର୍ଥତ୍କ ବିକାଶ ପାଇଁ ରାଜ୍ୟ ସରକାର ପାଉଡି ଭୂୟାଁ ଉନ୍ନୟନ ସଂସ୍ଥା (ପିବିଡିଏ)…

7 years ago