ଆମ ଜିଲା ଖବର

ବିଦ୍ୟୁତ୍‌ ତାର ଚୋରି ମାମଲାରେ ୪ ଗିରଫ, ବିଦ୍ୟୁତ୍‌ ତାର, ସ୍କର୍ପିଓ ଜବତ

ବସ୍ତା, ୨୪।୮ (ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା, ବାଲିଆପାଳ ତଥା ବାଲେଶ୍ୱର ସଦର ଅଞ୍ଚଳରେ ଦୀର୍ଘ ଦିନ ଧରି ଚାଲି ଆସିଥିବା ବିଦ୍ୟୁତ୍‌ ତାର ଚୋରି ର଼୍ୟାକେଟର…

7 years ago

ଚାଷୀମାନଙ୍କ ପକ୍ଷରୁ ସିଏସ୍‌ ଅଫିସ ଘେରାଉ

ଜୟପୁର,୨୪।୮(ଡି.ଏନ୍‌.ଏ.): ଏସ୍‌ଏଚ୍‌ଜି ପକ୍ଷରୁ ଖରିଫ ଧାନ କ୍ରୟ ନିଷ୍ପତ୍ତିକୁ ବିରୋଧ କରି ଜୟପୁର ବ୍ଲକ ଜାମୁଣ୍ଡ ପଞ୍ଚାୟତର ଚାଷୀମାନେ ଶନିବାର ଜିଲା ଯୋଗାଣ (ସିଏସ୍‌) ଅଫିସ ଘେରାଉ…

7 years ago

ଆଗୁଆ ନୂଆଁଖାଇ ପର୍ବ ପାଳନ: ଜୋରରେ ଚାଲିିଛି ପ୍ରସ୍ତୁତି ପର୍ବ

ଭବାନୀପାଟଣା,୨୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଅଧୀନ କେସିଙ୍ଗା ବ୍ଲକ ପଥର୍ଲା ପଞ୍ଚାୟତ ପଥର୍ଲା ଗାଁରେ ଆଗୁଆ ନୂଆଁଖାଇ ପର୍ବ ପାଳନ କରାଯାଇଥାଏ। ଏଣୁ ପଥର୍ଲା ନୂଅଁାଖାଇକୁ ଆଉ ମାତ୍ର…

7 years ago

ଉପାନ୍ତ ଅଞ୍ଚଳରେ ନୃତ୍ୟ, ସଂଗୀତ, ଚିତ୍ରକଳା ପାଇଁ ଖୋଲିଲା ସା ରେ ଗା ମା…

ଯୋଡ଼ା,୨୪।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଲକ୍ଷ୍ମୀ ପଡିଆଠାରେ ଉପାନ୍ତ ଅଞ୍ଚଳର ନୃତ୍ୟ, କଳା, ଚିତ୍ରକଳା ଓ ସଂଗୀତର ଉତ୍‌ଥାନ ନିମନ୍ତେ ସା ରେ ଗା ମା...…

7 years ago

ରେଗୁଲାର ହେଲେ ୧୧୩ ଗ୍ରାମ୍ୟ କୃଷି କର୍ମଚାରୀ

ଭବାନୀପାଟଣା,୨୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ କାର୍ଯ୍ୟରତ ୧୧୩ ଜଣ ଗ୍ରାମ୍ୟ କର୍ମଚାରୀ ନିୟମିତ (ରେଗୁଲାର) ହେଲେ। ଏ ନେଇ ଜିଲା ଗ୍ରାମ୍ୟ କୃଷି କର୍ମଚାରୀ ସଂଘ ପକ୍ଷରୁ ରାଜ୍ୟ…

7 years ago

କିଟପଦର ଛକ ନିକଟରେ ହତ୍ୟା ଘଟଣା: ୩ ଅଭିଯୁକ୍ତ ଗଲେ ଜେଲ

ଭବାନୀପାଟଣା,୨୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କିଟପଦର ଛକରେ ଗତ ୧୫ ତାରିଖ ରାତିରେ ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ୩ ଅଭିଯୁକ୍ତ ଶୁକ୍ରବାର ଜେଲ…

7 years ago

ବାଲିମେଳାରେ ଭାଲୁ ଆତଙ୍କ

କୋରୁକୋଣ୍ଡା,୨୪।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ଚିତ୍ରକୋଣ୍ଡା ଛକ ନିକଟରେ ଗତ ତିନି ଦିନ ଧରି ୩ ଭାଲୁ ଆତଙ୍କ ଖେଳାଇଛନ୍ତି। ଫଳରେ ସନ୍ଧ୍ୟା ୫ଟା ପରଠାରୁ ଉକ୍ତ…

7 years ago

ଛାତ୍ର ସଂସଦ ନିର୍ବାଚନ ବାତିଲକୁ ନେଇ ଅନୁଗୋଳ ଛାତ୍ର ନେତାଙ୍କ ମଧ୍ୟରେ ଅସନ୍ତୋଷ: ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ଅନୁଗୋଳ ଅଫିସ, ୨୪।୮: ଆଗାମୀ ଛାତ୍ର ସଂସଦ ନିର୍ବାଚନକୁ ରାଜ୍ୟ ସରକାର ବାତିଲ କରିବା ପରେ ଅନୁଗୋଳ ଛାତ୍ରନେତାଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ଏ ନେଇ…

7 years ago

ଭାଙ୍ଗିଲା ବିଦ୍ୟାଳୟ ଛାତ: ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର

ଦେବଗଡ଼,୨୪।୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଅଧୀନ କଲଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶନିବାର ସ୍କୁଲ ଛାତ ଭାଙ୍ଗି ଯାଇଛି। ସକାଳୁ ପାଠପଢ଼ା ଚାଲିଥିବା ସମୟରେ ଏପରି…

7 years ago

ଅବହେଳିତ କନ୍ଧଗୁଡ଼ା ପ୍ରାଥମିକ ବିଦ୍ୟାଳୟ: ଗୋଟିଏ କୋଠରିରେ ଚାଲିଛି ପାଞ୍ଚ ଶ୍ରେଣୀ

କୋରୁକୋଣ୍ଡା,୨୪।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ କନ୍ଧଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ…

7 years ago