କର୍ଲାମୁଣ୍ଡା,୨୨।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଗତ ସପ୍ତାହରେ ପ୍ରବଳ ବର୍ଷାହେବା ଯୋଗୁ ବନ୍ୟା ପରିସ୍ଥିତି ଦେଖିବାକୁ ମିଳିଥିଲା। ଫଳରେ ବ୍ଲକର ୧୨ଟି ପଞ୍ଚାୟତର ଅଧିକାଂଶ ଗ୍ରାମ…
ନାଉଗାଁ,୨୨।୮(ସ୍ବ.ପ୍ର.): ଜଗତସିଂହପୁର ଜିଲା ଅନ୍ତର୍ଗତ ନାଉଗାଁ ବ୍ଲକ ଗଜରାଜପୁର ପଞ୍ଚାୟତର ଗୋପାଳଜିଉ ବିଦ୍ୟାଳୟର ସହକାରୀ ଶିକ୍ଷକ ଉମାକାନ୍ତ ଆଚାର୍ଯ୍ୟଙ୍କୁ ବୁଧବାର ନିଲମ୍ବନ କରାଯାଇଥିଲା। ନିଲମ୍ବନ ଆଦେଶକୁ ପ୍ରତ୍ୟାହାର…
ପାଟଣାଗଡ଼,୨୨।୮(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ମଦ ଜବତ ସହ ୫ ଜଣଙ୍କୁ ଗିରଫ କରାଯାଇଛି। ଗୁରୁବାର ସକାଳେ ମାଜିଷ୍ଟ୍ରେଟ…
ବ୍ରହ୍ମପୁର ଅଫିସ,୨୨।୮: ବ୍ରହ୍ମପୁର ମହାନଗର ନିଗମ(ବିଏମ୍ସି) ୪ ନଂ ଓ୍ବାର୍ଡ ଅନ୍ତର୍ଗତ ପିଚିପିଚା ନଗରର ପ୍ରାୟ ୪୦ ପରିବାରଙ୍କୁ ରାଜୀବ ଆବାସ ଯୋଜନାରେ ଗୃହ ପ୍ରଦାନ ଦାବି…
ଢେଙ୍କିକୋଟ/କେନ୍ଦୁଝର,୨୨।୮(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଉପରଡିହା ଗ୍ରାମପଞ୍ଚାୟତର ବାଲିଯୋଡି ଗ୍ରାମ ନିକଟ ୨୦ନଂ ଜାତୀୟ ରାଜପଥରେ ବୁଧବାର ବିଳମ୍ବିତ ରାତିରେ ଲୁହାପଥର ବୋଝେଇ ଟ୍ରକ ଧକ୍କାରେ…
ଭଞ୍ଜନଗର, ୨୨ା୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ମେଡିକାଲ ଅଧୀକ୍ଷକ ଡ. ପୀତାମ୍ବର ଦାସ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ତାରସିଂ ଥାନା ଅନ୍ତର୍ଗତ ପଟାଙ୍ଗର ଭାନୁମତୀ…
ପୁରୀ ଅଫିସ,୨୨।୮: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଗୁରୁବାର କାର୍ଯ୍ୟରେ ଯୋଗ ଦେଇଛନ୍ତି ଆଇଏଏସ୍ ଡକ୍ଟର କ୍ରିଶନ କୁମାର। ମଧ୍ୟାହ୍ନରେ ପ୍ରଥମେ ସେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ…
ବଲାଙ୍ଗୀର ଅଫିସ,୨୨ା୮: ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ବୁଧବାର ବଲାଙ୍ଗୀର ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ଥିଲା । ସକାଳ ପ୍ରାୟ ସାଢ଼େ ୭ଟାରୁ…
ପାଟଣା,୨୨ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତ ତଣ୍ଡ ଗ୍ରାମ ମଝିସାହିର ପ୍ରଭାକର ବେହେରାଙ୍କ ଘରୁ ୧୪ ଫୁଟ ଲମ୍ବର ଏକ ଅହିରାଜକୁ ଗୁରୁବାର…
ପୁରୀ ଅଫିସ,୨୨ା୮: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କୁ ସୁନା ରାହୁରେଖା ଲାଗି କରାଯାଇଛି। ଦଇତାପତି ସେବକମାନେ ରାହୁରେଖା ଲାଗି କରିଛନ୍ତି। ଏଥିପାଇଁ ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ୫…