ଆମ ଜିଲା ଖବର

ନୂଆ ପରିଚୟ ପାଇଲେ ଶ୍ରାବଣୀ: ପୁରୀ ରେଳଷ୍ଟେଶନରୁ ୟୁରୋପ

କଣାସ,୨୫-୯(ସ୍ବ.ପ୍ର.):ସେବେ ରୋଗିଣା ମା’ଙ୍କ ପାଖରେ ବସି ରେଳ ଷ୍ଟେଶନରେ ଲୁହ ଗଡ଼ାଉଥିଲେ। ଏବେ ୟୁରୋପ ଦମ୍ପତିଙ୍କ ଏକମାତ୍ର ଅଲିଅଳି କନ୍ୟା। ଏଭଳି ନୂଆ ପରିଚୟ ପାଇଥିବା ଶ୍ରାବଣୀଙ୍କୁ…

7 years ago

ଶୀଘ୍ର ନୂଆ ରୂପ ନେବ ସ୍ବର୍ଗଦ୍ୱାର

ପୁରୀ ଅଫିସ, ୨୫-୯:ଶୀଘ୍ର ନୂଆ ରୂପ ନେବ ସ୍ବର୍ଗଦ୍ୱାର। ବଦଳିବ ଏହାର ଚେହେରା। ଆଗକୁ ପୁରୀ ପାଇଁ ଯେଉଁ ବିକାଶର ଚିତ୍ର ପରିକଳ୍ପନା କରାଯାଇଛି ସେଥିରେ ସ୍ବର୍ଗଦ୍ୱାରକୁ…

7 years ago

ଅନାଥ ଶିଶୁପୁତ୍ରକୁ ସହାୟତାର ହାତ ବଢ଼ାଇଲେ ଡାକ୍ତର:ବର୍ଷକ ପର୍ଯ୍ୟନ୍ତ ଖାଦ୍ୟ, ଔଷଧ ଯୋଗାଇବେ

ମାହାଙ୍ଗା,୨୫-୯(ସ୍ବ.ପ୍ର.):ମାହାଙ୍ଗା ଅଞ୍ଚଳର ଜଣେ ଶିଶୁପୁତ୍ର ମା’ଗର୍ଭରେ ଥିବାବେଳେ ତା’ର ବାପାଙ୍କ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଏହାର ୩ମାସ ପରେ ଶିଶୁପୁତ୍ର ଜନ୍ମ ହୋଇଥିଲା। ଶିଶୁପୁତ୍ର ଜନ୍ମ ହେବାର…

7 years ago

ଜଙ୍ଗଲରେ ନର୍ସିଂ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା:ପୀଡ଼ିତାଙ୍କୁ ଭେଟିଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଜୁନାଗଡ,୨୫-୯(ଡି.ଏନ.ଏ.):କଳାହାଣ୍ଡି ଜିଲାରେ ଜଣେ ନର୍ସିଂ ଛାତ୍ରୀଙ୍କୁ ଜଙ୍ଗଲକୁ ନେଇ ଗଣବଳାକତ୍ାର କରାଯିବା ଓ ଏହାର ଭିଡିଓ ଭାଇରାଲ କରାଯାଇଥିବା ନେଇ ଗତ ରବିବାର ବିଳମ୍ବିତ ରାତିରେ ଜୁନାଗଡ…

7 years ago

ଗଞ୍ଜାମ ଜିଲାରେ ସ୍କୁଲ ଛୁଟି ଘୋଷଣା

ବ୍ରହ୍ମପୁର ଅଫିସ,୨୫।୯:ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଗଞ୍ଜାମ ଜିଲାରେ ମଧ୍ୟ ଗତ ତିନିଦିନ ହେଲା ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା…

7 years ago

ଚୋରାଚାଲାଣ ବେଳେ ବାଘଛାଲ ଜବତ, ୬ ଗିରଫ

ଦେବଗଡ, ୨୫-୯(ଡି.ଏନ.ଏ.):ଚୋରାଚାଲାଣ ବେଳେ ଦେବଗଡ ଜିଲା ବନ ବିଭାଗ ସୋମବାର ଏକ କଲରାପତରିଆ ବାଘ ଛାଲ ଜବତ କରିଛି। ଚାଲାଣରେ ବ୍ୟବହୃତ ବୋଲେରୋ ଓ ବାଇକ ଜବତ…

7 years ago

ଡାକ୍ତରଙ୍କୁ ମିଳୁନି କାଗଜ:ଆଟାରେ ଲେଖିଲେ ପ୍ରେସ୍‌କ୍ରିପସନ୍‌

ରଣପୁର,୨୫।୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ଚାନ୍ଦପୁରସ୍ଥିତ ବସନ୍ତ ମଞ୍ଜରୀ ସାଧାରଣ ଚିକିତ୍ସାଳୟର ଜଣେ ଡାକ୍ତର ଆଟାରେ ପ୍ରେସ୍‌କ୍ରିପସନ୍‌ ଲେଖିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି।…

7 years ago

ଲଗାଣ ବର୍ଷାରେ ଧାନଜମି ଜଳମଗ୍ନ

ଖଣ୍ଡପଡ଼ା,୨୫ା୯(ସ୍ବ.ପ୍ର.): ଗତ ୨ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଖଣ୍ଡପଡ଼ା ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି ା ବ୍ଲକ ଅନ୍ତର୍ଗତ ୨୨ ଗୋଟି…

7 years ago

କଣ୍ଟିଲୋ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ର:ନୂଆ ଆମ୍ବୁଲାନ୍ସ ଖତ ଖାଉଛି, ଭଡ଼ା ଗାଡ଼ିରେ କାମ ଚଳାଯାଉଛି

ଖଣ୍ଡପଡ଼ା,୨୫ା୯(ସ୍ବ.ପ୍ର.): ଜରୁରିକାଳୀନ କ୍ଷେତ୍ରରେ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ସରକାରୀ ଡାକ୍ତରଖାନାରେ ଆମ୍ବୁଲାନ୍ସ ବ୍ୟବସ୍ଥା କରାଯାଇଛି। କିନ୍ତୁ ଅନେକ ସ୍ଥାନରେ ପରିଚାଳନଗତ ତ୍ରୁଟି ହେଉ କିମ୍ବା ରକ୍ଷଣାବେକ୍ଷଣ…

7 years ago

ଯୌତୁକ ପାଇଁ ନବବଧୂଙ୍କୁ ହତ୍ୟା: ଅଭିଯୋଗ ଆଣିଲେ ବାପଘର ଲୋକେ

ଆଳି, ୨୫।୯ (ଡି.ଏନ୍‌.ଏ.):ଆଳି ଥାନା ଅଧୀନ ନରେନ୍ଦ୍ରପୁର ଗ୍ରାମର ବେଣୁଧର ସ୍ବାଇଁ ବୋହୂ ସୁନୀତା ନାୟକ(୨୮)ଙ୍କୁ ଶାଶୂଘର ଲୋକେ ଯୌତୁକ ପାଇଁ ହତ୍ୟା କରିଛନ୍ତି। ଏ ନେଇ…

7 years ago